Browsing Tag

balangir news

ରାଧାରାଣୀପଡା ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ବାବାଙ୍କ ଥାଳ ଉଠିଲା

ଏଥର ପାଳନ ହେବ ୨୫ତମ ଶୀତଳଷଷ୍ଠୀ ମହୋତ୍ସବ ବଲାଙ୍ଗିର, (ଦେବାଶିଷ ମିଶ୍ର) : ରାଧାରଣୀପଡା ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ବାବାଙ୍କର ଶୀତଳ ଷଷ୍ଠୀ ମହୋତ୍ସବ ପାଇଁ ରାଧାରାଣୀପଡା ପୂଜା କମିଟି ଓ କଂସାରୀପଡା ପୂଜା କମିଟି ଥାଳଉଠା କାର୍ଯ୍ୟକ୍ରମ ରାଧାରାଣୀପଡା ସ୍ଥିତ ସନାତନ ମନ୍ଦିର ପ୍ରାଙ୍ଗଣରେ
Read More...

ରାଷ୍ଟ୍ରୀୟ ମଜଦୁର କଂଗ୍ରେସ ପକ୍ଷରୁ ବିଶ୍ୱ ଶ୍ରମିକ ଦିବସ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ରାଷ୍ଟ୍ରୀୟ ମଜଦୁର କଂଗ୍ରେସ ବଲାଙ୍ଗିର ଜିଲ୍ଲା କମିଟି ତରଫରୁ ଜିଲ୍ଲା ସଭାପତି କୃଷ୍ଣଚନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ସ୍ଥାନୀୟ ମାରୱାଡି ସେବା ସଦନ ଠାରେ ଶତାଧିକ ଶ୍ରମିକଙ୍କୁ ନେଇ ବିଶ୍ୱ ଶ୍ରମିକ ଦିବସ ପାଳନ କରାଯାଇଛି । ଏହି ଅବସରରେ ଜିଲ୍ଲା ସଭାପତି
Read More...

ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘର ଶ୍ରମିକ ଦିବସ ପାଳିତ

ବଲାଙ୍ଗିର ସଦର, (ରାଜେଶ ଦଣ୍ଡସେନା) : ଆଜି ସ୍ଥାନୀୟ ପାୱାର ହାଉସ୍ ଠାରେ ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ପକ୍ଷରୁ ଶ୍ରମିକ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ସଂଘର ଉପ ସଭାପତି ପବିତ୍ର ଖୁଣ୍ଟିଆଙ୍କ ନେତୃତ୍ଵରେ ବିଶିଷ୍ଟ ଶ୍ରମିକ ନେତା ତଥା ଶିକ୍ଷାବିତ୍ ମନୋରଞ୍ଜନ ସାହୁ, ଯୁଗ୍ମ
Read More...

ବଲାଙ୍ଗିରରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମ ଦିବସ ପାଳନ

“ଶ୍ରମିକମାନେ ହିଁ ରାଷ୍ଟ୍ର ନିର୍ମାଣର 'ବିଶ୍ଵକର୍ମା” ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ମହାକୁମାରେ ଆଜି ପର୍ବାହ୍ନରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମ ଦିବସ ପାଳିତ ହୋଇଯାଇଛି । କଲେଜ ଛକ ସ୍ଥିତ କଲ୍ୟାଣ ମଣ୍ଡପଠାରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ ବିଭାଗର ମିଳିତ
Read More...

ଭକ୍ତକବି ଜୟଦେବ ଜୟନ୍ତୀ ଉତ୍ସବ ଏବଂ ଆଲୋଚନା ଚକ୍ର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜଗନ୍ନାଥଙ୍କ ପରମ ଭକ୍ତ ତଥା ବିଶ୍ୱ ପ୍ରସିଦ୍ଧ କବି ଗୀତଗୋବିନ୍ଦର ରଚୟିତା ଜୟଦେବଙ୍କ ଜୟନ୍ତୀ ଉତ୍ସବ ଏବଂ ଆଲୋଚନା ଚକ୍ର ସ୍ଥାନୀୟ ସଂସ୍କୃତି ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ ଆଲୋଚନା ଚକ୍ରରେ ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠି ମୁଖ୍ୟ
Read More...

