Browsing Tag

balangir news

ଲକ୍ଷ୍ମୀଯୋର ଥାନା ପରିସରରେ ବରିଷ୍ଠ ନାଗରିକଙ୍କ ପାଇଁ ପରିଚୟପତ୍ର ବଣ୍ଟନ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଲକ୍ଷ୍ମୀଯୋର ଥାନା ପରିସରରେ ବରିଷ୍ଠ ନାଗରିକଙ୍କ ପାଇଁ ପରିଚୟପତ୍ର ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ସଦର ଏସଡିପିଓ ସରୋଜ ଉପାଧ୍ୟାୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବରିଷ୍ଠ ନାଗରିକମାନଙ୍କୁ ପରିଚୟପତ୍ର ବଣ୍ଟନ କରିଥିଲେ । ଏହି
Read More...

ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ

ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେବିଜୁଳି, ପିଇବାପାଣି, ଭତ୍ତା ପ୍ରଦାନକୁ ନେଇ ଯତ୍ନବାନ ହେଉ ସରକାର - ନରସିଂହ ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ବଲାଙ୍ଗିର ବ୍ଲକ ଅନ୍ତର୍ଗତ ଚୁଡାପାଲି ଠାରେ
Read More...

ମାଲପଡା ନାଗରିକ କମିଟିର ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମାଲପଡା ନାଗରିକ କମିଟିର ବୈଠକ ସଭାପତି ଗୋପବନ୍ଧୁ ପୁରୋହିତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ସଭା ପ୍ରାରମ୍ଭରେ ପଡାର କେତେକ ଲୋକ ଇହଧାମ ତ୍ୟାଗ କରିଥିବାରୁ ତାଙ୍କର ଆତ୍ମାର ସଦ୍‌ଗତି ନିମନ୍ତେ ଦୁଇ ମିନିଟ୍‌ ନିରବ ପ୍ରାର୍ଥନା କରାଯାଇଥିଲା ।
Read More...

ବଲାଙ୍ଗିରରେ ଇଣ୍ଡିଆନ୍ ରିଜର୍ଭ ବାଟାଲିୟନ ଦାବି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଇଣ୍ଡିଆନ୍ ରିଜର୍ଭ ବାଟାଲିୟନ ପ୍ରତିଷ୍ଠା ଦାବି ଜୋର ଧରିଛି । କୋଶଲ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏନେଇ ସରକାରଙ୍କ ନିକଟରେ ଦାବି ଉଠାଯାଇଛି । ଜିଲ୍ଲାର ସୁରକ୍ଷା, ଆଇନଶୃଙ୍ଖଳା ଏବଂ ଦ୍ରୁତ ପୋଲିସ ବ୍ୟବସ୍ଥାକୁ ସୁଦୃଢ଼ କରିବା
Read More...

ଗୋଚର ଜମିକେ ମାଡି ବସିଛନ୍ ଲୁକେ

ବଲାଙ୍ଗିର ସଦର, (ରାଜେଶ ଦଣ୍ଡସେନା) : ବଲାଙ୍ଗିର ଜିଲ୍ଲା ପୁଇନ୍ତଲା ବ୍ଲକ୍‌ର ଖଲିଆପାଲି ପଞ୍ଚେତ୍ ଭିତରର୍ ଚିଚିଣ୍ଡାପାଲି ଗାଁର୍ ଗୋଚର ଜମି ଜଂଗଲ୍ ଜମିକେ ଗାଁର୍ କିଛି ଲୋକ୍ କବଜା କରି ରଖିଥିବାର୍ ଗାଁର୍ ଲୁକେ କହିଛନ୍ । ଗାଁର୍ ପିଲେକର୍ ଖେଲବାର୍ ଲାଗି ଖେଲ୍‌ପଡିଆ ନାଇଁଥିବାର୍ ବେଲକେ
Read More...

