Browsing Tag

balangir news

ଆନ୍ତଃରାଜ୍ୟ ପ୍ରବାସୀ ଶ୍ରମିକଙ୍କ ସମ୍ପର୍କିତ ପ୍ରସଙ୍ଗ ଉପରେ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆନ୍ତଃରାଜ୍ୟ ପ୍ରବାସୀ ଶ୍ରମିକଙ୍କ ସମ୍ପର୍କିତ ପ୍ରସଙ୍ଗ ଉପରେ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ ସ୍ଥାନୀୟ ଜିଲ୍ଲା ପରିଷଦ ବୈଠକ ଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକ ଜିଲ୍ଲାପାଳ ଗୌରୱ ଶିୱାଜି ଇସଲୱାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଏହି
Read More...

ତାଲିକା ଭୁକ୍ତ ପାରା ଲିଗାଲ ସେଚ୍ଛାସେବୀମାନଙ୍କ ପାଇଁ ତାଲିମ ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ନ୍ୟାୟାଧିଶ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ଡ. ପବିତ୍ର ମୋହନ ସାମଲ ତତ୍ୱାବଧାନରେ ପ୍ରାଧିକରଣର ସଭାଗୃହଠାରେ ପ୍ରାଧିକରଣର ତଥା ଲୋଇସିଂହା ଓ ସଇଁତଲା ତାଲିକା ଭୁକ୍ତ ପାରା ଲିଗାଲ ସ୍ୱେଚ୍ଛାସେବୀ ମାନଙ୍କ ପାଇଁ ଏକ ତାଲିମ
Read More...

ସ୍ଵାଧୀନତା ଦିବସ ପାଳନ ଅବସରରେ ସ୍କୁଲ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ହିନ୍ଦୀ ବକ୍ତୃତା ପ୍ରତିଯୋଗିତା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ ପାଳନ ଅବସରରେ ବଲାଙ୍ଗିର ରାମ ଗୋପାଳ ହିନ୍ଦୀ ଉଚ୍ଚ ବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ହିନ୍ଦୀ ବିତର୍କ ପ୍ରତିଯୋଗିତା ଆୟୋଜିତ ହୋଇଥିଲା । ହିନ୍ଦୀ ସ୍କୁଲ ଶିକ୍ଷା କମିଟି ଜିଲ୍ଲା ସଭାପତି ସନ୍ତୋଷ କୁମାର ଅଗ୍ରୱାଲ(ମୋଦୀ)ଙ୍କ
Read More...

ପୁଇଁନ୍ତଲା କଂଗ୍ରେସର ସାଂଗଠାନିକ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୁଇଁନ୍ତଲା ବ୍ଲକ କଂଗ୍ରେସ ପକ୍ଷରୁ ବଲାଙ୍ଗିର ଏସ୍‌ସି ସେଲ ସଭାପତି ଓମ୍‌ ପ୍ରକାଶ କୁମ୍ଭାରଙ୍କ ନେତୃତ୍ୱରେ ଯୁବ ନେତା ସାନନ୍ଦ ମିଶ୍ରଙ୍କ ସଂଯୋଜନାରେ ସ୍ଥାନୀୟ ହୋଟେଲଠାରେ ଏକ ଗୁରୁତ୍ୱପୂର୍ଣ୍ଣ ସାଂଗଠାନିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବ୍ଲକ କଂଗ୍ରେସ
Read More...

ପୂର୍ବତନ ଶିକ୍ଷକ ଅବଧୂତ ସାହୁଙ୍କ ପରଲୋକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସିନ୍ଧେକେଲା ନିବାସୀ ତଥା ପୁର୍ବତନ ଶିକ୍ଷକ ଅବଧୂତ ସାହୁଙ୍କ ୭୨ ବର୍ଷ ବୟସରେ ପରଲୋକ ଘଟିଛି। ସେ କିଛି ସମୟ ହେବ ବାର୍ଦ୍ଧକ୍ୟଜନିତ ଅସୁସ୍ଥତାରେ ପିଡିତଥିଲେ। ଶେଷ ସମୟରେ ପୁତ୍ର ବ୍ରହ୍ମକ୍ଷ ନନ୍ଦ, ବ୍ରହ୍ମ ଦତ୍ତ, ଝିଅ ବ୍ରହ୍ମଶ୍ରୀ ,ଗୋଲାପ, ନାତି ନାତୁଣୀ,
Read More...

