ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ, ୮ ଗୁରୁତର
ଅନୁଗୁଳ : ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ପୂର୍ତ୍ତରାସ୍ତାର ସାନହୁଲା ବ୍ରିଜ୍ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ଜଣାପଡିଛି । ପିକଅପ୍ ଭ୍ୟାନ୍ ଓଲଟି ଦୁର୍ଘଟଣା ଘଟାଇଥିବା ଜଣାପଡିଛି । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୮ ଜଣ ଗୁରୁତର ହୋଇଥିବା ଜଣାପଡିଛି । ସମସ୍ତ!-->…
Read More...
Read More...