ଡାଲିଜାତୀୟ ଖାଦ୍ୟ ପ୍ରସ୍ତୁତି ପ୍ରତିଯୋଗିତା
ଆଗଲପୁର, (ବିମଳେନ୍ଦୁ ସାହୁ) : ଆଗଲପୁର ବ୍ଲକ ବୁଦୁଲା ପଂଚାୟତର ରେଙ୍ଗାଲି ଗ୍ରାମରେ କୃଷି ଓ କୃଷକ ସଶକ୍ତ କରଣ ବିଭାଗ, ଓଡିଶା ସରକାରଙ୍କ ତରଫରୁ ତଥା ତ୍ରିରଙ୍ଗା ଯୁବକ ସଂଘ ଦ୍ୱାରା ଡାଲି ଜାତୀୟ ଖାଦ୍ୟ ପଦାର୍ଥକୁ ନେଇ ଏକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଗ୍ରାମର ୫ ଗୋଟି!-->…
Read More...
Read More...