Browsing Tag

anugul news

କେନାଲରୁ ନାବାଳକଙ୍କ ମୃତଦେହ ଉଦ୍ଧାର

ଅନୁଗୁଳ : ବ୍ରିଜ ନିକଟରୁ ନାବାଳକଙ୍କ ମୃତଦେହ ଉଦ୍ଧାର ହୋଇଥିବା ଜଣାପଡିଛି । ସୂଚନାନୁଯାୟୀ, ଗୁରୁବାର ସକାଳେ ଅମଲାପଡ଼ା ବ୍ରିଜ ନିକଟରେ ଜଣେ ନାବାଳକଙ୍କ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ । ଏନେଇ ଖବର ପାଇବା ପରେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି…
Read More...

ଜେଏସ୍‌ପି ଫାଉଣ୍ଡେସନର ‘ଯଶସ୍ୱୀ’ କରୁଅଛି ବାଳିକାମାନଙ୍କ ଦକ୍ଷତା ବିକାଶ

ଅନୁଗୋଳ, (ଆର୍ତ୍ତତ୍ରାଣ ପାଣି) : ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ସାମାଜିକ ଉତ୍ତର ଦାୟିତ୍ୱ ଶାଖା ଭାବେ କାର୍ଯ୍ୟ କରୁଥିବା ଜେଏସ୍‌ପି ଫାଉଣ୍ଡେସନ ଦ୍ଵାରା ପ୍ରତିଭା ସମ୍ପନ୍ନ ବାଳିକା ଓ ମହିଳାମାନଙ୍କ ଶିକ୍ଷା ଓ ଦକ୍ଷତା ବିକାଶ ନିମନ୍ତେ ଆରମ୍ଭ କରାଯାଇଥିବା "ଯଶସ୍ୱୀ" ଯୋଜନା ମାଧ୍ୟମରେ…
Read More...

ବାଣ ଭିଡୁଥିବା ବେଳେ ଅଘଟଣ : ସ୍ୱାମୀ ମୃତ, ସ୍ତ୍ରୀ ଗୁରୁତର

ଅନୁଗୋଳ, (କେପିଏନ୍‌ଏସ୍‌) : ଅନୁଗୋଳ ଜିଲ୍ଲା ପାଲଲହଡ଼ା ବ୍ଲକ ଖମାର ଥାନା ଅନ୍ତର୍ଗତ ଇଞ୍ଜିଡ଼ି ପଞ୍ଚାୟତ ସାଆନ୍ଦା ଗ୍ରାମରେ ଶୁକ୍ରବାର ଏକ ଅଘଟଣ ଘଟିଛି । ସୂଚନା ଅନୁସାରେ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ସାଅନ୍ଦା ଗ୍ରାମର ତ୍ରିପୁର ବେହେରା (୪୫)ଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି ।…
Read More...

ଲାଞ୍ଚ ନେବା ବେଳେ ସିବିଆଇ ହାତରେ ଧରାପଡିଲେ ସହକାରୀ ଡାକ ଅଧିକ୍ଷକ

ଅନୁଗୁଳ : ସିବିଆଇ ପଞ୍ଝାରେ ଅନୁଗୁଳ ମୁଖ୍ୟ ଡାକଘର ସହକାରୀ ଡାକ ଅଧିକ୍ଷକ । ଲାଞ୍ଚ ନେବା ବେଳେ ରେଡ଼ ହ୍ୟାଣ୍ଡ ଧରାପଡ଼ିଲେ ଟିକନ କୁମାର । ଅନୁଗୁଳ ଜିଲ୍ଲା କୁରୁଡୁଲ ପୋଷ୍ଟ ଅଫିସରେ ଥିବା ଜଣେ ଆସିଷ୍ଟାଣ୍ଡ ବ୍ରାଞ୍ଚ ପୋଷ୍ଟ ମାଷ୍ଟରଙ୍କୁ ଦୂରକୁ ବଦଳି କରି ଦେବାକୁ ଧମକ ଦେଇ ୧୦ ହଜାର ଟଙ୍କା…
Read More...

ବିଦାୟ ନେଲେ ଜଗତଜନନୀ

ଅନୁଗୋଳ : ଅନୁଗୋଳ ସହରରେ ଧୁମ୍‌ଧାମ୍‌ରେ ପୂଜା ପାଳନ ପରେ ଗୁରୁବାର ମା' ଦୁର୍ଗାଙ୍କୁ ବିଦାୟ ଦିଆଯାଇଛି । ସକାଳୁ ବିଳମ୍ବିତ ରାତି ଯାଏ ଏହି ଭସାଣି ଶୋଭାଯାତ୍ରା ଚାଲିଥିଲା । ପ୍ରଶାସନ ପକ୍ଷରୁ ବିଭିନ୍ନ କମିଟିକୁ ଭିନ୍ନ ଭିନ୍ନ ସମୟ ଦିଆଯାଇଥିବାରୁ ସେହି ଅନୁଯାୟୀ କମିଟି ପକ୍ଷରୁ ମେଢ଼କୁ…
Read More...

