Browsing Tag

balangir news

ଜବାହରଲାଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ନିମିତ୍ତ ଶିଶୁ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ପୁଇନ୍ତାଲା ବ୍ଲକର ଜବାହରଲାଲ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଶିଶୁ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପ୍ରଧାନ ଶିକ୍ଷକ ସ୍ଵାଧୀନ ସାହୁଙ୍କ ସଭାପତିତ୍ୱରେ ସଭା ଆରମ୍ଭ କରି ପରିଚୟ
Read More...

ଜିଲ୍ଲାସ୍ତରୀୟ “ବେଟି ବଚାଓ ବେଟି ପଢାଓ” ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଅତିରିକ୍ତ ଜିଲ୍ଲାପାଳ ଡାଃ. ବିଜୟାନନ୍ଦ ସେଠିଙ୍କ ସଭାପତିତ୍ଵରେ ଜିଲ୍ଲା ସମାଜ କଲ୍ୟାଣ ବିଭାଗ ଦ୍ଵାରା ଆୟୋଜିତ ଜିଲ୍ଲାସ୍ତରୀୟ “ବେଟି ବଚାଓ ବେଟି ପଢାଓ” ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
Read More...

ପଶ୍ଚିମ ଓଡିଶାର ଲୋକଧାରା ଗବେଷଣା ପାଇଁ ଏକ ଉପାଦେୟ ପୁସ୍ତକ ହେବ : କୋଶଲି ଲୋକ ସାହିତ୍ୟ ବର୍ଗରେ ନିମାଇଁ ଚରଣ…

ସଂସ୍କୃତି ଗବେଷକ ନିମାଇଁ ଚରଣ ପାଣିଗ୍ରାହୀଙ୍କ ପ୍ରଥମ ବାର୍ଷିକ ଶ୍ରାଦ୍ଧ ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଧୁନିକତାର ପ୍ରଭାବରେ ହଜି ଯାଉଥିବା ଆମ ଅଞ୍ଚଳର ପ୍ରାଚୀନ କୀର୍ତ୍ତିରାଜି, ବିଭିନ୍ନ ବ୍ୟବହୃତ ଜିନିଷ ସଂଗ୍ରହ କରି କୋଶଲି ମ୍ୟୁଜିୟମ ପ୍ରତିଷ୍ଠା କରିଥିବା ସ୍ୱର୍ଗତ ନିମାଇଁଚରଣ
Read More...

ଯୁଧିଷ୍ଠିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନବାଗତ ଛାତ୍ରଛାତ୍ରୀଙ୍କ ସ୍ୱାଗତ ଉତ୍ସବ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୁଇଁନ୍ତଲା ବ୍ଲକ ଅଧିନସ୍ଥ ଯୁଧିଷ୍ଠିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟକ୍ଷ ଡ. ଧନଞ୍ଜୟ ସେଠଙ୍କ ଅଧ୍ୟକ୍ଷତାରେ ସ୍ୱାଗତ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ କଲେଜର ସମସ୍ତ ଶିକ୍ଷକ ଓ ଅଣ ଶିକ୍ଷକ କର୍ମଚାରୀଙ୍କ ସମେତ ଚଳିତ ବର୍ଷ ଯୁକ୍ତ ଦୁଇ
Read More...

ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ନାରୀ ଶକ୍ତି ସଂଗଠନ ତରଫରୁ ଗୋଟିଏ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ବଲାଙ୍ଗିରର ବାହ୍ମଣୀପାଲିଠାରେ ଅନୁଷ୍ଠିତ ହୋଇଯାଇଛି । ସଂଗଠନର ସଦସ୍ୟା ସକିଲା ବାନୋଙ୍କର ନିଜସ୍ୱ କ୍ଷେତ ଜାଗା ରେ ବୃକ୍ଷ ରୋପଣ ହୋଇଥିଲା । ଯେପରି କି ଆଗାମୀ ସମୟରେ ସେହି ବୃକ୍ଷମାନଙ୍କ
Read More...

