ଆସାମରେ ପୁଣି ଭୂକମ୍ପ : ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୪.୧
ଆସାମ : ଆସାମରେ ପୁଣିଥରେ ରବିବାର ଦିନ ସୋନିତପୁରରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ନ୍ୟାସନାଲ ସେଣ୍ଟର ଫର ସିସମୋଲୋଜି ଅନୁଯାୟୀ, ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୪.୧ ବୋଲି ଜଣାପଡିଛି । ଭୂକମ୍ପ କେନ୍ଦ୍ର ତେଜପୁରଠାରୁ ୪୦ କିଲୋମିଟର ପଶ୍ଚିମରେ ଥିଲା । ଭାରତୀୟ ସମୟ ଅନୁସାରେ ଦିନ!-->…
Read More...
Read More...