Browsing Tag

balangir news

ରାଜ୍ୟସ୍ତରୀୟ ଟାଇକଣ୍ଡୋ ସ୍କୁଲ ଗେମରେ ବଲାଙ୍ଗିରକୁୁ ୬ ପଦକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : କେନ୍ଦୁଝର ଜିଲ୍ଲା ବଡବିଲ ସ୍ଥିତ ମ୍ୟୁନିସିପାଲ ଉଚ୍ଚ ବିଦ୍ୟାଳୟରେ ରାଜ୍ୟସ୍ତରୀୟ ସ୍କୁଲ ଗେମ ଟାଇକଣ୍ଡୋ ପ୍ରତିଯୋଗିତା ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛ । ଏଥିରେ ବଲାଙ୍ଗିର ଜିଲ୍ଲା ଟାଇକଣ୍ଡୋ ସଂଘ ସଂପାଦକ ଅସୀମ କୁମାର ଭୋଇଙ୍କ ନେତୃତ୍ୱରେ
Read More...

ସାଇଟ୍‌ କଲେଜରେ ଯୋଗ ଶିକ୍ଷା ତାଲିମ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ନିକଟସ୍ଥ ସଦାଇପାଲି ପଲ୍ଲିଶ୍ରୀ ବିହାର ପରିସରରେ ସାଇଟ୍‌ କଲେଜ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଏକ ଯୋଗ ଶିବିରର ଆୟୋଜନ କରାଯାଇଥିଲା । ଏଥିରେ ବିନିକାର ଜଣାଶୁଣା ଯୋଗ ଶିକ୍ଷକ ସୁରେଶ ବେହେରା ଯୋଗଦାନ କରି ଶିବିରାର୍ଥୀ ମାନଙ୍କୁ ଯୋଗର ଉପାଦେୟତା ବିଷୟରେ ବୁଝାଇ
Read More...

ଜିଲ୍ଲା ବ୍ରାହ୍ମଣ ମହାସଭା ଆନୁକୂଲ୍ୟରେ ସାମୂହିକ ତିଳତର୍ପଣ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ନରସିଂହ ମନ୍ଦିର ପରିସରରେ ଜିଲ୍ଲା ବ୍ରାହ୍ମଣ ମହାସଭା ସଂପାଦକ ଆଇନଜୀବୀ ଜୟରାମ ମିଶ୍ରଙ୍କ ଆହ୍ୱାନ କ୍ରମେ ସାମୂହିକ ତିଳତର୍ପଣ ଅନୁଷ୍ଠିତ ହୋଇଯାଇଛି । ଉପରୋକ୍ତ କାର୍ଯ୍ୟକ୍ରମକୁ ପଣ୍ଡିତ ସନ୍ତୋଷ କୁମାର ଶତପଥି, ପଣ୍ଡିତ ଗୋକୁଳା ମିଶ୍ର, ପଣ୍ଡିତ କିଶୋର
Read More...

ଆମ ଆଦମି ପାର୍ଟି ବଲାଙ୍ଗିର ପକ୍ଷରୁ ଦାବିପତ୍ର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଆମ୍‌ ଆଦମି ପାର୍ଟି ଜିଲ୍ଲା ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଅଧିକ୍ଷକଙ୍କୁ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଏବଂ ହସ୍ପିଟାଲର ବିଭିନ୍ନ ବିଷୟରେ ଏକ ଦାବିପତ୍ର
Read More...

ବଲାଙ୍ଗିର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ୱାସ୍ଥ୍ୟ ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲିପଡା, ବଲାଙ୍ଗିର (ଯାହା ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ) ତରଫରୁ ଏକ ଅଣ ସଂକ୍ରାମକ ରୋଗ ଚିହ୍ନଟ ସ୍ୱାସ୍ଥ୍ୟ ଶିବିର ସିଭିଲ କୋର୍ଟ ବଲାଙ୍ଗିର ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ସ୍ୱାସ୍ଥ୍ୟ ଶିବିରର ମୂଳ
Read More...

ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ବିଶ୍ଵ ପ୍ରାଥମିକ ଚିକିତ୍ସା ଦିବସ ପାଳିତ ହୋଇଯାଇଛି । ଏଥିରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର କୌତୁକ ପନ୍ଦର ସଭାପତିତ୍ୱ କରିବା ସହିତ ଏବର୍ଷର ବିଷୟ" ପ୍ରାଥମିକ ଚିକିତ୍ସା ଏବଂ ଜଳବାୟୁ ପରିବର୍ତ୍ତନ" ସଂପର୍କରେ
Read More...

ରାସ୍ତାରୁ ପାଇଥିବା ୨ ଲକ୍ଷ ଟଙ୍କାର ଚେକ୍‌ ଫେରାଇଲେ ଗଣମାଧ୍ୟମ ପ୍ରତିନିଧି

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଙ୍ଗୋମୁଣ୍ଡା ବ୍ଲକ ଛକ ରାସ୍ତାରେ ପାଇଥିବା ୨ ଲକ୍ଷ ଟଙ୍କାର ଚେକ ଫେରାଇ ମହାନତା ଦେଖାଇଲେ ଅଞ୍ଚଳର ଯୁବ ୨ ଗଣମାଧ୍ୟମ ପ୍ରତିନିଧି । ସୂଚନା ଅନୁସାରେ, ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଅନ୍ତର୍ଗତ ଗଁରେଇ ପଞ୍ଚାୟତର ସରପଞ୍ଚଙ୍କ ପ୍ରତିନିଧି ଡୋଲାମଣି
Read More...

ସ୍ମାଇଲ ଫାଉଣ୍ଡେସନ ତରଫରୁ ପୋଷଣ ସପ୍ତାହ ଦିନ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଗୁଡଭେଲା ବ୍ଲକର ରୁଷୁଡ଼ା ଗ୍ରାମର ହାଇସ୍କୁଲରେ ବଲାଙ୍ଗିରର ସ୍ମାଇଲ ଫାଉଣ୍ଡେସନ ତରଫରୁ ଜାତୀୟ ପୋଷଣ ସପ୍ତାହ ପାଳନ ଅବସରରେ ପୋଷଣ ଦିନ ପାଳନ କରାଯାଇଛି । ଏହି ଅବସରରେ ଅନୁଷ୍ଠାନ ତରଫରୁ ଡା. ସନ୍ଧ୍ୟାରାଣୀ ଖୁଣ୍ଟିଆ ଉକ୍ତ ଦିବସର
Read More...

ଗଣପତି ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ଗୃହ ଉଦ୍‌ଘାଟନ କଲେ ନରସିଂହ

ଏକତା, ଶୃଙ୍ଖଳା ଓ ଶିକ୍ଷା ଦ୍ୱାରା ବିକାଶ ସମ୍ଭବ - ନରସିଂହ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଅଂଚଳର ଲୋକଙ୍କ ଭିତର ଏକତା ଓ ଶୃଙ୍ଖଳା ରହୁ ଯା ଦ୍ୱାରା ଆପଣମାନଙ୍କ ଭିତରେ ଭାଇଚାରା ପ୍ରତିଷ୍ଠା ହୋଇପାରିବ, ତା ସହ ଆପଣମାନେ ଶିକ୍ଷା ଉପରେ ବିଶେଷ ଗୁରୁତ୍ୱାରୋପ କରନ୍ତୁ ଯାହାକି
Read More...

ପଶ୍ଚିମ ଓଡିଶା ବରିଷ୍ଠ ନାଗରିକ ପରିବାର ନୂଆଁଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ସଂଘର କାର୍ଯ୍ୟକାରିଣୀ ବୈଠକ ମୁଖ୍ୟ ଉପଦେଷ୍ଟା ବିକ୍ରମାନନ୍ଦ ବହିଦାରଙ୍କ ଆହ୍ୱାନ କ୍ରମେ ଗୁରୁଶ୍ରୀ ଘାସିରାମ ମିଶ୍ରଙ୍କ ଅଧ୍ୟକ୍ଷତାରେ ବୈଠକ ସମାପନ ହୋଇ ସର୍ବ ବର୍ଷ ପରି ଏ ବର୍ଷ ତା.୨୩.୦୯.୨୦୨୫ ସକାଳ ୧୦ଟା ସମୟରେ
Read More...