Browsing Tag

balangir news

ଫ୍ରେଣ୍ଡସ କ୍ଲବ ତରଫରୁ ପ୍ରସ୍ତୁତି ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଫ୍ରେଣ୍ଡସ କ୍ଲବ ତରଫରୁ ଆଗାମୀ ଦିନରେ ହେବାକୁ ଥିବା ତୃତୀୟ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟକୁ ନେଇ ସ୍ଥାନୀୟ ହୋଟେଲ ଏସ୍‌ଜେ ରେଜେନ୍‌ସିରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସଭାପତି ଲୋଟସ ଷଡ଼ଙ୍ଗୀଙ୍କ
Read More...

ମହାନଦୀ ବିବାଦରେ ଓଡିଶାର ବ୍ୟୟବହୁଳ ଲଢେଇ

ଫଳାଫଳ ସନ୍ତୋଷଜନକ ନୁହେଁ - ହେମନ୍ତ ପଣ୍ଡା ବଲାଙ୍ଗିର, (କେପିଏନ୍‌ଏସ୍‌) : ମହାନଦୀ ଜଳ ବିବାଦକୁ ନେଇ ଗଠିତ ଟ୍ରିବ୍ୟୁନାଲରେ ଓଡିଶା ସରକାର ଦ୍ୱାରା ନିଯୁକ୍ତ ଆଇନଜୀବୀ, ସିନିଅର ଆଡଭୋକେଟ ଓ ଲ' ଫାର୍ମମାନଙ୍କୁ ବିପୁଳ ଅର୍ଥରାଶି ପ୍ରାପ୍ୟ ବାବଦକୁ ଦିଆଯାଉଥିଲେ ମଧ୍ୟ ମହାନଦୀ ଜଳ ବିବାଦ
Read More...

ଡାଃ ମୁରଲିଧର ପାଣିଗ୍ରାହୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗତକାଲି ଅପରାହ୍ନରେ ଭୀମଭୋଇ ଭେଷଜ ମହାବିଦ୍ୟାଳୟ ପରିସରରେ ଥିବା ଔଷଧୀୟ ବୃକ୍ଷ ଉଦ୍ୟାନଠାରେ ମହାବିଦ୍ୟାଳୟର ପୂର୍ବତନ ଫାର୍ମାକୋଲୋଜି ବିଭାଗ ପ୍ରଫେସର ସ୍ୱର୍ଗତ ଡାଃ ମୁରଲିଧର ପାଣିଗ୍ରାହୀଙ୍କ ଆବକ୍ଷ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଯାଇଛି । ଏହାକୁ
Read More...

ବ୍ଲକ ସ୍ତରୀୟ ଶିଶୁ ସୁରକ୍ଷା କମିଟିର ବୈଠକ ଓ ସଚେତନତା କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସ୍ଥିତ ପଞ୍ଚାୟତ ସାଧନ କେନ୍ଦ୍ର, ବଲାଙ୍ଗିର ଠାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ବଲାଙ୍ଗିର ତରଫରୁ ବ୍ଲକ ସ୍ତରୀୟ ଶିଶୁ ସୁରକ୍ଷା କମିଟିର ବୈଠକ ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବଲାଙ୍ଗିର ସଦର
Read More...

ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟ ଏନ୍‌ଏସ୍‌ଏସ୍‌ ପକ୍ଷରୁ ନିଆରା କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟର ଜାତୀୟ ସେବା ଯୋଜନା ତରଫରୁ ପାର୍ବତୀ ଗିରି ଆଶ୍ରମ ଓ ଆଶ୍ରା ଆଶ୍ରମରେ ରହୁଥିବା ଅନ୍ତେବାସୀଙ୍କ ପାଇଁ ବିଭିନ୍ନ ଉପକରଣ ଯଥା:- ଶୀତ ବସ୍ତ୍ର, କ୍ରୀଡା ସାମଗ୍ରୀ, ପୋଷାକ, ବିଭିନ୍ନ ଖାଦ୍ୟ ସାମଗ୍ରୀ, ଖାତା, ପୁସ୍ତକ, ନିତ୍ୟ
Read More...

