ପାରାଲିଗାଲ ସ୍ୱେଚ୍ଛାସେବୀଙ୍କୁ ନୂଆ କ୍ରିମିନାଲ ଆଇନ ଉପରେ କର୍ମଶାଳା
ବଲାଙ୍ଗିର, (ଦେବାଶିଷ ମିଶ୍ର) : ଭାରତରେ ନୂତନ ଭାବେ କାର୍ଯ୍ୟକାରୀ ହୋଇଥିବା ତିନୋଟି ଆଇନ ଯଥା- ଭାରତୀୟ ନ୍ୟାୟସଂହିତା ୨୦୨୩, ଭାରତୀୟ ନାଗରିକ ସୁରକ୍ଷା ସଂହିତା ୨୦୨୩ ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମ ୨୦୨୩ ସମ୍ପର୍କରେ ବ୍ୟାପକ ସଚେତନତାର ଆବଶ୍ୟକ ହେତୁ ଆଇନ ସେବା ସଂସ୍ଥା କ୍ଲାପ ତରଫରୁ!-->…
Read More...
Read More...