ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ଅଭିଯୋଗରେ ୪ ଗିରଫ
ଆଗଲପୁର, (ସୁଶିଳ କୁମାର ମିଶ୍ର) : ଆଗଲପୁର ବ୍ଲକ ଗୁଡ଼ିମୁଣ୍ଡା ଗ୍ରାମରେ ଜନୈକ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ଅଭିଯୋଗରେ ପୋଲିସ ୪ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଅପରପକ୍ଷେ ଆକ୍ରମଣର ଶିକାର ହୋଇଥିବା ଦାମୋଦର କଠାରଙ୍କୁ ଗୁରୁତର ଅବସ୍ଥାରେ ବଲାଙ୍ଗିର ଭୀମଭୋଇ ମେଡିକାଲରେ ଭର୍ତ୍ତି!-->…
Read More...
Read More...