ବଲାଙ୍ଗିର ବନଖଣ୍ଡ ବିଭାଗ କେନ୍ଦୁପତ୍ର ତରଫରୁ କେନ୍ଦୁପତ୍ର ତୋଳାଳୀମାନଙ୍କୁ ରଥଯାତ୍ରା ପୂର୍ବରୁ ପାରିଶ୍ରମିକ ପ୍ରଦାନ
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ଖର୍ଲିକାନୀ ଗ୍ରାମରେ ବଲାଙ୍ଗିର ବନଖଣ୍ଡ ବିଭାଗ କେନ୍ଦୁପତ୍ର ତରଫରୁ କେନ୍ଦୁପତ୍ର ତୋଳାଳୀମାନଙ୍କୁ ସେମାନଙ୍କର ପାରିଶ୍ରମିକ ପ୍ରଦାନ କରାଯାଇଛି । କେନ୍ଦୁପତ୍ର ବିଭାଗ ବନଖଣ୍ଡ ଅଧିକାରୀ ପ୍ରଦୀପ ମିରାସେ ଦେବିଦାସ!-->…
Read More...
Read More...