ବ୍ଲକସ୍ତରୀୟ ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ
ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ରୋତ୍ ସରକାରୀ ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବ୍ଲକ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ରଜନୀକାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ସଭାର ଆୟୋଜନ ହୋଇ ମୁଖ୍ୟ!-->…
Read More...
Read More...