ସିଆଇଏସ୍ସିଇ ରିଜୋନାଲ ଟାଇକଣ୍ଡୋରେ ବଲାଙ୍ଗିରକୁ ୪ ପଦକ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ଅଗଷ୍ଟ ୧ ଓ ୨ ଦୁଇ ଦିନ ଧରି କେନ୍ଦୁଝର ଜିଲ୍ଲା ନିର୍ମାଳ କନଭେନ ସ୍କୁଲରେ ସିଆଇଏସ୍ସିଇ ରିିଜୋନାଲ ସ୍ତରୀୟ ଟାଇକଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ବଲାଙ୍ଗିର ଜିଲ୍ଲା ଟାଇକଣ୍ଡୋ ସଂଘର ଶ୍ରେୟାଂଶ ଭଞ୍ଜ ଅଣ୍ଡର ୧୪ ବର୍ଷ ବାଳକ ୪୧-୪୫ କେଜି!-->…
Read More...
Read More...