ସାପ କାମୁଡ଼ାରେ ନାବାଳକ ମୃତ
ଅନୁଗୁଳ : ଅନୁଗୁଳ ଜିଲ୍ଲା ପୁରୁଣାକୋଟ ଥାନା ଅନ୍ତର୍ଗତ ଟିକରପଡ଼ା ପଞ୍ଚାୟତ ହାତୀବାରି ଗ୍ରାମରେ ସାପ କାମୁଡାରେ ନାବାଳକର ମୃତ୍ୟୁ ହୋଇଛି । ମୃତ ନାବାଳକ ହାତୀବାରି ଗ୍ରାମର ଅକ୍ରୁର ମୁଣ୍ଡାଙ୍କ ପୁଅ ସାଗର ମୁଣ୍ଡା (୧୨ ବର୍ଷ) ବୋଲି ଜଣାପଡ଼ିଛି । ସୂଚନା ମୁତାବକ, ହାତୀବାରି ଗ୍ରାମର!-->…
Read More...
Read More...