Browsing Tag

america news

ଆମେରିକାରେ ଗୁଳିକାଣ୍ଡ : ୪ ମୃତ

ୱାଶିଂଟନ : ଆମେରିକାରେ ଗୁଳିକାଣ୍ଡ ଘଟଣା ଘଟି ୪ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ଏହି ଗୁଳିକାଣ୍ଡ ଓକଲାହୋମାର ତୁଲସା ସହରର ସେଣ୍ଟ ଫ୍ରାନ୍ସିସ ହସ୍ପିଟାଲ କମ୍ପ୍ଲେକ୍ସରେ ଥିବା ନୈଟାଲୀ ବିଲଡିଂରେ ଏହି ଗୁଳିକାଣ୍ଡ ଘଟିଥିବା ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Read More...

ୟୁଟ୍ୟୁବ୍‌ରୁ ବାସନ୍ଦ ହେଲେ ଡୋନାଲ୍ଡ ଟ୍ରମ୍ପ

ଆମେରିକା : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଲଗାତାର ବ୍ୟାନ୍‌ କରାଯାଉଛି । ଟ୍ୱିଟର ଏବଂ ଫେସବୁକ ପରେ ଅନ୍ୟତମ ଲୋକପ୍ରିୟ ସୋସିଆଲ ମିଡିଆ ସାଇଟ୍‌ ୟୁଟ୍ୟୁବ୍‌ ଟ୍ରମ୍ପଙ୍କ ଆକାଉଣ୍ଟ ସସ୍‌ପେଣ୍ଡ କରିବା ସହିତ ନିଜ ପ୍ଲାଟଫର୍ମରୁ ତାଙ୍କ ଭିଡିଓ
Read More...