ଜିଲ୍ଲା କଂଗ୍ରେସ ପକ୍ଷରୁ ଅଖୀମୁଠି ଅନୁକୂଳ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା କଂଗ୍ରେସ କମିଟିର କିଶାନ ସେଲ ପଥରୁ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ଫଟକରା ଗ୍ରାମରେ ବଲାଙ୍ଗିର ଜିଲ୍ଲା କିଶାନ କଂଗ୍ରେସ ଅଧ୍ୟକ୍ଷ ସାନନ୍ଦ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଓ ରାଜ୍ୟ କିଶାନ ସେଲ ସମ୍ପାଦକ
Read More...

ପୂଜ୍ୟପୂଜା ସେବା ସଂଗଠନର ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନର ଏକ ବୈଠକ ଉପଦେଷ୍ଟା ଜୟରାମ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ପ୍ରଥମେ ପୂଣ୍ୟଶ୍ଲୋକ ସୋମନାଥ ମିଶ୍ରଙ୍କର ଜନ୍ମ ଶତ ବାର୍ଷିକୀର ଏକ କାର୍ଯ୍ୟକ୍ରମ ନିର୍ଦ୍ଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା । ଆଗାମୀ ମଇ
Read More...

ଜିଲ୍ଲା ସ୍ତରୀୟ ରବି ଧାନକ୍ରୟ କମିଟି ବୈଠକ

ମଇ ମାସ ୨୩ ତାରିଖରୁ ରବି ଧାନ କ୍ରୟ ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ରବି ଧାନ କ୍ରୟ ନିମନ୍ତେ ଜିଲ୍ଲା ସ୍ତରୀୟ ଧାନ କ୍ରୟ କମିଟି ବୈଠକ ସ୍ଥାନୀୟ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଗୌରୱ ଶୀୱାଜୀ ଇସଲୱାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।
Read More...

ଭଗବାନ ପର୍ଶୁରାମ ଜୟନ୍ତୀରେ ଅବସରରେ ବିଶାଳ ଶୋଭାଯାତ୍ରା

ପର୍ଶୁ ଓ ତ୍ରୀଶୁଳ ପ୍ରଦର୍ଶନ ବଲାଙ୍ଗୀର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗୀର ଜିଲ୍ଲା ବ୍ରାହ୍ମଣ ମହାସଭା ଓ ପର୍ଶୁରାମ ଜୟନ୍ତୀ କମିଟି ପକ୍ଷରୁ ଭଗବାନ ପର୍ଶୁରାମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ ସ୍ଥାନୀୟ ନରସିଂହ ମନ୍ଦିରଠାରେ ଯଜ୍ଞ ଓ ପୂଜନ କାର୍ଯ୍ୟକ୍ରମ କରାଯାଇଥିଲା
Read More...

ମଧୁବାବୁ ଜୟନ୍ତୀ ଓ ସ୍ମୃତି ସଭା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଟେକ୍ସବାର ବଲାଙ୍ଗିର ଆନୁକୁଲ୍ୟରେ ବାଣିଜ୍ୟକର ଅଫିସ ପ୍ରାଙ୍ଗଣରେ ସଭାପତି ଶାନ୍ତନୁ କୁମାର ଭୋଇଙ୍କ ସଭାପତିତ୍ୱରେ ମଧୁବାବୁ ଜୟନ୍ତୀ ଓ ସ୍ମୃତି ସଭା ତଥା ଆଇନଜୀବୀ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ବରିଷ୍ଠ ଆଇନଜୀବୀ ଦୁଲିଚାନ୍ଦ ଅଗ୍ରୱାଲ, ରାହାସ
Read More...