Browsing Tag

agalpur news

ବନ୍ଧ ପାଣିରେ ଭାସୁଛନ୍ତି ମଲାମାଛ : ଗାଁରେ ଅନେକ ଲୋକ ଝାଡାବାନ୍ତିରେ ଆକ୍ରାନ୍ତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଉପରବାହାଲ ପଂଚାୟତର ଉପରବାହାଲ ଗ୍ରାମରେ ଅନେକ ଲୋକ ଝାଡାବାନ୍ତିରେ ଆକ୍ରନ୍ତ । ସୂଚନା ଅନୁସାରେ ଗତ ୩ରୁ ୪ଦିନ ଭିତରେ ବହୁତ ଲୋକ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଯିବାରୁ ଆଗଲପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଏକ ଟିମ
Read More...

ରୋତ କଲେଜରେ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ

ଆଗଲପୁର, (କେପିଏନ୍‌ଏସ୍‌) : ଆଗଲପୁର ପଞ୍ଚାୟତ ସମିତି ମହାବିଦ୍ୟାଳୟ, ବାଣୀନିକେତନ, ରୋତର ଓଡିଆ ଭାଷା ଓ ସାହିତ୍ୟ ବିଭାଗ ତରଫରୁ ଆଜି ପ୍ରଥମ ବର୍ଷର ଛାତ୍ରଛାତ୍ରୀମାନଙ୍କ ପାଇଁ ଏକ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଭାଗ ମୁଖ୍ୟ ପ୍ରମୋଦ କୁମାର ଦାଶଙ୍କ ସଭାପତିତ୍ୱରେ
Read More...

ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମ ଦିନ ଉପଲକ୍ଷେ ସେବା ସପ୍ତାହ ଅବସରରେ ବଲାଙ୍ଗିର ଜିଲ୍ଲା ଆଗଲପୁର କଲ୍ୟାଣ ମଣ୍ଡପ ଠାରେ ବିଜେପି ଯୁବମୋର୍ଚ୍ଚା ତରଫରୁ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ସ୍ୱସ୍ଥ୍ୟ ଓ ପରିବାର
Read More...

ଆଧାର କେନ୍ଦ୍ର ଅଧିକାରୀଙ୍କୁ ମାଡ ମାରିବା ଅଭିଯୋଗରେ ଜେଲ୍‌ ଗଲେ ଯୁବକ

ଆଗଲପୁର, (କେପିଏନ୍‌ଏସ୍‌) : ଆଗଲପୁର(ଡୁଡୁକା) ବ୍ଲକ ପରିସର ମଧ୍ୟରେ ଥିବା ଆଧାର କେନ୍ଦ୍ର ଅଧିକାରୀ ଯୁଧିଷ୍ଠିର ସାହୁଙ୍କୁ ଅଶ୍ଳିଳ ଭାଷାରେ ଗାଳିଗୁଲଜ ସହ ଚପଲରେ ମାଡ ମାରିବା ଅଭିଯୋଗରେ କେସେଇପାଲି ଗ୍ରାମର ଶୋଭାକର ବିଶ୍ୱାଳକୁ ଆଗଲପୁର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ସୂଚନା
Read More...

ହରଭଙ୍ଗା ସ୍କୁଲରେ ବିଶ୍ଵ ପ୍ରାଥମିକ ଦିବସ ପାଳିତ

ଆଗଲପୁର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ହରଭଙ୍ଗା ଉଚ୍ଚ ପ୍ରାଥମିକ ସ୍କୁଲରେ ବିଶ୍ଵ ପ୍ରାଥମିକ ଚିକିତ୍ସା ଦିବସ ପାଳିତ ହୋଇଯାଇଛି । ରାସ୍ତାଘାଟ ଦୁର୍ଘଟଣା ଦିନକୁ ଦିନ ବଢ଼ିବାରେ ଲାଗିବା ସହିତ ତଦଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି ।
Read More...

