Browsing Tag

balangir news

ବଲାଙ୍ଗିର ସିନିୟର ନକଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ

ଗୃପ ଚମ୍ପିୟାନ ୮ ଗୋଟି ଦଳ ସୁପର ନକଆଉଟରେ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୁଲ୍ୟରେ ଜିଲ୍ଲାର ଆଜି ୮ ଗୋଟି ପଡିଆରେ ଗୃପ ଫାଇନାଲ ଫୁଟବଲ ଖେଳ ଅନୁଷ୍ଠିତ ହୋଇଯାଇଛି । ଟାଉନ ହାଇସ୍କୁଲ ପଡିଆରେ ସିସିଏଫ୍‌ଏ ଟ୍ରାଇବ୍ରେକର ୪-୧ ଗୋଲରେ ଜେକେୱାଇଏସ୍‌
Read More...

କୋଠି ଯୋର ବ୍ରିଜ୍ ତୁରନ୍ତ ହେଲା ମରାମତି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଗଲପୁର ଡୁଡୁକା ବ୍ଲକ ସାଲେଭଟା କୁଟାସିଂହା ରାସ୍ତାର ହରଭଙ୍ଗା ଡୁଙ୍ଗୁରିପାଲି ମଧ୍ୟରେ ନୂତନ ନିର୍ମିତ କୋଠିଯୋର ସେତୁ ନିମ୍ନମାନର କାମ ଯୋଗୁଁ ଭାଙ୍ଗି ବଡ଼ ଗର୍ତ୍ତ ସୃଷ୍ଟି ହୋଇଥିଲା । ଫଳରେ ଯାତାୟାତ ଠପ ହୋଇଥିଲା । ଯାତ୍ରୀମାନେ ବହୁ ଅସୁବିଧା ଭୋଗୁଥିଲେ
Read More...

ଯୁବ କୁଲୁତା ସମାଜ ତରଫରୁ ବନ ମହୋତ୍ସବ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ରାଜ୍ୟ ସରକାର ପ୍ରକୃତି ମିତ୍ର ପୁରସ୍କାରପ୍ରାପ୍ତ ସଂଗଠନ ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜ ତରଫରୁ ଲୋଇସିଂହା ବ୍ଲକ ତଲିଉଡାର ଗ୍ରାମର ଚିନ୍ତାମଣି ଉଚ୍ଚ ବିଦ୍ୟାଳୟ ସ୍କୁଲ ପରିସରରେ ବନମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା
Read More...

ସେମଫୋର୍ଡ ଫ୍ୟୁଚରିଷ୍ଟିକ୍ ସ୍କୁଲରେ ବନମହୋତ୍ସବ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରର ସେମଫୋର୍ଡ ଫ୍ୟୁଚରିଷ୍ଟିକ୍ ସ୍କୁଲରେ ବନମହୋତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ବୃକ୍ଷରୋପଣ କର୍ୟ୍ୟକ୍ରମ ଆୟୋଜନ କରିଯାଇଥିଲା । ଏହି କାର୍ୟ୍ୟକ୍ରମ ସମ୍ମାନିତ ଅତିଥି ବନଖଣ୍ଡ ଅଧିକାରୀ ନବିନ କୁମାର ପଣ୍ଡା ଏବଂ ଉପବନଖଣ୍ଡ ଅଧିକାରୀ ସୁନୀଲ
Read More...

ବଲାଙ୍ଗିର ସିନିୟର ନକଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଷଷ୍ଠ ଦିବସ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୁଲ୍ୟରେ ଜିଲ୍ଲାର ଆଜି ୮ ଗୋଟି ପଡିଆରେ ଫୁଟବଲ ଖେଳ ଅନୁଷ୍ଠିତ ହୋଇଯାଇଛି । ଟାଉନ ହାଇସ୍କୁଲ ପଡିଆରେ ସିସିଏଫ୍‌ଏ ୧୦-୦ ଗୋଲରେ ଘୁଚେପାଲିକୁ ହରାଇଛି । ଅତିଥି ଭାବେ ପୂର୍ବତନ ଖେଳାଳି ଲୋକନାଥ ନେପାକ ଓ କାଳେନ୍ଦ୍ର
Read More...

