ଅବକାରୀ ବିଭାଗର ଚଢାଉ : ବିପୁଳ ପରିମାଣର ଦେଶୀ ମଦ ଜବତ
ଆଠଗଡ଼ : ଅବକାରୀ ବିଭାଗ ଚଢାଉ, ବିପୁଳ ପରିମାଣର ଦେଶୀ ମଦ ଜବତ । କଟକ ଜିଲ୍ଲା ତିଗିରିଆ ଥାନା ଭିରୁଡ଼ା ଓ ପଣସପାଟଣା ଗ୍ରାମରେ ଅବାଧରେ ଚାଲିଛି ଦେଶୀ ମଦ କାରବାର । ଖବର ପାଇ ଆଠଗଡ଼ ଓ କଟକ ଅବକାରୀ ବିଭାଗ ମିଳିତ ଚଢାଉ କରିଛି । ୨୨୪୦ ଲିଟର ଚୋରା ଦେଶୀ ମଦ ସହ ୧୪୧୦୫ ଲିଟର ପୋଚ ଜବତ କରି!-->…
Read More...
Read More...