ରୋତ୍ କଲେଜରେ ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା
ଆଗଲପୁର, (ସୁଶିଳ କୁମାର ମିଶ୍ର) : ଆଗଲପୁର ପଞ୍ଚାୟତ ସମିତି ମହାବିଦ୍ୟାଳୟ, ବାଣୀନିକେତନ, ରୋତ୍ରେ ଉଭୟ +୨ ଓ +୩ର ନବାଗତ ଛାତ୍ରଛାତ୍ରୀଙ୍କ ପାଇଁ ଏକ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ସନ୍ତୋଷ କୁମାର ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ!-->…
Read More...
Read More...