Browsing Tag

balangir news

ଶୌଚାଳୟ ଓ ପିଇବା ପାଣି ସମସ୍ୟା

ସମସ୍ୟାର ସମାଧାନ ପାଇଁ ବିଶ୍ୱବିଦ୍ୟାଳୟକୁ ଖୁଚୁରା ଦାନ କଲେ ଛାତ୍ରଛାତ୍ରୀ ବଲାଙ୍ଗିର, (ଦେବାଶିଷ ମିଶ୍ର) : ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କ ପାଇଁ ଶୌଚାଳୟ ଓ ପାନୀୟ ଜଳ ସମସ୍ୟା ଲାଗି ରହିଛି । ବିଜୁ ଛାତ୍ର ଜନତା ଦଳ ଏ ସବୁ ସମସ୍ୟା ଉପରେ କୁଳପତି, ରେଜିଷ୍ଟରରଙ୍କୁ
Read More...

ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅଗଷ୍ଟ ମାସର ଜନ-ଅଭିଯୋଗ କାର୍ଯ୍ୟସୂଚୀ ପ୍ରକାରେ ବଲାଙ୍ଗିର ଜିଲ୍ଲାପାଳ ଗୌରୱ ଶିୱାଜି ଇସଲୱାର ଓ ଆରକ୍ଷୀ ଅଧିକ୍ଷକ ଅବିଳାଷ ଜିଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ ଆଜି ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସଭାଗୃହ ଠାରେ ଅନୁଷ୍ଠିତ ହୋଇଥିଲା । ଏହି
Read More...

ନୂଆଁଖାଇ ପାଇଁ ତିନି ଦିନ ସରକାରୀ ଛୁଟି ଘୋଷଣା ଦାବୀ

୨୭ରେ ଲାଗିବ ମାଁ ପାଟଣେଶ୍ୱରୀ ମନ୍ଦିରରେ ଲାଗିବ ନୂତନ ଘଣ୍ଟି ବଲାଙ୍ଗିର, (ଦେବାଶିଷ ମିଶ୍ର) : ପଶ୍ଚିମ ଓଡିଶାର ଗଣ ପର୍ବ ନୁଆଁଖାଇ ଦିଲ୍ଲୀ ରୁ ପଲ୍ଲି ପର୍ଯ୍ୟନ୍ତ ଏହି ଉତ୍ସବ ପାଳନ ହୋଇଥାଏ । ଏହା କୃଷି ଭିତ୍ତିକ ପର୍ବ ହୋଇଥିବା ବେଳେ ଦିର୍ଘ ବର୍ଷ ହେଲା ତିନି ଦିନ ଛୁଟି ଘୋଷଣା ପାଇଁ
Read More...

୫୦ତମ ଠିକାଦାରପଡା ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସ୍ଥାନୀୟ ଠିକାଦାରପଡା ଦୁର୍ଗା ମଣ୍ଡପ ପରିସରରେ ଚଳିତ ବର୍ଷ ୫୦ତମ ସାର୍ବଜନୀନ ଦୁର୍ଗାପୂଜା ଆୟୋଜନ ପାଇଁ ଏକ ପ୍ରସ୍ତୁତି ବୈଠକ ହୋଇଯାଇଛି । ବୈଠକରେ ଚଳିତ ବର୍ଷ ମହାସମାରୋହରେ ପାଳନ କରାଯିବା ପାଇଁ ସର୍ବ ସମ୍ମତିକ୍ରମେ ନିଷ୍ପତ୍ତି ହୋଇଥିଲା ।
Read More...

ବହ୍ନି କନ୍ୟା ପାର୍ବତୀ ଗିରି ଶ୍ରାଦ୍ଧ ସମାରୋହ ଓ ପୂଜ୍ୟପୂଜା ସେବା ସଂଗଠନର ପ୍ରତିଷ୍ଠା ଦିବସ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ପୂଜ୍ୟପୂଜା ସେବା ସଂଗଠନ ତରଫରୁ ମାଆ ପାର୍ବତୀ ଗିରିଙ୍କ ଏକତିରିଶ ତମ ଶ୍ରାଦ୍ଧ ସମାରୋହ ଓ ପୂଜ୍ୟପୂଜା ସଂଗଠନର କୋଡିଏ ତମ ପ୍ରତିଷ୍ଠା ଦିବସ ପତିତପାବନ ଏକାଡେମୀ ସଭା କକ୍ଷରେ ସଭାପତି କେଶବ ଚନ୍ଦ୍ର ମିଶ୍ରଙ୍କ
Read More...

