ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ପହଞ୍ଚି ସମସ୍ୟା ଶୁଣିଲେ ନରସିଂହ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ବଲାଙ୍ଗିର ସହର ସ୍ଥିତ ଟାଉନ ବାଳିକା ଏବଂ ଟାଉନ ବାଳକ ଉଚ୍ଚ ବିଦ୍ୟାଳୟରେ ପହଂଚି ସେଠାକାର ଶିକ୍ଷକ କର୍ମଚାରୀଙ୍କ ସହିତ ଉଚ୍ଚ ବିଦ୍ୟାଳୟର ସୁବିଧା ଅସୁବିଧା ପଚାରି ବୁଝିଥିଲେ । ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟରେ!-->…
Read More...
Read More...