ତୁରନ୍ତ ଛାତ୍ରଛାତ୍ରୀଙ୍କୁ ପୋଷ୍ଟ ମାଟ୍ରିକ୍ ସ୍କଲାରସିପ୍ (ପିଏମଏସ୍‌) ପ୍ରଦାନ କର ଏଆଇଡିଏସଓ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୋଷ୍ଟ ମାଟ୍ରିକ୍ ସ୍କଲାରସିପ୍ (ପିଏମଏସ୍‌) ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ କଲ୍ୟାଣକାରୀ ଯୋଜନା ଯାହା ପ୍ରତି ବର୍ଷ ଅନୁସୂଚିତ ଜାତି ଏବଂ ଜନଜାତି ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାରେ ସହାୟକ ହେବା ପାଇଁ ପ୍ରଦାନ କରାଯାଇଥାଏ । ଶିକ୍ଷାଦାନ ଫି, ଜୀବନଯାପନ
Read More...

ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମରେ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ଗୁଡ଼ିକ ଶୁଭ ଉଦଘାଟନ କଲେ ବିଧାୟକ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତ ର ଗ୍ରାମରେ ପାନୀୟ ଜଳ ଯୋଗାଣ ପ୍ରକଳ୍ପକୁ ଉଦଘାଟନ କରିଛନ୍ତି ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ । ରଜାମୁଣ୍ଡା, ଶିବତଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ନୂଆଁପାଲି, ଆଡେନ୍ ଦୁଙ୍ଗୁରି, ଜିରାଟମାଲ,
Read More...

ଚର୍ଚ୍ଚାରେ ବଲାଙ୍ଗିର ମାଟିର ଝିଅ ରିତିକା ଦାସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଏବେ ବେଶ ଚର୍ଚ୍ଚାରେ ବଲାଙ୍ଗିର ମାଟିର ଜଣେ ଝିଅ । କାରଣ ଆପଣମାନେ ରାକ୍ଷୀ ବିଭିନ୍ନ ପ୍ରକାରର ଦେଖିଥିବେ କିନ୍ତୁ କେବେ ସମ୍ବଲପୁରୀ ରାକ୍ଷୀ ଦେଖିନଥିବେ । ଅପାଣମାନେ ସମସ୍ତେ ଜାଣିଥିବେ ଯେ, ଆସନ୍ତା ୯ ତାରିଖରେ ରାକ୍ଷୀ ପୂର୍ଣ୍ଣିମା ରହିଛି । ଆଉ ଏହି
Read More...

ଅଭିଭାବକ ମଂଚ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲାର ପ୍ରମୁଖ ସାମାଜିକ ସଂଗଠନ ଅଭିଭାବକ ମଂଚ ତରଫରୁ ସ୍ଥାନୀୟ ମାଲଗୋଦାମ ପଡା ପ୍ରାଥମିକ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଶିଶୁ ବିକାଶ କେନ୍ଦ୍ରର ସଭାପତି ମଦନ ମୋହନ ରଥ ପ୍ରଥମ ଚାରା ଗଛ
Read More...

୬୬୨ ବର୍ଗ ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘ ତରଫରୁ ଜିଲ୍ଲାପାଳଙ୍କୁ ଦୁଇ ଦଫା ଦାବି ପ୍ରଦାନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସ୍ଥାନୀୟ ଯାଦବ ଭବନରୁ ୬୬୨ ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘ ଦୁଇ ଦଫା ଦାବି ନେଇ କର୍ମଚାରୀ ସର୍ତ୍ତାବୀଳି ଓ ପେନସନ ଦାବି ନେଇ ବଲାଙ୍ଗିର ଜିଲ୍ଲାପାଳଙ୍କ ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ରୀୟ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର
Read More...