ରାଜ ବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ : ବଲାଙ୍ଗିରର ନୂଆଖାଇ ଭେଟଘାଟ -୨୦୨୫ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ ବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ ଭାରତୀ ନୀଡ଼, ଆଦର୍ଶ ପଡା, ବଲାଙ୍ଗିରର ଚତୁର୍ଥ ବାର୍ଷିକ ଉତ୍ସବ ତଥା ନୂଆଖାଇ ଭେଟଘାଟ -୨୦୨୫ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଡାକ୍ତର ଚିତ୍ତରଞ୍ଜନ ମିଶ୍ରଙ୍କ ସଭାପତିତ୍ୱରେ
Read More...

କଳା, ସଂସ୍କୃତି ଓ ସାମାଜିକ ବାର୍ତ୍ତା ନେଇ ନୂଆଁଖାଇ ଭେଟଘାଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ କୋଶଳ କଳା ମଣ୍ଡଳ ପଡିଆ ଷ୍ଟେଜରେ ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ତରଫରୁ ଆମ ଅଞ୍ଚଳର ସିଘା ତଥା ଗଣପର୍ବ ନୂଆଁଖାଇ ଅବସରରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।
Read More...

ସିଆଇଏସ୍‌ସିଇ ରାଜ୍ୟ ସ୍ତରୀୟ କରାଟେରେ ଅସୀମ କରାଟେ ଏକାଡେମୀର ସଫଳତା

ସିଆଇଏସ୍‌ସିଇ ଜାତୀୟ କରାଟେରେ ଭାଗ ନେବେ ସାନଭି ଓ ଅଭିଳାଷା ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ଟିଟିଲାଗଡ ସ୍ଥିତ ସେନ୍ଟ ଆନେସ ସ୍କୁଲରେ ସିଆଇଏସ୍‌ସିଇ ରିଓଜୋନାଲ ସ୍ତରୀୟ କରାଟେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ବଲାଙ୍ଗିର ଜିଲ୍ଲା କରାଟେ ଅର୍ଗାନାଇଜେସନର
Read More...

ସ୍ୱାଧିନତା ଦିବସ ଅବସରରେ ଜାମଗାଁ ଗ୍ରା. ପ. ସରପଂଚ ପୁରୁଷୋତ୍ତମ କମ୍ପଙ୍କ ଦ୍ୱାରା ଏକାଧିକ ପ୍ରକଳ୍ପର ଲୋକାର୍ପଣ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ୱାଧିନତା ଦିବସ ଅବସରରେ ପ୍ରକଳ୍ପ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବୁଢିସିଣ୍ଡୋଲ ତଥା ଗ୍ରାମ ପଂଚାୟତ କାର୍ଯାଳୟରେ ଜାତୀୟ ପତାକା ଉତ୍ତୋଳନ କରିବା ସଙ୍ଗେ ସଙ୍ଗେ ବିଭିନ୍ନ ଜନ କଲ୍ୟାଣକାରୀ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି । ଅତ୍ୟାଧୁନିକ ସୁବିଧା ଓ ପ୍ରଯୁକ୍ତି
Read More...

ଭାରତୀୟ ମଜଦୁର ସଂଘର ଜିଲ୍ଲା ସ୍ତରୀୟ କର୍ମକର୍ତ୍ତା ମନୋନିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଭାରତୀୟ ମଜଦୁର ସଂଘର ଜିଲ୍ଲା ସ୍ତରୀୟ କର୍ମକର୍ତ୍ତା ମନୋନୀତ ହୋଇଯାଇଛି । ପ୍ରଦେଶର ପ୍ରଭାରୀ ବିରଂଚି ନାରାୟଣ ପଣ୍ଡା ଓ ରାଜ୍ୟ ସରକାରୀ କର୍ମଚାରୀ ସଂଘର ସଂଗଠନ ସଂପାଦକ ରୂପେଶ କୁମାର ସାମଲଙ୍କ ତତ୍ତ୍ୱାବଧାନରେ ପୁରୁଣା କମିଟିକୁ ଭଙ୍ଗ କରାଯାଇ ନୂତନ
Read More...