ହାତୀ ଆକ୍ରମଣରେ ଦୁଇ ମୃତ
ଅନୁଗୁଳ : ଅନୁଗୁଳ ଉପକଣ୍ଠ ଶରଧାପୁର ଓ ଛେଳିଆପଡ଼ାଠାରେ ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ ହେବା ଘଟଣାରେ ଉତ୍ତେଜନା ଦେଖା ଦେଇଛି । ମୃତକଙ୍କ ପରିବାରକୁ କ୍ଷତିପୂରଣ ଓ ହାତୀ ଦାଉରୁ ରକ୍ଷା ପାଇଁ ସ୍ଥାୟୀ ସମାଧାନ ଦାବିରେ ଦୁଇ ଗାଁର ଗ୍ରାମବାସୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି!-->…
Read More...
Read More...