ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ୟ ଦିବସ ପାଳିତ
ବଲାଙ୍ଗିର, (କେପିଏନ୍ଏସ୍) : ମଙ୍ଗଳବାର ଆନ୍ତର୍ଜାତିକ ନୃତ୍ୟ ଦିବସ ପାଳନ ହୋଇଯାଇଛି । ବଲାଙ୍ଗିରର ଅଗ୍ରଣୀ ନୃତ୍ୟ ସଂଗୀତ ଅନୁଷ୍ଠାନ ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ । ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଆୟୋଜିତ ଏହି ନୃତ୍ୟ ସଂଗୀତର ଅପୂର୍ବ ସଂଯୋଜନାର ଆରମ୍ଭରେ ଅନୁଷ୍ଠିତ!-->…
Read More...
Read More...