ସାନଟିକାରେ ନୂଆଁଖାଇ ଭେଟ୍‌ଘାଟ୍‌

ଆଗଲପୁର, (କେପିଏନ୍‌ଏସ୍‌) : ଆଗଲପୁର ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଜଳେଶ୍ୱର ପୀଠ ସାନଟିକାରେ ଆଜାଦ ୟୁଥ କ୍ଳବ ତରଫରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବରିଷ୍ଠ ଶିକ୍ଷକ ସନ୍ତୋଷ ସାହୁ, ଭାରତୀୟ ବାୟୁସେନାର ଅଧିକାରୀ ରାମଚନ୍ଦ୍ର ସାହୁ, ଦିଲୀପ
Read More...

ନୂଆଁଖାଇ କପ୍ ଫୁଟବଲ୍ ଟୂର୍ଣାମେଣ୍ଟ

ଆଗଲପୁର, (ସୁଶୀଳ କୁମାର ମିଶ୍ର) : ଆଗଲପୁର ବ୍ଳକ ମୁରସୁଣ ସ୍ପୋର୍ଟସ ଆସୋସିଏସନ୍ ଦ୍ଵାରା ଆୟୋଜିତ ନୂଆଁଖାଇ କପ୍ ଫୁଟବଲ୍ ଟୂର୍ଣାମେଣ୍ଟର ସେମି ଫାଇନାଲ ଖେଳ ଶେଷହୋଇଛି । ବଲାଙ୍ଗିର ଜିଲ୍ଲା କ୍ରୀଡ଼ା ସଂସଦର ଫୁଟବଲ ସମ୍ପାଦକ ହେମନ୍ତ କୁମାର ବେହେରା ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିବା ବେଳେ
Read More...

ନଅଗାଁ (ଖ) ବିଦ୍ୟାଳୟରେ ଗୁରୁପୂଜନ ଓ ଛାତ୍ରଛାତ୍ରୀ ସମ୍ୱର୍ଦ୍ଧିତ

ଆଗଲପୁର, (ସୁଶୀଳ କୁମାର ମିଶ୍ର) : ପବିତ୍ର ଗୁରୁ ଦିବସ ଅବସରରେ ଆଗଲପୁର ବ୍ଲକ ନଅଗାଁ(ଖ) ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଗୁରୁ ପୂଜନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନୀଳକଣ୍ଠ ନନ୍ଦଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି
Read More...

ରୋତ କଲେଜରେ ‘ମାଁ ପାଇଁ ଗଛଟିଏ’ କାର୍ଯ୍ୟକ୍ରମ

ଆଗଲପୁର, (କେପିଏନ୍‌ଏସ୍‌) : ଆଗଲପୁର ପଞ୍ଚାୟତ ସମିତି ମହାବିଦ୍ୟାଳୟ, ବାଣୀନିକେତନ, ରୋତ ଠାରେ ଜାତୀୟ ସେବା ଯୋଜନା ତରଫରୁ 'ମାଁ ପାଇଁ ଗଛଟିଏ' କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ୭ ଦିନ ଧରି ଅନୁଷ୍ଠିତ ଏହି ଶିବିରର ପ୍ରଥମ ଚରଣରେ ୨ଶହ ୭ଟି ବୃକ୍ଷରୋପଣ କରାଯାଇଥିଲା । ଶିବିରର
Read More...

ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘର ପ୍ରଶିକ୍ଷଣ ବର୍ଗ ଅନୁଷ୍ଠିତ

ଆଗଲପୁର, (ସୁଶୀଳ କୁମାର ମିଶ୍ର) : ଇତିମଧ୍ୟରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଆଗଲପୁରଠାରେ ଅନୁଷ୍ଠିତ ହେଉଥିବା ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘର ତ୍ରିଦିବସୀୟ ପ୍ରାରମ୍ଭିକ ପ୍ରଶିକ୍ଷଣ ବର୍ଗ ଆଜି ଉଦ୍‌ଯାପିତ ହୋଇଯାଇଛି । ଏଠାରେ ସୂଚନାଯୋଗ୍ୟ ଯେ, ଗତ ୨୪ ଅଗଷ୍ଟ ( ଶନିବାର) ୨୦୨୪ ଅପରାହ୍ନ ୪
Read More...