ତେଲ ଚୋରି ଉଦ୍ୟମ ବେଳେ ବୋଲେରୋ ଓ ବାଇକ୍ ଜବତ : ୪ ଗିରଫ
ବଡ଼ବିଲ : କେନ୍ଦୁଝର ଜିଲ୍ଲା ବଡ଼ବିଲ ପୋଲିସ ବୁଧବାର ଠାକୁରାଣୀ ଅଞ୍ଚଳରୁ ୨ଟି ଗ୍ୟାଲେନ ଭର୍ତ୍ତି ୧୦୦ ଲିଟର ଚୋରା ଡିଜେଲ, ଏକ ବୋଲେରୋ ଏବଂ ଏକ ବାଇକ୍ ଜବତ କରିବା ସହ ୪ ଅଭିଯୁକ୍ତଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ଠାକୁରାଣୀ ଅଞ୍ଚଳର ଏମ୍ଡି!-->…
Read More...
Read More...