ମୃତକଙ୍କ ପରିବାରକୁ ଭେଟିଲା ପୁଇଁତଲା ବ୍ଲକ କଂଗ୍ରେସ କମିଟି

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗତ ୫ ତାରିଖରେ ହୋଇଥିବା ଲଗାଣ ବର୍ଷାରେ ପଥର୍ଲା ପଂଚାୟତର ଲୁହରେନପାଲି ଗ୍ରାମର ଗଣ୍ଡାରାମ କୁମ୍ଭାରଙ୍କ ମୃତ୍ୟୁ ଘଟିଥିଲା । ତାଙ୍କ ସ୍ତ୍ରୀ ଲକ୍ଷ୍ମୀ କୁମ୍ଭାର ଅଳ୍ପକେ ବଞ୍ଚି ଯାଇଥିଲେ । ଆଜି ପୁଇଁତଲା ବ୍ଲକ କଂଗ୍ରେସ କମିଟିର ସଦସ୍ୟମାନେ ମୃତକଙ୍କ
Read More...

ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ୍‌ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଗାନ୍ଧୀନଗର ପଡ଼ା ସ୍ଥିତ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ମିନି ଷ୍ଟାଡିୟମ ଠାରେ ୭୭ତମ ବନ ମହୋତ୍ସବ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସେବାଶ୍ରୀ ଭୋଇଙ୍କ ସଭାପତିତ୍ୱରେ ଆୟୋଜିତ ଉଦ୍‌ଘାଟନୀ ସଭାରେ ଜିଲ୍ଲା
Read More...

ଡୁମାଲ ସମାଜ ପକ୍ଷରୁ ସାଙ୍ଗଠାନିକ ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଡୁମାଲ ସମାଜ ପକ୍ଷରୁ ସାଙ୍ଗଠାନିକ ବୈଠକ ଅନୁଷ୍ଠିତ । ଦେବରାଜ ଖମାରୀଙ୍କ ସଭାପତିତ୍ୱରେ କନ୍ଧପଥର ଗ୍ରାମ ଶ୍ରୀ ଶ୍ରୀ ସ୍ୱପ୍ନେଶ୍ୱର ବାବାଙ୍କ ମନ୍ଦିର ପ୍ରାଙ୍ଗଣରେ ଫଫ୍‌ସି କେନ୍ଦ୍ରର ସାମାଜିକ ସଭ୍ୟମାନଙ୍କୁ ନେଇ ଏକ ସାଙ୍ଗଠାନିକ ବୈଠକ ଅନୁଷ୍ଠିତ ହୋଇଥିବା
Read More...

ସାଇବର ସୁରକ୍ଷା ଉପରେ ଶିଶୁ ଓ ଅଭିଭାବକ ମାନଙ୍କ ସଚେତନତା ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ପୁଇଁନ୍ତଲା ବ୍ଲକର ରାମଜୀ ଉଚ୍ଚ ବିଦ୍ୟାଳୟ କୁରୁଲ ଠାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ବଲାଙ୍ଗିର ତରଫରୁ ଏକ ସାଇବର ସୁରକ୍ଷା ଉପରେ ଶିଶୁ ଓ ଅଭିଭାବକ ମାନଙ୍କ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ
Read More...

ଏସ୍‌.ଆଇ.ଆର୍‌ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗିର ସିଭିଲ ସୋସାଇଟି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବତ୍ତର୍ମାନ ସାରା ଦେଶରେ ଜନଗଣନା ଓ ଏସ୍‌ଆଇଆର୍‌(ସ୍ୱତନ୍ତ୍ର ସଘନ ସଂଶୋଧନ) କାର୍ଯ୍ୟକ୍ରମ ଚାଲିଥିବା ବେଳେ ବଲାଙ୍ଗିରରେ ମଧ୍ୟ ଜିଲ୍ଲା ପ୍ରଶାସନର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଚାଲିଛି । ଏହି ଅଭିଯାନର ଗୁରୁତ୍ୱକୁ ଉପଲବ୍ଧି
Read More...