Browsing Tag

balangir news

ସର୍ବ ଭାରତୀୟ ଶକ୍ତି ଉତ୍ତୋଳନ ପ୍ରତିଯୋଗିତାରେ ବଲାଙ୍ଗିରର ବାଜିମାତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗୁଜୁରାଟର ମେହେସନା ସହରରେ ଅନୁଷ୍ଠିତ ହୋଇଯାଇଥିବା ସର୍ବ ଭାରତୀୟ ଶକ୍ତି ଉତ୍ତୋଳନ ପ୍ରତିଯୋଗିତାରେ ବଲାଙ୍ଗିରର ଯୁବକମାନେ ବିଭିନ୍ନ ଓଜନ ବିଭାଗରେ ଅବତୀର୍ଣ୍ଣ ହୋଇ ସ୍ୱଣ୍ଣା, ରୌପ୍ୟ ତଥା ବ୍ରୋଞ୍ଜ ପଦକ ଲାଭ କରି ବଲାଙ୍ଗିରକୁ ଗୌରବାନ୍ୱିତ କରିଛନ୍ତି ।
Read More...

ବିଶ୍ୱ ଆଦିବାସୀ ଦିବସ ପାଳିତ

ଆଦିବାସୀ ଭାଷା ସଂସ୍କୃତି ସୁରକ୍ଷିତ ରହୁ ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଗୋଁଣ୍ଡୱାନା ଭବନ ଠାରେ ବିଶ୍ୱ ଆଦିବାସୀ ଦିବସ ପୌରାଂଚଳ ଆଦିବାସୀ ସମାଜ, ଅଖିଳ ଭାରାତୀୟ ଗୋଁଣ୍ଡୱାନା ଗୋଁଣ୍ଡ ମହାସଭା, ଆଦିବାସୀ କଲ୍ୟାଣ ସଂଘ, ଆଦିବାସୀ କର୍ମଚାରୀ ସଂଘ ମିଳିତ ଆନୁକୂଲ୍ୟରେ ବିଶ୍ୱ
Read More...

ଆଦ୍ୟାଶକ୍ତି ନାରୀ ସଂଗଠନ ତରଫରୁ ବିଶ୍ୱ ସ୍ତନ୍ୟପାନ ଦିବସ ପାଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରର ଅଗ୍ରଣୀ ସ୍ୱେଚ୍ଛାସେବୀ ନାରୀ ସଂଗଠନ ଆଦ୍ୟାଶକ୍ତି ନାରୀ ସଂଗଠନ ତରଫରୁ ବିଶ୍ୱ ସ୍ତନ୍ୟପାନ ଦିବସ ଗୋପାଳଜୀ ମନ୍ଦିର ଠାରେ ସଭାପତି ମାଳତୀ ଉଦ୍‌ଗାତାଙ୍କ ଅଧ୍ୟକ୍ଷତାରେ ପାଳନ କରାଯାଇଛି । ପ୍ରଥମରେ ଆଦ୍ୟାଶକ୍ତି ସ୍ୱରୂପିଣୀ ମାଁ ଦୁର୍ଗାଙ୍କର ପୂଜା
Read More...

ମାଲପଡା ନାଗରିକ କମିଟିର ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମାଲପଡା ନାଗରିକ କମିଟିର ବୈଠକ ସଭାପତି ଗୋପବନ୍ଧୁ ପୁରୋହିତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ସଭାରେ ବିଦ୍ୟୁତ ବିଭାଗ ଦ୍ୱାରା ଅଘୋଷିତ ଘନ ଘନ ବିଦ୍ୟୁତ କାଟ ଯୋଗୁଁ ଜନସାଧାରଣ ଅସନ୍ତୋଷ ହେଉଛନ୍ତି । ତେଣୁ ସଭ୍ୟମାନେ ଉଦ୍‌ବେଗ ପ୍ରକାଶ କରିଥିଲେ ଏବଂ
Read More...

