Browsing Tag

balangir news

ତୃତୀୟ ସୁକତେଲ ମହୋତ୍ସବ ଉଦଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ବାନ୍ଧନଘୋର ଗ୍ରାମ ଠାରେ ତୃତୀୟ ସୁକତେଲ ମହୋତ୍ସବ ଉଦଘାଟିତ ହୋଇଯାଇଛି । ସ୍ୱେଚ୍ଛାସେବୀ ଅନୁଷ୍ଠାନ ନେସନାଲ ସର୍ଭିସ ଫାଉଣ୍ଡେସନ, ବଲାଙ୍ଗିର, ସୁକତେଲ ମହୋତ୍ସବ କମିଟି ଓ ଓଡିଶା ସରକାରଙ୍କର ଓଡ଼ିଆ ଭାଷା, ସାହିତ୍ୟ ଓ…
Read More...

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଭାରତୀୟ ଜନତା ପାର୍ଟି ତରଫରୁ ଆଜି ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ (ଜିଲ୍ଲା ଯୋଜନା ବୈଠକ) କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ସୀମାଞ୍ଚଳ ଖଟେଇ, ଜିଲ୍ଲା…
Read More...

ବରିଷ୍ଠ ନାଗରିକମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଦ୍ୟ ତାରିଖ ୨୮ ଫେବୃଆରୀ ୨୦୨୬ ଦିନ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ପଡା ରାଜେନ୍ଦ୍ର ଯୁବକ ସଂଘ ତରଫରୁ ଏକ ବରିଷ୍ଟ ନାଗରିକମାନଙ୍କ ପାଇଁ ସ୍ଵାସ୍ଥ୍ୟ ସେବା ଶିବିର ହାଟପଡ଼ା (ପରିଚୟ ଗୃହ) ଠାରେ ଅନୁଷ୍ଠିତ ହେଇଥିଲା । ଏହି ସ୍ୱାସ୍ଥ୍ୟ ଶିବିରରେ…
Read More...

ଜାତୀୟ ବିଜ୍ଞାନ ଦିବସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଦପଡ଼ାର ରମଣ ଭିପନେଟ ସାଇନ୍ସ କ୍ଲବ ତରଫରୁ "ଜାତୀୟ ବିଜ୍ଞାନ ଦିବସ" ପାଳନ ହୋଇଯାଇଛି । ଶିକ୍ଷୟିତ୍ରୀ ଅପର୍ଣ୍ଣା ପଟେଲଙ୍କ ସଂଯୋଜନାରେ ଅନୁଷ୍ଠିତ ସଭାରେ ପ୍ରଧାନ ଶିକ୍ଷକ ଆନନ୍ଦ ବଡ଼ପଣ୍ଡାଙ୍କ ଅଧ୍ୟକ୍ଷତା କରିଥିଲେ ।…
Read More...

ସ୍ମାଇଲ ଫର ଅଲ୍‌ ଫାଉଣ୍ଡେସନ ତରପରୁ “ପେଟ୍‌ କେ ମୁଠେ” ଅଭିଯାନ ପାଇଁ ମନ୍ତ୍ରୀଙ୍କ ସହ ଆଲୋଚନା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡିଶାର ପଂଚାୟତରାଜ ଏବଂ ଗ୍ରାମ୍ୟ ଜଳ ଯୋଗାଣ ମନ୍ତ୍ରୀ ରବି ନାଏକ ବଲାଙ୍ଗିର ଗସ୍ତ କାର୍ଯ୍ୟକ୍ରମରେ ଆସିଥିଲେ । ବଲାଙ୍ଗିର ସାର୍କିଟ ହାଉସ ଠାରେ ସ୍ମାଇଲ ଫର ଅଲ୍‌ ଫାଉଣ୍ଡେସନ ସଂଗଠନର ପାଂଚ ଜଣିଆ ପ୍ରତିନିଧି ଦଳ ପଂଚାୟତରାଜ ଏବଂ ଗ୍ରାମ୍ୟ ଜଳ ଯୋଗାଣ…
Read More...

