Browsing Tag

balangir news

ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଶନିବାର ଦିନ ଚନ୍ଦନଭାଟି ଆଞ୍ଚଳିକ ସାଧନ କେନ୍ଦ୍ର ତରଫରୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା । ଉକ୍ତ ସଭାରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦିଲ୍ଲୀପ କୁମାର ଯୋଷୀ ମୁଖ୍ୟ ଅତିଥି ରୂପେ ,ମୁଖ୍ୟ ବକ୍ତା ରୂପେ ଆଶିଷ କୁମାର ମିଶ୍ର, ସମ୍ମାନିତ
Read More...

ଭୁତିଆରବାହାଲ ପ୍ରାଥମିକ ବିଦ୍ୟାଳୟରେ ବୃକ୍ଷରୋପଣ ଓ ଚାରା ବଣ୍ଟନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସରକାରୀ ପ୍ରାଥମିକ ବିଦ୍ୟାଳୟ ଭୁତିଆରବାହାଲ ଚଳିତ ବର୍ଷ ଏହାର ୧୨୫ତମ ଜନ୍ମ ଜୟନ୍ତୀ ପାଳନ ହୋଇଯାଇଛି । ଏହି ଅବସରରେ ପ୍ରସ୍ତାବିତ ୨ଟି କାର୍ଯ୍ୟକ୍ରମ ମଧ୍ୟରୁ ଆଜି ଦୁଇଟି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛିଛି । ବୃକ୍ଷରୋପଣ ଓ ଚାରା ବଣ୍ଟନ କାର୍ଯ୍ୟକ୍ରମରେ
Read More...

ମାହେଶ୍ୱରୀ ସଂଗଠନର କେନ୍ଦ୍ରୀୟ କମିଟି ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ବେବି ବବୁଲ୍ସ ପ୍ଲେ ସ୍କୁଲ, ସ୍ୱର୍ଣ୍ଣଭବନ, ଖୁଜେନପାଲି ବଲାଙ୍ଗିରଠାରେ ମାହେଶ୍ୱରୀର ଏକ ଗୁରୁତ୍ୱପୂର୍ଣ୍ଣ କେନ୍ଦ୍ରୀୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ବଲାଙ୍ଗିର ଜିଲ୍ଲାର ଆଗଲପୁର, ଲୋଇସିଂହା, ଦେଓଗାଁ, ଟିଟିଲାଗଡ, ଖପ୍ରାଖୋଲ,
Read More...

ଶଶୁର ଘରୁ ଜ୍ୱାଇଁଙ୍କ ମୃତଦେହ ଉଦ୍ଧାର : ବଜ୍ରାଘାତରେ ଚାଲିଗଲା ଜୀବନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଜ୍ରାଘାତରେ ଯୁବକ ମୃତ । ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଅନ୍ତର୍ଗତ ଖର୍ସେଲବାଞ୍ଜି ଗାଁରେ ଘଟିଛି ଏଭଳି ଏକ ଅଭାବନୀୟ ଘଟଣା । ମୃତ ଯୁବକ ଜଣକ ଖର୍ସେଲବାଞ୍ଜିର ଶେଷଦେବ ମିର୍ଦ୍ଧା ବୋଲି ଜଣାପଡ଼ିଛି । ସୂଚନା ଅନୁଯାୟୀ ଶେଷଦେବ ତାଙ୍କ ଶଶୁର ଘରକୁ
Read More...

ଶ୍ରମଦାନ କରି କାରଗିଲ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି

ବଲାଙ୍ଗିର, (କେପିଏନ୍‌ଏସ୍‌) : କାରଗିଲ ବିଜୟକୁ ଶନିବାର ଛବିଶ ବର୍ଷ ପୁରିଛି । ଏହି ପରିପେକ୍ଷୀରେ ନିଆରା ଢଙ୍ଗରେ କାରଗିଲ ବିଜୟ ଦିବସ ପାଳନ କରିଛି ଅଗ୍ରଣୀ ସ୍ୱେର୍ଚ୍ଚାସେବୀ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ । ଜୟ ଯବାନ ଜୟ କିସାନ ନାରା ଦେଇ ଲୋଇସିଂହା ବ୍ଲକ ବାଦୀମୁଣ୍ଡା ପଂଚାୟତ
Read More...

