ମେଘା ସ୍ୱାସ୍ଥ୍ୟ ସେକ୍ଟରରେ ସ୍ୱଚ୍ଛ ବାୟୁ ଦିବସ ପାଳିତ
ଆଠଗଡ଼ : ବ୍ରହ୍ମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନ ମେଘା ସ୍ୱାସ୍ଥ୍ୟ ସେକ୍ଟର ଅନ୍ତର୍ଗତ ରାଧାଗୋବିନ୍ଦପୁର ପଞ୍ଚାୟତର ରାଧାଗୋବିନ୍ଦପୁର ଗ୍ରାମରେ ନୀଳ ଆକାଶ ନିମନ୍ତେ ସ୍ୱଚ୍ଛ ବାୟୁ ଦିବସ ପାଳନ ଅବସରରେ ଜନ ସଚେତନତା ସୃଷ୍ଟି କରାଯାଇଛି । ବରିଷ୍ଠ ବହୁମୁଖୀ ସ୍ୱାସ୍ଥ୍ୟ ପରିଦର୍ଶକ ମହମ୍ମଦ!-->…
Read More...
Read More...