ଧାନଚାଷ ପରବର୍ତ୍ତୀ ପଡିଆ ଜମିର ପରିଚାଳନା ସମ୍ୱନ୍ଧୀୟ ତାଲିମ କାର୍ଯ୍ୟକ୍ରମ
ଆଗଲପୁର, (ବିମଳେନ୍ଦୁ ସାହୁ) : ଆଗଲପୁର ବ୍ଲକ ଝରଣିପାଲି ଗ୍ରାମ ପଂଚାୟତ ଆଡେନଡୁଙ୍ଗୁରି ଗ୍ରାମରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଓଡିଶା ସରକାରଙ୍କ ତରଫରୁ ଧାନ ପରବର୍ତ୍ତୀ ପଡିଆ ଜମିର ବିସ୍ତୃତ ପରିଚାଳନା ସମ୍ୱନ୍ଧୀୟ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲା କୃଷି!-->…
Read More...
Read More...