“ଜାତୀୟ ବୈଦ୍ୟୁତିକ ନିରାପତ୍ତା ସପ୍ତାହ ପାଳନ “

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁତଲା ବ୍ଲକ ଅନ୍ତର୍ଗତ ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାଠାରେ ଜାତୀୟ ବୈଦ୍ୟୁତିକ ନିରାପତ୍ତା ସପ୍ତାହ ଅବସରରେ ଏକ ଆଲୋଚନା ଚକ୍ର ଏବଂ ବିଦ୍ୟୁତ ସୁରକ୍ଷା ଓ ବ୍ୟବହାର ଉପରେ ସଚେତନତା କାର୍ଯ୍ୟକ୍ରମ ପ୍ରଧାନ ଶିକ୍ଷକ ଆନନ୍ଦ ବଡ଼ପଣ୍ଡାଙ୍କ ସଭାପତିତ୍ୱରେ
Read More...

ବଲାଙ୍ଗିର ସିନିୟର ନକଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ ପଂଚମ ଦିବସ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୁଲ୍ୟରେ ଆଜି ୮ଗୋଟି ପଡିଆରେ ଫୁଟବଲ ଖେଳ ଅନୁଷ୍ଠିତ ହୋଇଯାଇଛି । ଟାଉନ ହାଇସ୍କୁଲ ପଡିଆରେ ଜେକେୱାଇଏସ୍‌ କାଲସାଏପାଲି ୫-୧ ଗୋଲରେ ଭିକ୍ଟୋରିୟସ କ୍ଲବ କୁ ହରାଇଛି । ଅତିଥି ଭାବେ ପୂର୍ବତନ ବଲାଙ୍ଗିର ବ୍ଲକ ଅଧ୍ୟକ୍ଷ
Read More...

ବାଲାଜୀ ନରସିଂ କଲେଜରେ ୭୬ତମ ବନ ମହୋତ୍ସବ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଲୋଇସିଂହା ରୋଡ ସ୍ଥିତ ବାଲାଜୀ ନରସିଂ କଲେଜରେ ୭୬ତମ ବନୋମହୋତ୍ସବ ପାଳିତ ହୋଇଯାଇଛି । କଲେଜର ନିର୍ଦ୍ଦେଶକ ଅଭିଳାଶ ଅଗ୍ରୱାଲଙ୍କ ସଂଯୋଜନାରେ ଅନୁଷ୍ଠିତ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗିର ଡିଏଫ୍‌ଓ ଅଜିତ କୁମାର ବିଶି ଯୋଗ ଦେଇଥିବା
Read More...

ରୋଟାରୀ କ୍ଲବ ଅଫ୍‌ ବଲାଙ୍ଗିର ସେଣ୍ଟ୍ରାଲ ତରଫରୁ ରକ୍ତଦାନ ଶିବିର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ନୂତନ ରୋଟାରୀ ବର୍ଷ ଆରମ୍ଭ ପାଇଁ ଜୁଲାଇ ୧ ତାରିଖ ଦିନ ଭୀମଭୋଇ ମେଡିକାଲ କଲେଜ ହସ୍‌ପିଟାଲଠାରେ ପ୍ରୋଜେକ୍ଟ ଚେୟାରମେନ ରାଜକୁମାର ମୋଦିଙ୍କ ଦ୍ୱାରା ଅନୁଷ୍ଠିତ । ରକ୍ତଦାନ ଶିବିରରେ ୫୩ଜଣ ରକ୍ତଦାନ କରିଥିଲେ । ଏଥିରେ ମୁଖ୍ୟ ଅତିଥି ଭାବରେ ବିଜେପି ନେତା
Read More...

ଜିଲ୍ଲା ବରିଷ୍ଠ ନାଗରିକ ମଂଚର କାର୍ଯ୍ୟକାରୀ କମିଟି ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚର କାର୍ଯ୍ୟକାରୀ କମିଟୀ ବୈଠକ ସ୍ଥାନୀୟ ଜେ.ଏସ୍‌.ଏମ୍ କଲେଜଠାରେ ଅନୁଷ୍ଠିତ ହୋଇଥିଲା । ପ୍ରଥମରେ ପୂର୍ବତନ ସଭାପତି ତଥା ମୁଖ୍ୟ ଉପଦେଷ୍ଟା ନାରାୟଣ ପାଢୀ ନବ ନିର୍ବାଚିତ କର୍ମକର୍ତ୍ତାମାନଙ୍କୁ ସ୍ୱାଗତ କରିଥିଲେ ।
Read More...