Browsing Tag

agalpur news

ବଲାଙ୍ଗିର ଜିଲ୍ଲା ପର୍ଯ୍ୟବେକ୍ଷକ ସୁଶାନ୍ତ ସିଂହ ଓ ରାଜ୍ୟ ପରିଷଦ ସଦସ୍ୟ ନିହାର ରଞ୍ଜନ ବେହେରାଙ୍କ ପଂଚାୟତ ସମିତି…

ଆଗଲପୁର, (କେପିଏନ୍‌ଏସ୍‌) : ଆଜି ବିଧାୟକ ତଥା ବଲାଙ୍ଗିର ଜିଲ୍ଲା ପର୍ଯ୍ୟବେକ୍ଷକ ସୁଶାନ୍ତ ସିଂହ ଓ ରାଜ୍ୟ ପରିଷଦ ସଦସ୍ୟ ନିହାର ରଞ୍ଜନ ବେହେରା ଆଗଲପୁର ବ୍ଲକ ଅନ୍ତର୍ଗତ ରୋଥରେ ଥିବା ପଂଚାୟତ ସମିତି କଲେଜ ପରିଦର୍ଶନ କରିଛନ୍ତି । ଏହି ପରିଦର୍ଶନ ସମୟରେ କଲେଜର ଉନ୍ନତିକରଣ ପାଇଁ ସରକାରୀ
Read More...

ରାମଜୀ ଯୁବକ ସଙ୍ଘ ତରଫରୁ ଜରୁରୀକାଳୀନ ବୈଠକ ଅନୁଷ୍ଠିତ

ଆଗଲପୁର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ନଅଗାଁ (ଖ) ଗ୍ରାମରେ ଗତକାଲି ସନ୍ଧ୍ୟା ସମୟରେ ରାମଜୀ ଯୁବକ ସଙ୍ଘ ତରଫରୁ ଏକ ଜରୁରୀକାଳୀନ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଗ୍ରାମର ଆବାଳ ବୃଦ୍ଧବନୀତା ଉପସ୍ଥିତ ରହି କିପରି ପାରମ୍ପାରିକ ଭାବେ ଶ୍ରୀରାମ ଲୀଳାର
Read More...

ଜବର ଦଖଲ ଉଚ୍ଛେଦକୁ ନଅଗାଁ (ଖ) ଗ୍ରାମବାସୀଙ୍କ ବିରୋଧ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ନଅଗାଁ (ଖ) ଗ୍ରାମରେ ଆଗଲପୁର ତହସିଲଦାର ଓ ପୋଲିସ ଫୋର୍ସଙ୍କ ଉପସ୍ଥିତିରେ ସରକାରୀ ଜାଗାରେ ତିଆରି କରିଥିବା ଘରଗୁଡିକୁ ଜେସିବି ଦ୍ୱାରା ଭଙ୍ଗା ଯାଇଥିବା ଜଣାପଡିଛି । ପ୍ରକାଶଯୋଗ୍ୟ ଯେ, ନଅଗାଁ (ଖ) ଠାରୁ ଏନଏଚ ୨୦୧
Read More...

ପଂଚାୟତସ୍ତରୀୟ ଲୋକସେବା ଶିବିର ଅନୁଷ୍ଠିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ଝରନିପାଲି ଗ୍ରାମ ପଂଚାୟତରେ ପଂଚାୟତସ୍ତରୀୟ ଲୋକସେବା ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରରେ ମୁଖ୍ୟ ଅତିଥି ଭାବେ ଉପଜିଲ୍ଲାପାଳ ଲମ୍ବୋଦର ଧରୁଆ ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ଆରକ୍ଷୀ
Read More...

ଚେସ୍‌ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ : ଦାଶରଥୀ ସାହୁ ଚାମ୍ପିୟନ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଭରସୁଜାରେ ଓପନ ଚେସ୍‌ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଚେସ୍‌ ଆସୋସିଏସନର ସଂପାଦକ ଇଂ ଦେବବ୍ରତ ଭଟ୍ଟ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବିଜେଡି ଯୁବ
Read More...

