Browsing Tag

balangir news

ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଭେଟିଲେ ଓଷ୍ଟା କର୍ମକର୍ତ୍ତା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଓଷ୍ଟା ସଂଘର ଜିଲ୍ଲା ସଭାପତି ପ୍ରଦୀପ କୁମାର ପୁଟେଲ ଓ ସଂପାଦକ ଶଙ୍କର ପ୍ରସାଦ ମିଶ୍ରଙ୍କ ନେତୃତ୍ୱରେ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ଜିଲ୍ଲା ଶିକ୍ଷାଧିକାରୀ ପ୍ରଦୀପ ନାଗଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ । ଏହି ସାକ୍ଷାତକାର
Read More...

ବଲାଙ୍ଗିର ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଦ୍ୱାରା ଗୃହ ପରିଦର୍ଶନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଆଜି ବଲାଙ୍ଗିର ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ ନାଗଙ୍କ ତତ୍ୱାବଧାନରେ ଚାଲୁଥିବା 'ଲାର୍ନିଙ୍ଗ ଏଟ ଡୋରଷ୍ଟେପ' କାର୍ଯ୍ୟକ୍ରମ ଅନୁସାରେ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସେବା ଶ୍ରୀ ଭୋଇ, ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,
Read More...

ଜିଲ୍ଲା ଯୁବ କୁଲୁତା ସମାଜକୁ ପ୍ରକୃତି ମିତ୍ର ପୁରସ୍କାର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଭୁବନେଶ୍ୱର ସ୍ଥିତ କୃଷି ଶିକ୍ଷା ସଦନ କନ୍‌ଫରେନସ୍‌ ହଲରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଓ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଷରାମ ସିଂ ଖୁଣ୍ଟିଆ ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜକୁ ପ୍ରକୃତି ମିତ୍ର ପୁରସ୍କାରରେ ସମ୍ମାନିତ
Read More...

ବିନୟ ପାଣ୍ଡେ ଓଡିଶା ଭାରୋତ୍ତଳନ ସଂଘର କାର୍ଯ୍ୟକାରୀ କମିଟିର ସଭ୍ୟ ମନୋନିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ପାଇଁ ଏକ ଗର୍ବ ଓ ଗୌରବ ବିଷୟ । ଇତି ମଧ୍ୟରେ ଓଡିଶା ରାଜ୍ୟ ଭାରୋତ୍ତଳନ ସଂଘର ନିଷ୍ପତ୍ତି କ୍ରମେ ବଲାଙ୍ଗିର ସହର ମହାଲକ୍ଷ୍ମୀ ନଗର ମୂଳ ନିବାସୀ ବିନୟ ରଂଜନ ପାଣ୍ଡେଙ୍କୁ ରାଜ୍ୟ ଭାରୋତ୍ତଳ ସଂଘର କାର୍ଯ୍ୟକାରୀ କମିଟି ସଭ୍ୟ ଭାବେ ମନୋନିତ
Read More...

କାର୍‌ ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରରେ କାର୍‌ ଧକ୍କାରେ ଜଣେ ଶ୍ରମିକଙ୍କ ମୃତ୍ୟୁ । ବଲାଙ୍ଗୀର-ଭବାନୀପାଟଣା ଜାତୀୟ ରାଜପଥ ୨୬ ରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି । ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ଡାକବଙ୍ଗଳାରେ ଚାରି ଚକିଆ ଗାଡ଼ି ଧକ୍କାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି ।
Read More...

ବିଶିଷ୍ଟ ସଂଗଠକ ସଞ୍ଜୀବ ସାହୁଙ୍କ ଦେହାନ୍ତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ମଙ୍ଗଳବାର ରାତ୍ର ପ୍ରାୟ ୨ଘଣ୍ଟା ସମୟରେ ବିଶିଷ୍ଟ ସଂଗଠକ ସଞ୍ଜୀବ ସାହୁଙ୍କ ନିଜସ୍ୱ ଏବିଏସଏସ ସ୍ଥିତ ବାସ ଭବନରେ ଦେହାନ୍ତ ହୋଇଯାଇଛି । ମୃତ୍ୟୁ ସମୟରେ ତାଙ୍କୁ ୬୪ ବର୍ଷ ହେଉଥିଲା । ସେ ଜଣେ ବଳିଷ୍ଠ ସଂଗଠକ, ପରୋପକାରୀ, ଅମାୟିକ ବ୍ୟକ୍ତିତ୍ଵ ଥିଲେ ।
Read More...

