ଛେଣ୍ଡିପଦା ହାଣ୍ଡିଗୁଡାରେ ନିର୍ବାଚନୀ ହିଂସା କାଣ୍ଡ
ଅନୁଗୁଳ : ଅନୁଗୁଳ ଛେଣ୍ଡିପଦା ହାଣ୍ଡିଗୁଡାରେ ନିର୍ବାଚନୀ ହିଂସା ଅଭିଯୋଗ । ଜଣେ ଯୁବକଙ୍କୁ ସେହି ଗ୍ରାମର କିଛି ଯୁବକ ସଂଘବଦ୍ଧ ଭାବେ ଖଣ୍ଡା ଏବଂ ଭୁଜାଲୀରେ ଆକ୍ରମଣ କରିଛନ୍ତି । ଆହତ ଯୁବକ ଜଣଙ୍କ ଗୁରୁତର ଅବସ୍ଥାରେ ସ୍ଥାନୀୟ ହସ୍ପିଟାଲ୍ରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି ।!-->…
Read More...
Read More...