ଭରସୁଜା ଜଳନ୍ଧର ମହାବିଦ୍ୟାଳୟରେ ଆତ୍ମସୁରକ୍ଷା ତାଲିମ ଶିବିର ଅନୁଷ୍ଠିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଆଗଲପୁର ବ୍ଲକ ଭରସୁଜା ଜଳନ୍ଧର ମହାବିଦ୍ୟାଳୟରେ ଆତ୍ମସୁରକ୍ଷା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ଉଦ୍‌ଯାପନୀ ଉତ୍ସବ ଅନୁଷ୍ଠିତ ହୋଇଥିବା ବେଳେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ସଂଯୋଜକ
Read More...

ଭରସୁଜାରେ ଚେସ୍‌ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ଭରସୁଜା ଗ୍ରାମରେ ଜାତୀୟସ୍ତରୀୟ ଚେସ୍‌ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି । ଉକ୍ତ ଟୁର୍ଣ୍ଣାମେଣ୍ଟ ଟି ୪ ଓ ୫ ତାରିଖ ଦୁଇଦିନ ଧରି ଅନୁଷ୍ଠିତ ହେବ । ମୁଖ୍ୟ ଅତିଥି ଭାବେ ଲୋଇସିଂହା ବିଧାୟକ ଡ. ମୁକେଶ
Read More...

ଭରସୁଜାଠାରେ ଜାତୀୟସ୍ତରୀୟ ଚେସ୍‌ ଟୁର୍ଣ୍ଣାମେଣ୍ଟ ଉପଲକ୍ଷେ ସାମ୍ବାଦିକ ସମ୍ବିଳନୀ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଆଗଲପୁର ବ୍ଲକ ଭରସୁଜା କଲ୍ୟାଣ ମଣ୍ଡପଠାରେ ୪ର୍ଥ ବର୍ଷ ଜାତୀୟସ୍ତରୀୟ ଚେସ୍‌ ଟୁର୍ଣ୍ଣାମେଣ୍ଟ ଉପଲକ୍ଷେ ସାମ୍ବାଦିକ ସମ୍ବିଳନୀ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଟୁର୍ଣ୍ଣାମେଣ୍ଟଟି ସ୍ୱର୍ଗତ ଭୁକ୍ତାନନ୍ଦ ପାତ୍ରଙ୍କ ସ୍ମୁତିରେ
Read More...

ଆଗଲପୁର ପଞ୍ଚାୟତ ସମିତି ମହାବିଦ୍ୟାଳୟରେ ଦିବଂଗତ ଡେମୋଷ୍ଟ୍ରେଟରଙ୍କ ବିୟୋଗରେ ଶୋକସଭା

ଆଗଲପୁର, (ସୁଶିଲ କୁମାର ମିଶ୍ର) : ରୋତ୍‌ ସ୍ଥିତ ଆଗଲପୁର ପଞ୍ଚାୟତ ସମିତି ମହାବିଦ୍ୟାଳୟରେ ଦିବଂଗତ ପଦାର୍ଥ ବିଜ୍ଞାନ ଡେମୋଷ୍ଟ୍ରେଟର ରକ୍ଷା ନାଗଙ୍କ ବିୟୋଗରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟ ଅଧ୍ୟକ୍ଷ ଡ. ସନ୍ତୋଷ କୁମାର ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶୋକସଭାରେ
Read More...

ପଂଚମ ଦିବସରେ ଅଲ ଓଡିଶା ଫୁଟବଲ ଟୁର୍ଣ୍ଣାମେଣ୍ଟ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ଆଗଲପୁର ଆଥଲେଟିକ ଆସୋସିଏସନ୍‌ର ୪୧ତମ ଅଲ ଓଡିଶା ଫୁଟବଲ ଟୁର୍ଣ୍ଣାମେଣ୍ଟର ୫ମ ଦିନର ଖେଳ ସମ୍ବଲପୁର ବନାମ ଜରାସିଂହା ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ସମ୍ବଲପୁର ଦଳ ୩-୧ଗୋଲରେ ଜରାସିଂହା ଦଳଠାରୁ ବିଜୟୀ ହୋଇ
Read More...