ବିଶ୍ୱ ଆଦିବାସୀ ଦିବସ ପାଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଇଚ୍ଛାପଡା ସ୍ଥିତ ଶବରୀ ନାରାୟଣ ମନ୍ଦିର ଧର୍ମଶାଳା ପରିସରରେ ଆଦିବାସୀ ଅଧିକାର ମହାସଂଘ ଆନୁକୁଲ୍ୟରେ ସଭାପତି ମୟ ପ୍ରଧାନୀଙ୍କ ସଭାପତିତ୍ୱରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ରଣଜିତ ବେହେରା, ସମ୍ମାନିତ ଅତିଥି ଚମାର ସିଂ
Read More...

ନରେନ୍ଦ୍ର କବାଟଙ୍କ ପରଲୋକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସହରର ବରପାଲିପଡା ନିବାସୀ ତଥା ସାମାଜିକ ସଂଗଠକ ନରେନ୍ଦ୍ର କବାଟ (୬୫)ଙ୍କ ଆଜି ପରଲୋକ ହୋଇଯାଇଛି । ଏହି ଖବର ପ୍ରଚାର ହେବା ପରେ ବଲାଙ୍ଗିର ସହରରେ ଶୋକର ଛାୟା ଖେଳିଯାଇଛି । ପରିବାର ଲୋକଙ୍କ ସୁତ୍ରରୁ ପ୍ରକାଶ ଯେ, ସେ ଗତକିଛି ଦିନ ହେଲା ସେ
Read More...

ଓଷ୍ଟା ତରଫରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ଦାବିପତ୍ର ପ୍ରଦାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜିଲ୍ଲା ଓଷ୍ଟା ପକ୍ଷରୁ ଧାରଣା ଦିଆଯାଇଥିଲା । ଜିଲ୍ଲା ଓଷ୍ଟା ସଭାପତି ପ୍ରଦୀପ କୁମାର ପୁଟେଲ ଓ ସମ୍ପାଦକ ଶଙ୍କର ପ୍ରସାଦ ମିଶ୍ରଙ୍କ ନେତୃତ୍ୱରେ ୬ଦଫା ସମ୍ବଳିତ ଦାବିପତ୍ର ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ଓ
Read More...

ଜାତୀୟ କୃମି ନାଶକ ଦିବସ ପାଳନ ପାଇଁ ଶିକ୍ଷକମାନଙ୍କୁ ତାଲିମ ପ୍ରଦାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁତଲା ବ୍ଲକ ପଞ୍ଚାୟତ ସମିତି ସଭାଗୃହଠାରେ ସିଏଚସି ଜାମଗାଁ ତରଫରୁ ଚଳିତ ମାସ ୧୨ତାରିଖରେ ଜାତୀୟ କୃମି ନାଶକ ଦିବସ ପାଳନ କରିବା ପାଇଁ ପ୍ରାଥମିକ, ଉଚ୍ଚ ପ୍ରାଥମିକ, ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକମାନଙ୍କୁ
Read More...

ବଲାଙ୍ଗିର ଜିଲ୍ଲା ଶିଳ୍ପ ସଂଘ ଓଏସ୍‌ମେ ଶାଖାର ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସ୍ଥାନୀୟ ଭଗବତି ଇଣ୍ଡଷ୍ଟ୍ରି ପରିସରରେ ବଲାଙ୍ଗିର ଜିଲ୍ଲା ଶିଳ୍ପ ସଂଘ ଓଏସ୍‌ମେର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ସଭାପତି ପ୍ରକାଶ ନେପାକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟ ସରକାର ବଲାଙ୍ଗିରଠାରେ ଟେକ୍ସଟାଇଲ ପାର୍କ
Read More...

ଦେଓଗାଁ ଚିନିକଳ ସଂଘର୍ଷ ସମିତି

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଦେଓଗାଁ ଚିନିକଳ ସଂଘର୍ଷ ସମିତିର ଏକ ଜରୁରୀ ବୈଠକ ଆଜି ତା.୦୮.୦୮.୨୦୨୫ରେ ଅନୁଷ୍ଠିତ ହୋଇଯାଇଛି । ଏହା ପୂର୍ବରୁ ନିର୍ଦ୍ଧାରିତ ହୋଇଥିବା ଚାଷୀ ସମାବେଶ ତା.୧୨.୦୮.୨୦୨୫ ସମ୍ପର୍କରେ ଆଲୋଚନା କରାଗଲା । ସରକାର ବର୍ତ୍ତମାନ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା
Read More...