ରାଜ୍ୟ ସ୍ତରୀୟ ମଡେଲ ପ୍ରଦର୍ଶନୀରେ ବଲାଙ୍ଗିରର ସ୍ୱପ୍ନେନ୍ଦୁ ପାଢ଼ୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟ ମଡେଲ ପ୍ରଦର୍ଶନୀରେ ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଳକ ଡୁଡୁକା ଆଦର୍ଶ ବିଦ୍ୟାଳୟର ଛାତ୍ର ସ୍ୱପ୍ନେନ୍ଦୁ ପାଢ଼ୀ ମଡେଲ ବିଶ୍ଵ ପରିବେଶ ଦିବସ ପାଳନ ଅବସରରେ ଓଡିଶା ସରକାରଙ୍କ ଜଙ୍ଗଲ, ପରିବେଶ, ଜଳବାୟୁ ପରିବର୍ତନ ବିଭାଗ ଆନୁକୂଲ୍ୟରେ ଭୁବନେଶ୍ୱର ସ୍ଥିତ
Read More...

କୁଟାସିଂହାର ମା’ ଅଭୟା କାଳୀଙ୍କ ପୂଜା ଆରମ୍ଭ : ୭ ଦିନ ଧରି ପୂଜା ହେବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଗଲପୁର(ଡୁଡୁକା ) ବ୍ଲକ କୁଟାସିଂହା ଅଧିଷ୍ଠାତ୍ରୀ ଦେବୀ ମା' ଅଭୟାକାଲିଙ୍କ ବାର୍ଷିକ ଆଞ୍ଚଳିକ (ଛତର ) ଯାତ୍ରା ଉତ୍ସବ ଆରମ୍ଭ ହୋଇଯାଇଛି । ଗାଁ ଗୌନ୍ତିଆ ରାଜିନ ପାତ୍ରଙ୍କ ପୌରହିତ୍ୟରେ ୭ ଦିନ ଧରି ହେବାକୁଥିବା ଏହି ପୂଜନଉତ୍ସବରେ
Read More...

ବଲାଙ୍ଗିର ଜିଲ୍ଲା ପ୍ରଶାସନ ଉପରେ ବର୍ଷିଲେ ବିଧାୟକ : କଳିକେଶ ନାରାୟଣ ସିଂହଦେଓ

ବଲାଙ୍ଗିର : ବଲାଙ୍ଗିର ଜିଲ୍ଲା ପ୍ରଶାସନ ଉପରେ ବର୍ଷିଲେ ବିଧାୟକ । ଜିଲ୍ଲା ସମୀକ୍ଷା ବୈଠକରେ ସମସ୍ତ ବିଭାଗକୁ ନେଇ ସମୀକ୍ଷା କରିଥିବା ବେଳେ କଥା ବେଶୀ କାମ କମ୍ କରୁଥିବା ନେଇ ଅସନ୍ତୋଷ ପ୍ରକାଶ କରିଥିଲେ ବଲାଙ୍ଗିର ବିଧାୟକ କଳିକେଶ ନରାୟଣ ସିଂଦେଓ । ତେବେ ସବୁଠୁ ବେଶୀ ଶିକ୍ଷା ବିଭାଗକୁ
Read More...

ନୂତନ ବ୍ଲକ ଶିକ୍ଷା ଅଧିକାରୀ ସ୍ଵାଗତ ସମ୍ବର୍ଦ୍ଧନା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଦିନ ପୂର୍ବାହ୍ନ ୧୧ଘଣ୍ଟା ସମୟରେ ବଲାଙ୍ଗିର ସଦର ବ୍ଲକ କାର୍ଯ୍ୟାଳୟରେ ନୂତନ ବ୍ଲକ ଶିକ୍ଷା ଅଧିକାରୀ ଭାବେ ଦାୟିତ୍ଵ ଗ୍ରହଣ କରିଥିବା ଦିଲିପ କୁମାର ଯୋଶୀ ମହାଶୟଙ୍କୁ ଶିକ୍ଷକ ପ୍ରତିନିଧି ପ୍ରଦିପ ଖମାରୀ, ରାଜ କୁମାର ବରାଡ, ବିଷ୍ଣୁ ଚରଣ ସାହୁ, କମଳ
Read More...