ସାଲେଭଟା ଜେଏନ୍ଏମ୍ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ ଅନୁଷ୍ଠିତ
ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ସାଲେଭଟା ଜେଏନ୍ଏମ୍ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ସାଲେଭଟା ଉତ୍କଳମଣି ହାଇସ୍କୁଲର ପୂର୍ବତନ ପ୍ରଧାନ ଶିକ୍ଷକ ପୁରନ୍ଦର ଦାସ ଯୋଗଦେଇଥିଲେ ।!-->…
Read More...
Read More...