ଦ୍ୱିଦିବସୀୟ ବାର୍ଷିକ କ୍ରୀଡା ଉଦଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସୁସ୍ଥ ମନ ସୁସ୍ଥ ଶରୀର ଗଠନରେ ସହାୟକ । ସୁସ୍ଥ ଶରୀର ହିଁ ସମୃଦ୍ଧ ବ୍ୟକ୍ତିତ୍ୱର ପରିଚାୟକ । ଏ ମନ୍ତ୍ରରେ ଅଭିମନ୍ତ୍ରିତ ହୋଇ ସରକାରୀ ମହିଳା ମହାବିଦ୍ୟାଳୟ ବାଲାଙ୍ଗିରର ଦ୍ୱିବସୀୟ ବାର୍ଷିକ କ୍ରୀଡ଼ା ଉତ୍ସବ ଉଦଯାପିତ ହୋଇଯାଇଛି । ଉଦଯାପନୀ ଦିବସ ତଥା
Read More...

ଦ୍ୱିତୀୟ ଦିବସରେ କୁଚ୍‌ ବେହାର ଟ୍ରଫି

ଓଡିଶା ବନାମ କର୍ଣ୍ଣାଟକ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡିଶା କ୍ରିକେଟ ଏସୋସିଏସନ ଓ ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୂଲ୍ୟରେ ଆଜି ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ଠାରେ ଓଡିଶା ବନାମ କର୍ଣ୍ଣାଟକ ୪ ଦିବସୀୟ କୁଚ୍‌ ବେହାର ଟ୍ରଫି କ୍ରିକେଟର ଦ୍ୱିତୀୟ ଦିବସ ମ୍ୟାଚ ଅନୁଷ୍ଠିତ
Read More...

ମାଲପଡା ନାଗରିକ କମିଟି ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମାଲପଡା ନାଗରିକ କମିଟିର ବୈଠକ ସଭାପତି ଗୋପବନ୍ଧୁ ପୁରୋହିତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ସଭା ପ୍ରାରମ୍ଭରେ ପଡାରେ ମୃତ୍ୟବରଣ କରିଥିବା ବ୍ୟକ୍ତିମାନଙ୍କ ଆତ୍ମାର ଶାନ୍ତି ପାଇଁ ୨ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । ବିଜୁଳି ବିଭାଗ ଦ୍ୱାରା
Read More...

ଭାରତୀୟ ସମ୍ବିଧାନ ଓ ମାନବ ଅଧିକାର ସଂପର୍କିତ ଜିଲ୍ଲାସ୍ତରୀୟ କର୍ମଶାଳା

ବଲାଙ୍ଗିର, (ଦେବାଶିଷ ମିଶ୍ର): ଡିସେମ୍ବର ୧୦ ତାରିଖ ବିଶ୍ୱ ମାନବ ଅଧିକାର ଦିବସ ପାଳନ ଅବସରରେ ଭାରତୀୟ ସମ୍ବିଧାନ ଓ ମାନବ ଅଧିକାର ସଂପର୍କିତ ଜିଲ୍ଲାସ୍ତରୀୟ କର୍ମଶାଳା ବଲାଙ୍ଗିର ସ୍ଥିତ କଲ୍ୟାଣ ମଣ୍ଡପ ଠାରେ ଜିନ୍ଦାବାଦ ସଂଗଠନ, ବଲାଙ୍ଗିର ପକ୍ଷରୁ ଆୟୋଜନ କରାଯାଇଥିଲା । ମୁଖ୍ୟ ଅତିଥି
Read More...

ବନ୍ଦଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଚାଞ୍ଚଲ୍ୟ । ବନ୍ଦଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ବଲାଙ୍ଗିର ଜିଲ୍ଲା ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଯୁବକ ଜଣକ ପପୁ କାନ୍ତ ରଣା (୩୧) ସୁନ୍ଦରଗଡ଼
Read More...