ସଂସ୍କୃତ ପରିଷଦ ବଲାଙ୍ଗିରର ମାସିକ ଅଧିବେଶନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ନୃସିଂହ ମନ୍ଦିର ପରିସରରେ ସଂସ୍କୃତ ପରିଷଦ ବଲାଙ୍ଗିରର ମାସିକ ଅଧିବେଶନ ସଭାପତି ଆଇନଜୀବୀ ଜୟରାମ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟବକ୍ତା ଭାବରେ ଡ. ପ୍ରେମଚାନ୍ଦ ମହାନ୍ତି ଯୋଗଦାନ କରି ବିଦେଶରେ ସଂସ୍କୃତ ଭାଷାର ଆଦର ଓ
Read More...

ସେଞ୍ଚୁରିଅନ ଜେଆଇଟିଏମ ୟୁଥ ପାର୍ଲିଆମେଣ୍ଟ- ୨୦୨୫

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭାରତୀୟ ଗଣତନ୍ତ୍ର ହେଉଛି ପୃଥିବୀର ସର୍ବ ବୃହତ ଗଣତନ୍ତ୍ର । ଏଠାରେ ସଂସଦୀୟ ଗଣତନ୍ତ୍ରର ବ୍ୟବସ୍ଥା ରହିଛି । ଗଣତନ୍ତ୍ରର ମୂଳ ମନ୍ତ୍ର ହେଲା ଶିକ୍ଷା । ଗଣତାନ୍ତ୍ରିକ ମୂଲ୍ୟବୋଧର ଶିକ୍ଷା ଓ ବ୍ୟବସ୍ଥା ବିଷୟରେ ଛାତ୍ରଛାତ୍ରୀମାନଙ୍କୁ ସଚେତନ କରିବା ପାଇଁ
Read More...

ବୁବେଲ ନୋଡାଲ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଛାତ୍ରଛାତ୍ରୀଙ୍କ ପାଇଁ ଶିଶୁ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ପୁଇଁନ୍ତଲା ବ୍ଲକର ନୋଡାଲ ସରକାରୀ ଉଚ୍ଚ ବିଦ୍ୟାଳୟ, ବୁବେଲଠାରେ ଶିଶୁ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅଧକ୍ଷା ଗିରିଜା ବାଙ୍କୀଙ୍କ ସଭାପତତ୍ୱରେ ସଭା ଆରମ୍ଭ କରାଯାଇଛି । ପରିଚୟ
Read More...

ଗାନ୍ଧୀନଗର ପଡ଼ାରେ ବରିଷ୍ଠ ନାଗରିକମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ପଡା ଯାହା ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ ତରଫରୁ ଏକ ବରିଷ୍ଟ ନାଗରିକ ମାନଙ୍କ ପାଇଁ ସ୍ଵାସ୍ଥ୍ୟ ସେବା ଶିବିର ଗାନ୍ଧୀନଗର ପଡ଼ା (ଗାନ୍ଧୀ କ୍ଲବ୍) ଠାରେ ଅନୁଷ୍ଠିତ ହେଇଯାଇଛି । ଏହି ସ୍ୱାସ୍ଥ୍ୟ ଶିବିରରେ
Read More...

ଭୀମ ଭୋଇ ମେଡିକାଲକୁ ୩୦ଟି ହ୍ୱିଲ୍ ଚେଆର ଓ ୩୦ଟି ଷ୍ଟ୍ରେଚର ପ୍ରଦାନ କଲା ବ୍ୟାଙ୍କ ଅଫ୍ ଇଣ୍ଡିଆ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବ୍ୟାଙ୍କ ଅଫ ଇଣ୍ଡିଆ ପକ୍ଷରୁ ଅନୁଷ୍ଠିତ ଏକ ସିଏସଆର କାର୍ଯ୍ୟକ୍ରମରେ ଭୀମ ଭୋଇ ମେଡିକାଲକୁ ୩୦ ଗୋଟି ହ୍ୱିଲ୍ ଚେଆର ଓ ୩୦ ଗୋଟି ଷ୍ଟ୍ରେଚର୍ ଆନୁଷ୍ଠାନିକ ଭାବେ ପ୍ରଦାନ କରାଯାଇଛି । ସ୍ଥାନୀୟ ଭୀମ ଭୋଇ ମେଡିକାଲରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମ୍ବଲପୁର
Read More...