ଡ଼ିଗ୍ରୀ କଲେଜ କୁଶଙ୍ଗରେ ଓଡ଼ିଆ ସମ୍ପାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆନ୍ତର୍ଗତ ଆଞ୍ଚଳିକ ଡ଼ିଗ୍ରୀ ମହାବିଦ୍ୟାଳୟ କୁଶଙ୍ଗରେ ଓଡ଼ିଆ ସମ୍ପାନ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ପାନରେ ବୀର ମହାରାଜ ଡ଼ିଗ୍ରୀ ମହାବିଦ୍ୟାଳୟର ଅଧ୍ୟାପକ ପ୍ରକାଶ କୁମାର ସେଠ ଲୋକ ଗୀତରେ ସାମାଜିକ ବାସ୍ତବତା ଉପରେ ଆଲୋଚନା କରିଥିବା…
Read More...

ଷ୍ଟେଟବ୍ୟାଙ୍କ ଅଫ ଇଣ୍ଡିଆର ସାମାଜିକ ପଦକ୍ଷେପ : ଛାତ୍ରୀମାନଙ୍କୁ ସାଇକେଲ ବଣ୍ଟନ

"ସାଇକେଲ ସହ ନୂଆ ସ୍ୱପ୍ନର ଆରମ୍ଭ" ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁତଲା ବ୍ଲକ ଅନ୍ତର୍ଗତ ବହଲପଦର ଦମୟନ୍ତୀ ହାଇସ୍କୁଲ ପରିସରରେ ଷ୍ଟେଟବ୍ୟାଙ୍କ ଅଫ ଇଣ୍ଡିଆ(ଏସବିଆଇ)ର କ୍ଷେତ୍ରୀୟ ବ୍ୟବସାୟ କାର୍ଯ୍ୟାଳୟ, ବଲାଙ୍ଗିର ତରଫରୁ ଛାତ୍ରୀମାନଙ୍କ ପାଇଁ ସାଇକେଲ ବଣ୍ଟନ କାର୍ଯ୍ୟକ୍ରମ…
Read More...

ଅଙ୍ଗନଦୀ ଉପରେ ସେତୁ ନିର୍ମାଣ କାମ ଅସମ୍ପୂର୍ଣ୍ଣ

ଅଧୁରା ରହିଯିବ କି କୁଟାସିଂହା - କପାଶିରା ଅଙ୍ଗ ନଦୀ ସେତୁ ? ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ କୁଟାସିଂହା ଅଂଚଳରୁ ଉଭୟ ବଲାଙ୍ଗିର-ସୁବର୍ଣ୍ଣପୁର ଜିଲ୍ଲାକୁ ଗମନାଗମନରେ ଯୋଡିବାକୁ କୁଟାସିଂହା-କପାଶିରା ମଧ୍ୟ୍ୟରେ ପ୍ରବାହିତ ଅଙ୍ଗନଦୀ ଉପରେ ଏକ ଉଚ୍ଚ…
Read More...

ଏକ ଦିବସୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଉପ ନିବନ୍ଧକ ସମବାୟ ସମିତି ସମୂହ, ବଲାଙ୍ଗିର ମଣ୍ଡଳ ସଭା ଗୃହରେ ଆଜି ପ୍ରାଥମିକ କୃଷି ଋଣ ସମବାୟ ସମିତି ମାନଙ୍କ କମ୍ପ୍ୟୁଟରୀକରଣ ଉପରେ ବରଗଡ଼ କୃତାର୍ଥ ଆଚାର୍ୟ୍ୟ ସମବାୟ ପରିଚାଳନା କେନ୍ଦ୍ର ଦ୍ଵାରା ଏକ ଦିବସୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି ।…
Read More...

ସ୍କୁଟି ଉପରକୁ ମାଡ଼ିଗଲା କାର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ମନୋହରପୁର ରିଜର୍ଭ ପୋଲିସ ଗେଟ ସମ୍ମୁଖ ରାସ୍ତାକଡରେ ଥିବା ଏକ ମଟର ସାଇକେଲ ଗ୍ୟାରେଜ ଦୋକାନ ଭିତର ଆଡ଼କୁ ମାଡ଼ି ଆସିଲା ଏକ କାର୍‌ । କାର ଚାଳକ ଭାରସାମ୍ୟ ହରାଇ ଏକ ସ୍କୁଟି ଉପରକୁ କାର୍ ଚଢ଼ାଇ ଦେଇଥିବା ଦେଖିବାକୁ ମିଳିଛି । ଗ୍ୟାରେଜରେ…
Read More...