Browsing Tag

balangir news

ବଲାଙ୍ଗିର ଠାରେ ରଥଯାତ୍ରା ଓ ବାହୁଡାଯାତ୍ରା ପାଳନ ସମ୍ପର୍କିତ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଚଳିତ ବର୍ଷ ବଲାଙ୍ଗିରରେ ରଥଯାତ୍ରା ଓ ବାହୁଡାଯାତ୍ରା ପାଳନ ସମ୍ପର୍କିତ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳ ଡ଼. ବିଜୟାନନ୍ଦ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବଲାଙ୍ଗିର ପୌରପାଳିକାର
Read More...

ମାଲପଡା ନାଗରିକ କମିଟିର ମାସିକିଆ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମାଲପଡା ନାଗରିକ କମିଟିର ମାସିକିଆ ବୈଠକ ସଭାପତି ଗୋପବନ୍ଧୁ ପୁରୋହିତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ସଂପାଦକ ପଂଚାନନ ସେଠ ଗତ ମାସର ଆୟ ବିବରଣୀ ପାଠ କରିଥିଲେ । ମାଲପଡାର ୧୪ ଓ ୧୫ ନଂ ୱାର୍ଡର ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇଥିଲା ।
Read More...

ବଲାଙ୍ଗିର ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଦ୍ୱାରା ଗୃହ ପରିଦର୍ଶନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ ନାଗଙ୍କ ତତ୍ତ୍ୱାବଧାନରେ ଚାଲୁଥିବା ଲାର୍ନିଙ୍ଗ ଏଟ୍‌ ଡୋର ଷ୍ଟେପ ଅନୁସାରେ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ସେବଶ୍ରୀ ଭୋଇ ପୃଥ୍ୱୀରାଜ ଉଚ୍ଚ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଚିମିନିଭାଟି ପଡା ଓ ବିଭୁତିପଡାର
Read More...

ଶିକ୍ଷକଙ୍କ ପଦୋନ୍ନତି ପାଇଁ ଓଟିଇଟି ବାଧ୍ୟତାମୂଳକ ନିର୍ଦ୍ଦେଶକୁ ବିରୋଧ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡିଶା ପ୍ରାଥମିକ ଶିକ୍ଷକ ସଂଘ (ଏନ୍‌ପିଏସ୍‌)ର ଜିଲ୍ଲା ସଂଘ ତରଫରୁ ପ୍ରାଥମିକ ଶିକ୍ଷମାନଙ୍କ ପଦୋନ୍ନତି ପାଇଁ ଓଟିଇଟି ବାଧ୍ୟତାମୂଳକ ନିର୍ଦ୍ଦେଶ କୁ ବିରୋଧ କରି ଆଜି ମାନନୀୟ ମୁଖ୍ୟମନ୍ତ୍ରୀ, ମାନନୀୟ ଗଣଶିକ୍ଷା ମନ୍ତ୍ରୀ ଓ ଶିକ୍ଷା ସଚିବଙ୍କୁ ବଲାଙ୍ଗିର
Read More...

ବଲାଙ୍ଗିର ବନ ବିଭାଗକୁ ମିଳିଛି ବଡ଼ ସଫଳତା

ବଲାଙ୍ଗିର, (କେପିଏନ୍‌ଏସ୍‌) : ପେଟ୍ରୋଲିଂ ବେଳେ ବଲାଙ୍ଗିର ବନ ବିଭାଗକୁ ମିଳିଛି ବଡ଼ ସଫଳତା । ବିଭାଗୀୟ ସୂଚନା ଅନୁସାରେ ଆଜି ଭୋର୍‌ ୫ଟା ସମୟରେ ବଲାଙ୍ଗିର ସହରର କଲେଜ ଛକ ନିକଟରେ ବଲାଙ୍ଗିର ରେଂଜ ଷ୍ଟାଫ୍‌ ପେଟ୍ରୋଲିଂ କରୁଥିବା ବେଳେ କେନ୍ଦୁ ଗଣ୍ଡି ବୋଝେଇ ଏକ ଟ୍ରକ୍‌ ନଂ. ଓଆର୍‌
Read More...