ଯୌତୁକ ପାଇଁ ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗ

ଅନୁଗୋଳ, (କେପିଏନ୍‌ଏସ୍‌) : ଅନୁଗୋଳ ଜିଲ୍ଲା ବନ୍ତଳା ଥାନା ବ୍ରହ୍ମପୁର ଅଞ୍ଚଳରେ ଯୌତୁକ ପାଇଁ ସ୍ତ୍ରୀଙ୍କୁ ସ୍ୱାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଏ ନେଇ ଥାନାରେ ଅଭିଯୋଗ ପରେ ପୋଲିସ ନଂ. ୪୧୪/୨୨ରେ ମାମଲା ରୁଜୁ କରି ମହିଳାଙ୍କ ସ୍ୱାମୀ ସୁବ୍ରତ ସାହୁଙ୍କୁ ଗିରଫ କରିଥିବା ଜଣାପଡ଼ିଛି…
Read More...

ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ନିର୍ବାହୀ ନିର୍ଦ୍ଦେଶକଙ୍କ ଦ୍ଵାରା ଜାମୁଣ୍ଡା ଜଙ୍ଗଲ ଗ୍ରାମର ରାହାସବାଡି ଉଦ୍‌ଘାଟିତ

ଅନୁଗୋଳ, (ଆର୍ତ୍ତତ୍ରାଣ ପାଣି) : ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ନିର୍ବାହୀ ନିର୍ଦ୍ଦେଶକ ହୃଦୟେଶ୍ଵର ଝା, ଅନୁଗୋଳ ଜିଲ୍ଲାର ଜାମୁଣ୍ଡା ଜଙ୍ଗଲ ଗ୍ରାମର ରାହାସବାଡି କେନ୍ଦ୍ର ଉଦ୍‌ଘାଟନ ଅବସରରେ ଗ୍ରାମର ବିଶିଷ୍ଟ ବ୍ୟକ୍ତି ବିଶେଷ ଯଥା ଜାମୁଣ୍ଡା ଜଙ୍ଗଲ ଗ୍ରାମ୍ୟ କମିଟି ସଭାପତି ନରୋତ୍ତମ…
Read More...

ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ନିର୍ବାହୀ ନିର୍ଦ୍ଦେଶକଙ୍କ ଦ୍ଵାରା ଜାମୁଣ୍ଡା ଜଙ୍ଗଲ ଗ୍ରାମ ରାହାସବାଡି ଉଦ୍‌ଘାଟିତ

ଅନୁଗୋଳ, (ଆର୍ତ୍ତତ୍ରାଣ ପାଣି) : ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ନିର୍ବାହୀ ନିର୍ଦ୍ଦେଶକ ହୃଦୟେଶ୍ଵର ଝା ଅନୁଗୋଳ ଜିଲ୍ଲାର ଜାମୁଣ୍ଡା ଜଙ୍ଗଲ ଗ୍ରାମର ରାହାସବାଡି କେନ୍ଦ୍ର ଉଦ୍‌ଘାଟନ ଅବସରରେ ଗ୍ରାମର ବିଶିଷ୍ଟ ବ୍ୟକ୍ତି ବିଶେଷ ଯଥା, ଜାମୁଣ୍ଡା ଜଙ୍ଗଲ ଗ୍ରାମ୍ୟ କମିଟି ସଭାପତି ନରୋତ୍ତମ…
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା : ସାଇକେଲ୍ ଆରୋହୀ ମୃତ

ଅନୁଗୁଳ : ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ସନ୍ତ୍ରୀ ଛକ ଠାରେ ଗୁରୁବାର ମଧ୍ୟାହ୍ନରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ଜଶପେଡିଛି । ଏହି ଦୁର୍ଘଟଣାରେ ସାଇକେଲ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ, ମୃତକ ଜଣଙ୍କ ହେଉଛନ୍ତି ଢ଼େଙ୍କାନାଳ ଜିଲ୍ଲା ବଡଖଳି ଗ୍ରାମର ସୁମନ୍ତ…
Read More...

ରେଙ୍ଗାଲି ଡ୍ୟାମର ଖୋଲିଲା ଗୋଟିଏ ଗେଟ୍

ଅନୁଗୁଳ : ଅନୁଗୁଳ ରେଙ୍ଗାଲି ଡ୍ୟାମରୁ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ । ଡ୍ୟାମର ଗୋଟିଏ ଗେଟ ଖୋଲା ଯାଇଥିବା ଜଣାପଡିଛି । ୮ ନମ୍ବର ଗେଟ ଦେଇ ବନ୍ୟାଜଳ ତଳ ମୁଣ୍ଡକୁ ଛଡା ଯାଉଛି । ବର୍ତ୍ତମାନ ଡ୍ୟାମର ଜଳସ୍ତର ୧୨୧. ୯୫ ମିଟର ରହିଛି । କିନ୍ତୁ ଡ୍ୟାମର ଜଳ ଧାରଣା କ୍ଷମତା ୧୨୩.୫୦…
Read More...