Browsing Tag

balangir news

କମାଲ କଲେ ନାରାୟଣ ଡ୍ୟାନ୍ସ ଏକାଡେମୀର ଦୁଇ କୁନି ଛାତ୍ରୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପାଇଁ ଗର୍ବ ଆଣିଲେ ଦୁଇ କୁନି ଛାତ୍ରୀ । ବଲାଙ୍ଗିର ସହରର ନାରାୟଣ ପ୍ଲେ ସ୍କୁଲର ନାରାୟଣ ଡ୍ୟାନ୍ସ ଏକାଡେମୀର ଦୁଇଜଣ କୁନି ଛାତ୍ରୀ ବଲାଙ୍ଗିର ସହରର ଇସକନ୍ ମନ୍ଦିରରେ ଆୟୋଜିତ ଜନ୍ମାଷ୍ଟମୀ ଡ୍ୟାନ୍ସ କାର୍‌ନିଭାଲ୍‌ ପ୍ରତିଯୋଗିତାରେ ଭାଗ ନେଇ
Read More...

ଯୁଧିଷ୍ଠିର ମିଶ୍ର ଉଚ୍ଚ ବିଦ୍ୟାଳୟରେ ଯୁଧିଷ୍ଠି ମିଶ୍ର ଜୟନ୍ତି ପାଳିତ

ସମ୍ବିଧାନରେ ଜନଜାତିଙ୍କ ସୁରକ୍ଷାକୁ ସ୍ଥାନିତ କରିଥିଲେ ସ୍ୱର୍ଗତ ଯୁଧିଷ୍ଠିର ମିଶ୍ର : ମୁକେଶ ମହାଲିଙ୍ଗଉଚ୍ଚ ବିଦ୍ୟାଳୟର ବିକାଶ ପାଇଁ ଏକ ବଡ ପ୍ୟାକେଜ ଅଣାଯିବ : ମୁକେଶ ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ୱର୍ଗତ ଯୁଧିଷ୍ଠିର ମିଶ୍ରଙ୍କ ଜିବନୀକୁ ଦେଖିଲେ ତାଙ୍କର ଅନେକ କାର୍ଯ୍ୟକଳାପ
Read More...

ନୂଆଁଖାଇ ପାଇଁ ତିନି ଦିନ ସରକାରୀ ଛୁଟି ଘୋଷଣା ଦାବୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲାର ସମସ୍ତ ସାମାଜିକ ଅନୁଷ୍ଠାନମାନେ ନୂଆଁଖାଇ ଛୁଟି ତିନି ଦିନ କରିବା ପାଇଁ ମାନ୍ୟବର ଓଡିଶା ମୁଖ୍ୟମନ୍ତ୍ରୀଙ୍କୁ ଜିଲ୍ଲାପାଳ ବଲାଙ୍ଗିରଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ଏହାକୁ ଆଖି ଆଗରେ
Read More...

ଶୌଚାଳୟ ଓ ପିଇବା ପାଣି ସମସ୍ୟା

ସମସ୍ୟାର ସମାଧାନ ପାଇଁ ବିଶ୍ୱବିଦ୍ୟାଳୟକୁ ଖୁଚୁରା ଦାନ କଲେ ଛାତ୍ରଛାତ୍ରୀ ବଲାଙ୍ଗିର, (ଦେବାଶିଷ ମିଶ୍ର) : ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କ ପାଇଁ ଶୌଚାଳୟ ଓ ପାନୀୟ ଜଳ ସମସ୍ୟା ଲାଗି ରହିଛି । ବିଜୁ ଛାତ୍ର ଜନତା ଦଳ ଏ ସବୁ ସମସ୍ୟା ଉପରେ କୁଳପତି, ରେଜିଷ୍ଟରରଙ୍କୁ
Read More...

ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅଗଷ୍ଟ ମାସର ଜନ-ଅଭିଯୋଗ କାର୍ଯ୍ୟସୂଚୀ ପ୍ରକାରେ ବଲାଙ୍ଗିର ଜିଲ୍ଲାପାଳ ଗୌରୱ ଶିୱାଜି ଇସଲୱାର ଓ ଆରକ୍ଷୀ ଅଧିକ୍ଷକ ଅବିଳାଷ ଜିଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ ଆଜି ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସଭାଗୃହ ଠାରେ ଅନୁଷ୍ଠିତ ହୋଇଥିଲା । ଏହି
Read More...