ବଲାଙ୍ଗିର ଜିଲ୍ଲାର ବିଭିନ୍ନ ଧାନମଣ୍ଡିରେ ବ୍ୟାପକ ଅବ୍ୟବସ୍ଥା ; ଚାଷୀ ଠକେଇର ଶିକାର ଅଭିଯୋଗ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲାରେ ଧାନମଣ୍ଡି ଗୁଡ଼ିକରେ ବ୍ୟାପକ ଅବ୍ୟବସ୍ଥା। ଠକେଇର ଶିକାର ହେଉଛନ୍ତି ଚାଷୀ । ରାଜ୍ୟ ବିଜେପି କୃଷକ ମୋର୍ଚ୍ଚା ସଭାପତି ମହେଶ୍ଵର ସାହୁ ଜିଲ୍ଲାର ସାଲେଭଟା, ମୁରୁଶୁଣ୍ଡି, ଦେଓଗାଁ, କୁତୁର୍ଲା, ସଇଁତଳା ପ୍ରଭୃତି ଧାନମଣ୍ଡି ପରିଦର୍ଶନ କରିବା ସହିତ ଚାଷୀମାନଙ୍କ
Read More...

ବଲାଙ୍ଗିର ସ୍ଵଧାର ଗୃହରେ ମାଗଣା ସ୍ୱାସ୍ଥ୍ୟ ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସ୍ଥିତ ସ୍ଵଧାର ଗୃହରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ତରଫରୁ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଭୀମସାରର ବରିଷ୍ଠ ସ୍ତ୍ରୀ ଏବଂ ପ୍ରସ୍ତୁତି ବିଭାଗ ବିଶେଷଜ୍ଞ ପ୍ରେଫେସର ଡ଼ଃ ବେଣୁଧର ପାଣ୍ଡେ ଯୋଗଦେଇଥିଲେ । ସେଠାରେ
Read More...

ସ୍ୱାମୀକୁ ପାଇବା ପାଇଁ ଏସ୍‌ପିଙ୍କ ଦ୍ୱାରସ୍ଥ ସ୍ତ୍ରୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ୱାମୀଙ୍କୁ ଖୋଜି ଖୋଜି ବଲାଙ୍ଗିରରେ ପହଞ୍ଚିଲେ ମହିଳା । ସ୍ୱାମୀକୁ ପାଇବା ପାଇଁ ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ । ବିବାହର ଚାରି ବର୍ଷ ପରେ ସ୍ତ୍ରୀକୁ ଛାଡି ସ୍ୱାମୀ ଫେରାର । ଏସ୍‌ପି ଅଫିସର ଦ୍ୱାରସ୍ଥ ହେଲେ ମହିଳା । ଏଭଳି ଏକ ଅଭିଯୋଗ ନେଇ ବଲାଙ୍ଗିର
Read More...

ବୁଚକା-୧ ଓ ୨ ର ପ୍ରିମିୟର ସୋ ପ୍ରଦର୍ଶିତ

କ୍ଷୁଦ୍ର ଚଳଚ୍ଚିତ୍ର “ବାପା କେଭେ ଯିବ” ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସ୍ଥାନୀୟ ବଲାଙ୍ଗିର ସାମ୍ବାଦିକ ଭବନ ସଭାକକ୍ଷରେ ଡିଲେଶ୍ୱର ସିଂବରିହା ପ୍ରୟୋଜିତ “ବାପା କେଭେ ଯିବ ଓ ବୁଚକା ୨ର ପ୍ରିମିୟର ସହିତ ୟୁଟ୍ୟୁବରେ ପୂର୍ବ ପ୍ରସାରିତ ବୁଚକା-୧ର ପ୍ରଦର୍ଶନ ହୋଇଯାଇଛି । ଏ
Read More...

ଚତୁର୍ଥ ପଞ୍ଚମ ଓ ଷଷ୍ଠ ଶ୍ରେଣୀର ପିଲାମାନଙ୍କ ପାଇଁ ଏକ ଗ୍ରୀଷ୍ମ କାଳୀନ ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଶା ଶ୍ରମଜୀବୀ ମଞ୍ଚ, ମହିଳା ଶ୍ରମଜୀବୀ ମଞ୍ଚ ଓଡିଶା ଓ ଆତ୍ମଶକ୍ତି ଟ୍ରଷ୍ଟ ଓ ଲୋକ ଉନ୍ନତି ସଂଗଠନ ବଲାଙ୍ଗିରଏହାର ୧୭ଗୋଟି ଜିଲ୍ଲା ର ସଦସ୍ୟ ସଂଗଠନ ମିଶି ପ୍ରାଥମିକ ସ୍ମରରେ ଚତୁର୍ଥ, ପଞ୍ଚମ ଓ ଷଷ୍ଠ ଶ୍ରେଣୀର ପିଲାମାନଙ୍କ ପାଇଁ ଏକ ଗ୍ରୀଷ୍ମ କାଳୀନ
Read More...