Browsing Tag

balangir news

ଇଣ୍ଟାକ ବଲାଙ୍ଗିର ଶାଖା ତରଫରୁ ବିଦ୍ୟାଳୟ ସ୍ଥରୀୟ ଜାତୀୟ “ହେରିଟେଜ କ୍ୱିଜ” ଆୟୋଜିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଇଣ୍ଟାକ ବଲାଙ୍ଗିର ଶାଖା ତରଫରୁ ତାରିଖ ୨୭ ଜୁଲାଇ ଦିନ ସ୍ଥାନୀୟ ଟାଉନ ବାଳିକା ବିଦ୍ୟାଳୟଠାରେ ଜିଲ୍ଲା ବିଦ୍ୟାଳୟ ସ୍ଥରୀୟ "ଜାତୀୟ ହେରିଟେଜ କ୍ୱିଜ଼" ଆୟୋଜିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ ବଲାଙ୍ଗିରର ୯ଟି ସ୍କୁଲରୁ ୬୪ ଜଣ ଛାତ୍ରଛାତ୍ରୀ ଯୋଗଦେଇଥିଲେ
Read More...

ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଆଇନ ସଚେତନତା ଶିବିର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଲିଟିଲ ଫ୍ଲାୱାର ସ୍କୁଲ, ବଲାଙ୍ଗିରଠାରେ "ଆଇନ ଏବଂ କର୍ତ୍ତବ୍ୟ, ପୋକ୍ସୋ ଏବଂ ପୋସ ଆଇନର ବିଶେଷ ଉଲ୍ଲେଖ" ଉପରେ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ପ୍ରାଧିକରଣର ଅଧ୍ୟକ୍ଷ ଡାଃ. ପବିତ୍ର
Read More...

ମୁକ୍ତି ଦ ସୋସିଆଲ୍‌ ଚେଞ୍ଜ ସଂସ୍ଥା ଦ୍ୱାରା ବାଇପାସ ରୋଡରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପରିବେଶ ସୁରକ୍ଷା ଓ ହରିତ ବଲାଙ୍ଗିର ଗଠନ ପାଇଁ ଗୁରୁତ୍ୱପୂର୍ଣ୍ଣ ଉଦ୍ୟମ କ୍ରମେ ମୁକ୍ତି ଦ ସୋସିଆଲ ଚେଞ୍ଜ ସାମାଜିକ ସଂସ୍ଥା ପକ୍ଷରୁ ଆଜି ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଓ କେନ୍ଦ୍ରୀୟ ବିଦ୍ୟାଳୟ ଦେଇ ଟିଟିଲାଗଡ ରାଜରାସ୍ତାକୁ ସଂଯୋଗ କରୁଥିବା ବାଇପାସ
Read More...

ଏଆଇଟିୟୁସିର ପରିବର୍ଦ୍ଧିତ ଜିଲ୍ଲା କମିଟି ବୈଠକ : ବ୍ୟାପକ ସଂଗ୍ରାମ ପାଇଁ ଆହ୍ୱାନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଏଆଇଟିୟୁସିର ପରିବର୍ଦ୍ଧିତ ଜିଲ୍ଲା କମିଟି ବୈଠକ ଜିଲ୍ଲା ସଭାପତି ତୀର୍ଥ ପ୍ରଧାନଙ୍କ ସଭା ପତିତ୍ୱରେ ସ୍ଥାନୀୟ ଶ୍ରମିକ ମଙ୍ଗଳ ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ଗତ ଜୁଲାଇ ୯ ତାରିଖ ଶ୍ରମିକମାନଙ୍କ ସମସ୍ୟା ଉପରେ ମିଳିତ ଟ୍ରେଡ୍‌ ୟୁନିୟନ ତରଫରୁ ଆହୁତ ଭାରତ
Read More...

ଚାରା ବଣ୍ଟନ କଲେ ବଲାଙ୍ଗିର ଜିଲ୍ଲା ଓକିଲ ସଂଘ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାରା ବଣ୍ଟନ କାର୍ଯ୍ୟକ୍ରମ କରାଯାଇଛି । ଜିଲ୍ଲା ଓକିଲ ସଂଘ ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଓକିଲ ସଂଘର ସଭାପତି ବାସୁଦେବ ରଥଙ୍କ ନେତୃତ୍ୱ କରିଥିଲେ । ରାସ୍ତାରେ ଯାଉଥିବା ଲୋକମାନଙ୍କୁ ଗଛ
Read More...

