ଆଗଲପୁର ତହସିଲ କାର୍ଯ୍ୟାଳୟରେ ଜମି ରେଜିଷ୍ଟ୍ରିକରଣ ସକାଶେ ନୂତନ କାର୍ଯ୍ୟାଳୟ ଉଦ୍ଘାଟିତ
ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ତହସିଲ କାର୍ଯ୍ୟାଳୟରେ ଜମି ରେଜିଷ୍ଟ୍ରିକରଣ ସକାଶେ ନୂତନ କାର୍ଯ୍ୟାଳୟ ଉଦ୍ଘାଟିତ ହୋଇଯାଇଛି । ଉଦ୍ଘାଟିତ କାର୍ଯ୍ୟକ୍ରମରେ ଆଗଲପୁର ତହସିଲଦାର ସୁଶ୍ରୀ ସରୋଜା ବେହେରା ଉପସ୍ଥିତ ରହି ପୂଜାର୍ଚ୍ଚନା ପରେ ଫିତା କାଟିଥିଲେ ।!-->…
Read More...
Read More...