Browsing Tag

balangir news

କୋଶଲି ସାହିତ୍ୟ ସଂସ୍କୃତି ବିକାଶ ପରିଷଦର ‘ନୁଆଁଖାଇ ଭେଟ ଉଛବ୍’ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ପତିତ ପାବନ ଏକାଡେମୀ ସଭାଗୃହରେ କୋଶଲି ସାହିତ୍ୟ ସଂସ୍କୃତି ବିକାଶ ପରିଷଦ ତରଫରୁ 'ନୁଆଁଖାଇ ଭେଟ ଉଛବ୍' ଅନୁଷ୍ଠିତ ହୋଇଯାଇଛି । ବିଶିଷ୍ଟ କୋଶଲି ସଂଗଠକ ରଘୁନାଥ ବାବୁଙ୍କ ପୌରୋହିତ୍ୟରେ ଏହି ବୈଠକରେ କବି ସୁଜିତ୍ କୁମାର ସତପଥି ସଭାପତିତ୍ୱ କରିବା
Read More...

ଓଡିଶା ମୋଟର ଚାଳକ ସଂଘର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଶା ମୋଟର ଚାଳକ ସଂଘର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଏବଂ ମୋଟର ଚାଳକଙ୍କ ସାଙ୍ଗଠନିକ ଦକ୍ଷତା ବୃଦ୍ଧି ଶିବିର ରବିବାର ସ୍ଥାନୀୟ ସୁଦପଡ଼ା କଲ୍ୟାଣ ପଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୋୖରାଧ୍ୟକ୍ଷା ଲିକା ସାହୁ,
Read More...

ପୌର ପରିଷଦ ବିରୋଧରେ ଅପାରଗତା ଓ ଦୁର୍ନୀତି ଅଭିଯୋଗ ଆଣି କଲେକ୍ଟରଙ୍କ ଅଫିସ ସାମ୍ନାରେ ଗର୍ଜିଲା କଂଗ୍ରେସ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ପୌର ପାଳିକା ନିଜର ଦାୟିତ୍ୱକୁ ଠିକ୍‌ ଭାବରେ ତୁଳାଉ ନ ଥିବା ଅଭିଯୋଗରେ ସ୍ଥାନୀୟ କଲେକ୍ଟରଙ୍କ ଅଫିସ ସାମ୍ନାରେ ନଗର କଂଗ୍ରେସ କମିଟି ଜୋରଦାର ଗର୍ଜିଛି । ସହରର ଯାବତୀୟ ସମସ୍ୟାର ସମାଧାନ ଦିଗରେ ପୌର ପାଳିକା ଧ୍ୟାନ ଦେଉ ନ ଥିବାରୁ ସହରବାସୀ
Read More...

ପ୍ରସିଦ୍ଧ ଦଧିବାମନ ମନ୍ଦିର ନିର୍ମାଣ ପାଇଁ ଶିଳାନ୍ୟାସ କଲେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ତୁରକେଲା ବ୍ଲକ ଝରଣୀ ପଂଚାୟତ ଅନ୍ତର୍ଗତ ରାଉତମୁଣ୍ଡା ଗ୍ରାମର ପ୍ରସିଦ୍ଧ ଦଧିବାମନ ମନ୍ଦିର ନିର୍ମାଣ ପାଇଁ ଶିଳାନ୍ୟାସ ଉତ୍ସବ ଅନୁଠିତ ହୋଇଯାଇଛି । କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଶିଳାନ୍ୟାସ କରିଥିଲେ
Read More...

ମାସିକ ରଚନା ସନ୍ଧ୍ୟା : “ଆମ ବିଦ୍ୟାଳୟ ଶିକ୍ଷା ବ୍ୟବସ୍ଥା ସମାଜର ବିକାଶ ପାଇଁ କେତେ ସହାୟକ” ଶୀର୍ଷକ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବିଦ୍ୟାଳୟ ଶିକ୍ଷା ବ୍ୟବସ୍ଥା ଦୁର୍ବଳ ହେଲେ, ସମାଜ ଦୁର୍ବଳ ହେବ । ସମାଜ ଦୁର୍ବଳ ହେଲେ, ରାଷ୍ଟ୍ର ଦୁର୍ବଳ ହୋଇଯିବ । ଛାତ୍ରଛାତ୍ରୀମାନେ କେବଳ ବୃତ୍ତିଗତ ଯୋଗ୍ୟତା ପାଇଁ ଶିକ୍ଷା ପ୍ରତି ଆକୃଷ୍ଟ ନ ହୋଇ ନୀତିଗତ ଶିକ୍ଷାରେ ମଧ୍ୟ ମନୋନିବେଶ କରିବା ଆବଶ୍ୟକ ।
Read More...

ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ହିନ୍ଦୀ ପକ୍ଷ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଟାଉନ ବାଳିକ ଉଚ୍ଚ ବିଦ୍ୟାଳୟ ଠାରେ ହିନ୍ଦୀ ପକ୍ଷ ମହାସମାରୋହରେ ପାଳିତ ହୋଇଯାଇଛି । ସଭା ପ୍ରାରମ୍ଭରେ ସ୍କୁଲର ଛାତ୍ରୀମାନଙ୍କ ଦ୍ଵାରା ସ୍ଵାଗତ ସଙ୍ଗୀତ ପରିବେଷଣ କରାଯାଇଥିଲା । ସ୍କୁଲର ପ୍ରଧାନଶିକ୍ଷକ ନରେନ୍ଦ୍ରନାଥ ମିଶ୍ରଙ୍କ ଅଧ୍ୟକ୍ଷତାରେ
Read More...

ବଲାଙ୍ଗିର ଜିଲ୍ଲାରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ନ୍ୟାୟାଳୟ ସମେତ, ଜିଲ୍ଲାରେ ଥିବା ସମସ୍ତ ତାଲୁକ ସ୍ତରରେ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ଏହି ଲୋକ ଅଦାଲତରେ, ଜିଲ୍ଲା କୋର୍ଟ ପରିସରରେ ଜିଲ୍ଲା ନ୍ୟାୟାଳୟର, ଜିଲ୍ଲା ନ୍ୟାୟାଧିଶ ଡ. ପବିତ୍ର ମୋହ‌ନ
Read More...

ଏନ୍‌ପିଏସ୍‌ ଶିକ୍ଷକ ସଂଘର ପ୍ରତିବାଦ ସଭା

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଜିଲ୍ଲପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବଲାଙ୍ଗିର ଜିଲ୍ଲା ହାଇସ୍କୁଲ ଏନ୍‌ପିଏସ୍‌ (ନୂତନ ପେନସନ ସ୍କିମ) ଶିକ୍ଷକ ସଂଘ ତରଫରୁ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଯାଇଛି । ପ୍ରବଳ ବର୍ଷା ସତ୍ତ୍ୱେ ଏହି ସଭାରେ ବଲାଙ୍ଗିର ଜିଲ୍ଲାର ସମସ୍ତ ୧୪ଗୋଟି
Read More...

୬୯ତମ ଓଡିଶା ରାଜ୍ୟ ବିଦ୍ୟାଳୟ ସମୁହ ଉଷୁ ପ୍ରତିଯୋଗିତାରେ ବଲାଙ୍ଗିରର ସଫଳତା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ୬୯ତମ ଓଡିଶା ରାଜ୍ୟ ବିଦ୍ୟାଳୟ ସମୁହ ଉଷୁ ପ୍ରତିଯୋଗିତା ଇତି ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଚଳିତ ମାସ ୧୦ରୁ ୧୨ ତାରିଖ କେନ୍ଦୁଝର ବଡବିଲ ଠାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ବଲାଙ୍ଗିର ଉଷୁ ଦଳ ଚମତ୍କାର ପ୍ରଦର୍ଶନ କରିଛନ୍ତି । ହିମାନି ହୋତା ବ୍ରୋଞ୍ଜ
Read More...

ରାଜ୍ୟସ୍ତରୀୟ ଟାଇକଣ୍ଡୋ ସ୍କୁଲ ଗେମରେ ବଲାଙ୍ଗିରକୁୁ ୬ ପଦକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : କେନ୍ଦୁଝର ଜିଲ୍ଲା ବଡବିଲ ସ୍ଥିତ ମ୍ୟୁନିସିପାଲ ଉଚ୍ଚ ବିଦ୍ୟାଳୟରେ ରାଜ୍ୟସ୍ତରୀୟ ସ୍କୁଲ ଗେମ ଟାଇକଣ୍ଡୋ ପ୍ରତିଯୋଗିତା ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛ । ଏଥିରେ ବଲାଙ୍ଗିର ଜିଲ୍ଲା ଟାଇକଣ୍ଡୋ ସଂଘ ସଂପାଦକ ଅସୀମ କୁମାର ଭୋଇଙ୍କ ନେତୃତ୍ୱରେ
Read More...