ମହାତ୍ମା ଜ୍ୟୋତିବା ରାଓ ଫୁଲେ ଏବଂ ମାତା ସାବିତ୍ରୀ ବାଇ ଫୁଲେଙ୍କ ଭବ୍ୟ ପ୍ରତିମୂର୍ତ୍ତି ନିର୍ମାଣ ପାଇଁ ପ୍ରସ୍ତୁତି…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସ୍ଥାନୀୟ ଜିଲ୍ଲା ଯାଦବ ଭବନ ପରିସରରେ ପଶ୍ଚିମ ଓଡ଼ିଶା ମହିଳା ସଂଗଠନ ଆନୁକୁଲ୍ୟରେ ଏକ ପ୍ରସ୍ତୁତି ବୈଠକ ସଭାନେତ୍ରୀ ସବିତା ନନ୍ଦଙ୍କ ନେତୃତ୍ବରେ ଅନୁଷ୍ଠିତ ହୋଇଯାଇଛି । ମହାତ୍ମା ଜ୍ୟୋତିବା ରାଓ ଫୁଲେ ଏବଂ ମାତା ସାବିତ୍ରୀ ବାଇ ଫୁଲେ ଆଧୁନିକ
Read More...

ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚ ଦ୍ୱାରା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜ ଓ ଡାକ୍ତରଖାନା ଠାରେ ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚ ଦ୍ୱାରା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଡାକ୍ତରଖାନାର ଅଧ୍ୟକ୍ଷା ଡା. ମାନସୀ ପଣ୍ଡାଙ୍କ ସହାୟତାରେ ଡାକ୍ତରଖାନାର
Read More...

ଜିଲ୍ଲା ବ୍ରାହ୍ମଣ ମହାସଭାର ବୈଠକରେ ନିଷ୍ପତ୍ତି

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜିଲ୍ଲା ବ୍ରାହ୍ମଣ ମହାସଭା, ବଲାଙ୍ଗିର ସ୍ଥାନୀୟ ଶ୍ରୀନୃସିଂହ ମନ୍ଦିର ପରିସରରେ ଗୋପବନ୍ଧୁ ପୁରୋହିତଙ୍କ ଅଧ୍ୟକ୍ଷତାରେ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ସଭା ପ୍ରାରମ୍ଭରେ ସମ୍ପାଦକ ଜୟରାମ ମିଶ୍ର ବିବରଣୀ ପାଠ କରିଥିଲେ । ବ୍ରାହ୍ମଣ ସମାଜର କିଛି
Read More...

ବର୍ଷିୟାନ କ୍ରୀଡାବିତଙ୍କ ଜନ୍ମଦିନ ପାଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବରିଷ୍ଠ କ୍ରୀଡାବିତ୍‌ ତଥା ଅବସରପ୍ରାପ୍ତ ଅଧିକାରୀ ବାଞ୍ଛାନିଧି ରଥଙ୍କ ୯୪ତମ ଜନ୍ମ ଦିନ ସ୍ଥାନୀୟ କୋଶଳ ନଗର ସ୍ଥିତ ସାନ ଭାଇ ଡ. ଗୋପବନ୍ଧୁ ରଥଙ୍କ ବାସଭବନରେ ଆନନ୍ଦ ଉତ୍ସାହର ସହ ପାଳନ କରାଯାଇଛି । ଏହି ଅବସରରେ ଭାରତୀୟ ଶିକ୍ଷଣ ମଣ୍ଡଳର ଓଡିଶା - ପଶ୍ଚିମ
Read More...

ସଂରକ୍ଷଣ ଦିବସ ଅବସରରେ ଆଲୋଚନା ଚକ୍ର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓବିସି ମଞ୍ଚ ବଲାଙ୍ଗିର ତରଫରୁ ସଂରକ୍ଷଣ ଦିବସ ପାଳନ । ବଲାଙ୍ଗିର ଜିଲ୍ଲା ଓବିସି ମଞ୍ଚ ବଲାଙ୍ଗିର ତରଫରୁ ସଂରକ୍ଷଣ ଦିବସ ମଞ୍ଚର ସଭାପତି ଶଙ୍କର ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ସଂରକ୍ଷଣର ଜନକ ଶାହୁଜୀ ମହାରାଜା ଏବଂ ଡ.
Read More...