ନୂଆଁଖାଇ ପାଇଁ ତିନି ଦିନ ସରକାରୀ ଛୁଟି ଘୋଷଣା ଦାବୀ

୨୭ରେ ଲାଗିବ ମାଁ ପାଟଣେଶ୍ୱରୀ ମନ୍ଦିରରେ ଲାଗିବ ନୂତନ ଘଣ୍ଟି ବଲାଙ୍ଗିର, (ଦେବାଶିଷ ମିଶ୍ର) : ପଶ୍ଚିମ ଓଡିଶାର ଗଣ ପର୍ବ ନୁଆଁଖାଇ ଦିଲ୍ଲୀ ରୁ ପଲ୍ଲି ପର୍ଯ୍ୟନ୍ତ ଏହି ଉତ୍ସବ ପାଳନ ହୋଇଥାଏ । ଏହା କୃଷି ଭିତ୍ତିକ ପର୍ବ ହୋଇଥିବା ବେଳେ ଦିର୍ଘ ବର୍ଷ ହେଲା ତିନି ଦିନ ଛୁଟି ଘୋଷଣା ପାଇଁ
Read More...

୫୦ତମ ଠିକାଦାରପଡା ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସ୍ଥାନୀୟ ଠିକାଦାରପଡା ଦୁର୍ଗା ମଣ୍ଡପ ପରିସରରେ ଚଳିତ ବର୍ଷ ୫୦ତମ ସାର୍ବଜନୀନ ଦୁର୍ଗାପୂଜା ଆୟୋଜନ ପାଇଁ ଏକ ପ୍ରସ୍ତୁତି ବୈଠକ ହୋଇଯାଇଛି । ବୈଠକରେ ଚଳିତ ବର୍ଷ ମହାସମାରୋହରେ ପାଳନ କରାଯିବା ପାଇଁ ସର୍ବ ସମ୍ମତିକ୍ରମେ ନିଷ୍ପତ୍ତି ହୋଇଥିଲା ।
Read More...

ବହ୍ନି କନ୍ୟା ପାର୍ବତୀ ଗିରି ଶ୍ରାଦ୍ଧ ସମାରୋହ ଓ ପୂଜ୍ୟପୂଜା ସେବା ସଂଗଠନର ପ୍ରତିଷ୍ଠା ଦିବସ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ପୂଜ୍ୟପୂଜା ସେବା ସଂଗଠନ ତରଫରୁ ମାଆ ପାର୍ବତୀ ଗିରିଙ୍କ ଏକତିରିଶ ତମ ଶ୍ରାଦ୍ଧ ସମାରୋହ ଓ ପୂଜ୍ୟପୂଜା ସଂଗଠନର କୋଡିଏ ତମ ପ୍ରତିଷ୍ଠା ଦିବସ ପତିତପାବନ ଏକାଡେମୀ ସଭା କକ୍ଷରେ ସଭାପତି କେଶବ ଚନ୍ଦ୍ର ମିଶ୍ରଙ୍କ
Read More...

ରାଜ ବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ : ବଲାଙ୍ଗିରର ନୂଆଖାଇ ଭେଟଘାଟ -୨୦୨୫ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ ବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ ଭାରତୀ ନୀଡ଼, ଆଦର୍ଶ ପଡା, ବଲାଙ୍ଗିରର ଚତୁର୍ଥ ବାର୍ଷିକ ଉତ୍ସବ ତଥା ନୂଆଖାଇ ଭେଟଘାଟ -୨୦୨୫ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଡାକ୍ତର ଚିତ୍ତରଞ୍ଜନ ମିଶ୍ରଙ୍କ ସଭାପତିତ୍ୱରେ
Read More...

କଳା, ସଂସ୍କୃତି ଓ ସାମାଜିକ ବାର୍ତ୍ତା ନେଇ ନୂଆଁଖାଇ ଭେଟଘାଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ କୋଶଳ କଳା ମଣ୍ଡଳ ପଡିଆ ଷ୍ଟେଜରେ ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ତରଫରୁ ଆମ ଅଞ୍ଚଳର ସିଘା ତଥା ଗଣପର୍ବ ନୂଆଁଖାଇ ଅବସରରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।
Read More...