ସେଞ୍ଚୁରିଅନ ବିଦ୍ୟାଳୟ (ଜେଆଇଟିଏମ) ପରିସରରେ ବିଶ୍ୱ ସ୍ୱ-ଯତ୍ନ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବ୍ୟକ୍ତି ଜୀବନରେ ସମାଜସେବା ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ । ମାତ୍ର ସମାଜସେବା କରିବାକୁ ହେଲେ ବ୍ୟକ୍ତିକୁ ପ୍ରଥମେ ନିଜେ ଉଭୟ ଶାରୀରିକ ଓ ମାନସିକ ସ୍ତରରେ ସୁସ୍ଥ ରହିବା ଉଚିତ । ସେଞ୍ଚୁରିଅନ ବିଦ୍ୟାଳୟର କର୍ତ୍ତୃପକ୍ଷ ଛାତ୍ର, ଛାତ୍ରୀଙ୍କୁ ସ୍ଵ-ଯତ୍ନ
Read More...

ଏକାଦଶ ଶ୍ରେଣୀ ପାଇଁ ପ୍ରବେଶ ଉତ୍ସବ

ବଲାଙ୍ଗିର, (କେପିିଏନ୍‌ଏସ୍‌) : ସ୍ଥାନୀୟ ସରକାରୀ ମହିଳା ମହାବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଛାତ୍ରୀଙ୍କ ସକାଶେ ସ୍ୱାଗତ ସମାରୋହ ତଥା ପ୍ରବେଶ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟରେ ପ୍ରଥମ କରି ପାଦ ଥାପିଥିବା ଛାତ୍ରୀମାନଙ୍କ ପାଇଁ ଆୟୋଜିତ ସମାରୋହଟିକୁ ନେଇ ଛାତ୍ରୀମାନଙ୍କ ମନରେ
Read More...

ସରକାରୀ ମହାବିଦ୍ୟାଳୟ ବଲାଙ୍ଗିର ଠାରେ ପ୍ରେରଣା ଉତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଛାତ୍ରଛାତ୍ରୀମାନେ ଶୃଙ୍ଖଳିତ ଜୀବନ ସହ ଭଲ ପାଠ ପଢିବା ଉଚିତ୍ ଓ ସଚେତନ ନାଗରିକ ହୋଇ ସମାଜ ଗଠନରେ ଭାଗୀଦାର ହୁଅନ୍ତୁ ବୋଲି ବକ୍ତାମାନେ ମତବ୍ୟକ୍ତ କରିଛନ୍ତି । ଆଜି ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ, ବଲାଙ୍ଗିର ଠାରେ +୨ ଓ +୩ ଛାତ୍ର ଛାତ୍ରୀଙ୍କୁ ନେଇ ଏକ
Read More...

ବଲାଙ୍ଗିର ନାଗରିକ କମିଟିର ତ୍ରୟୋମାସିକ ସାଧାରଣ ସଭା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ନାଗରିକ କମିଟିର ତ୍ରୟୋମାସିକ ସାଧାରଣ ସଭା ସରକାରୀ ଟାଉନ ଉଚ୍ଚ ବାଳିକା ବିଦ୍ୟାଳୟରେ ଡ. ଶ୍ରୀକର ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ନାଗରିକ କମିଟିର ସମ୍ବିଧାନ ସଂଶୋଧନ ପରେ ଏହା ହେଉଛି ପ୍ରଥମ ତ୍ରୟୋମାସିକ ସଭା । ସଭାପତି ଡ.
Read More...

ଭାରତୀୟ ଶିକ୍ଷଣ ମଣ୍ଡଳର ଗୁରୁପୂଜନ ଉତ୍ସବ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଭାରତୀୟ ଶିକ୍ଷଣ ମଣ୍ଡଳ, ବଲାଙ୍ଗିର ଶାଖା ତରଫରୁ ଗୁରୁ ପୂଜନ ଉତ୍ସବ ସଭାପତି ପ୍ରଫେସର ତରୁଣ କୁମାର ମିଶ୍ରଙ୍କ ସଭାପତିତ୍ୱରେ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ କସ୍ତୁରୀ ରଥ ସଂଯୋଜନା ଓ ସଂପାଦକ
Read More...