ଆଗଲପୁର +୩ ବିଜ୍ଞାନ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ଓ ଆତ୍ମରକ୍ଷା ପ୍ରଶିକ୍ଷଣର ପ୍ରମାଣୀକରଣ ସମାରୋହ
ଆଗଲପୁର, (ସୁଶିଳ କୁମାର ମିଶ୍ର) : ଆଗଲପୁର +୩ ବିଜ୍ଞାନ ମହାବିଦ୍ୟାଳୟ ପରିସରରେ ଛାତ୍ରୀମାନଙ୍କ ସୁରକ୍ଷା, ସ୍ୱାବଲମ୍ବନ, ଆତ୍ମବିଶ୍ୱାସ ଓ ସଶକ୍ତିକରଣ ଉଦ୍ଦେଶ୍ୟରେ ଆୟୋଜିତ ‘ଶକ୍ତିଶ୍ରୀ ସଶକ୍ତିକରଣ ଓ ଆତ୍ମରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମର ପ୍ରମାଣୀକରଣ ସମାରୋହ ଏକ ଗମ୍ଭୀର ଓ!-->…
Read More...
Read More...