Browsing Tag

balangir news

ତୁରେକେଲା ବ୍ଲକ ଅନ୍ତର୍ଗତ ଝରଣୀ ଗାଁରେ ବଲାଙ୍ଗିର ଜିଲ୍ଲା ସ୍ତରୀୟ ଲକ୍ଷେ ଘର ଗଣ୍ଡା ସମାଜର ମାହାସମାବେଶ ଆୟୋଜିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ଝରଣୀ ଗାଁରେ ବଲାଙ୍ଗିର ଜିଲ୍ଲା ସ୍ତରୀୟ ଲକ୍ଷେ ଘର ଗଣ୍ଡା ସମାଜର ମାହା ସମାବେଶ ରବିବାର ଆୟୋଜିତ ହୋଇଯାଇଛି । ଝରଣୀ ଗାଁର ଲକ୍ଷେ ଘର ଗଣ୍ଡା ସମାଜ ସଭାପତି ଯଶୋବନ୍ତ ତାଣ୍ଡିଙ୍କ ନେତୃତ୍ୱରେ ଆୟୋଜିତ
Read More...

ବଲାଙ୍ଗିରରେ ସିରିଜ୍‌ ଦୁର୍ଘଟଣା

ବଲାଙ୍ଗିର, (କେପିଏନ୍‌ଏନ୍‌) : ବଲାଙ୍ଗିର ଓଭରବ୍ରିଜ ଚା' ଦୋକାନ ସାମ୍ନାରେ ୯ରୁ ଅଧିକ ଗାଡ଼ିକୁ ଧକ୍କା ଦେଲା ହାଇଡ଼୍ରା । ଯାହା ଫଳରେ ଗାଡ଼ିଗୁଡ଼ିକ ସମ୍ପୂର୍ଣ୍ଣ ଭାବରେ ଚୁର୍‌ମାର୍‌ ହୋଇଯାଇଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଥିବା ଦେଖିବାକୁ ମିଳିଥିଲା । ଗୁରୁତର ଆହତଙ୍କୁ ଉଦ୍ଧାର କରି
Read More...

ରାଜ୍ୟ ଓବିସି ମଞ୍ଚ ଓଡ଼ିଶାର ଚତୁର୍ଥ ସାଧାରଣ ସଭା

ବଲାଙ୍ଗିର, (କେପିଏନ୍‌ଏସ୍‌) : ରବିବାର ଦିନ ରାଜ୍ୟ ଓବିସି ମଞ୍ଚ ଓଡ଼ିଶା ର ଚତୁର୍ଥ ସାଧାରଣ ସଭା ଜିଲ୍ଲା ଓବିସି ମଞ୍ଚ କାର୍ଯ୍ୟାଳୟ ରାଜେନ୍ଦ୍ର ପଡା ବଲାଙ୍ଗିରଠାରେ ଜିଲ୍ଲା ଓବିସି ମଞ୍ଚ ଉପ ସଭାପତି କିଶୋର ଚନ୍ଦ୍ର ସାଏଙ୍କ ଦ୍ଵାରା ନିର୍ବାଚନ ପ୍ରକ୍ରିୟା ଦୃଢ଼ୀକରଣ କରାଯାଇଥିଲା । ଗତ ୧୬
Read More...

ପି .ପି. ଏକାଡେମୀ ସ୍କୁଲର ପୂର୍ବତନ ପ୍ରଧାନ ଶିକ୍ଷକଙ୍କ ପରଲୋକ

ବଲାଙ୍ଗୀର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହର ମାଲପଡ଼ା ନିବାସୀ ଶରତ ଚନ୍ଦ୍ର ଦୀକ୍ଷିତଙ୍କ ୮୦ ବର୍ଷ ବୟସରେ ପରଲୋକ ହୋଇଯାଇଛି । ସେ ପି. ପି. ଏକାଡେମୀର ପୂର୍ବତନ ପ୍ରଧାନ ଶିକ୍ଷକ ଥିଲେ । ସେ ଆଇ. ଡି. ଏମ ସ୍କୁଲର ପ୍ରତିଷ୍ଠାତା ଓ ଚେୟାରମେନ ଥିଲେ । ପି ପି ଏକାଡେମୀ ସ୍କୁଲର ଏନ୍ ସି ସି
Read More...

ମାସିକ ରଚନା ସନ୍ଧ୍ୟା “ଜାତୀୟ ଶିକ୍ଷା ନୀତି ୨୦୨୦ : ଆଶା ଓ ଆଶଙ୍କା” ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସମାଜ ସାହିତ୍ୟ ସଂସ୍କୃତି କ୍ଷେତ୍ରରେ କାର୍ଯ୍ୟରତ ବଲାଙ୍ଗିରର ଅନ୍ୟତମ ସ୍ୱେଚ୍ଛାସେବୀ ଅନୁଷ୍ଠାନ 'ରଚନା' ଦ୍ୱାରା ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟରେ "ଜାତୀୟ ଶିକ୍ଷା ନୀତି ୨୦୨୦ : ଆଶା ଓ ଆଶଙ୍କା" ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି ।
Read More...

ନୂତନ ରାସନ କାର୍ଡ଼ ପ୍ରସ୍ତୁତି ନିମନ୍ତେ ଈ-କେ.ୱାଈ.ସି ଯାଞ୍ଚ ନିହାତି ଜରୁରୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ନୂତନ ରାସନ କାର୍ଡ଼ ପାଇଁ ଆବେଦନ କରିଥିବା ସମସ୍ତ ଆବେଦନକାରୀଙ୍କ ଯାଞ୍ଚ ତଥା କ୍ଷେତ୍ର ତର୍ଜମା ପରେ ଯୋଗ୍ୟ ହିତାଧିକାରୀଙ୍କ ପାଇଁ ବର୍ତ୍ତମାନ ନୂତନ ରାସନ କାର୍ଡ଼ ପ୍ରସ୍ତୁତ କରାଯାଉଛି । ଏହି ପରିପ୍ରେକ୍ଷୀରେ ନୂତନ
Read More...

ମଲମୁଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟଠାରେ ଶିକ୍ଷକ ଶିକ୍ଷୟିତ୍ରୀ ତଥା ବିଦ୍ୟାଳୟ ପରିଚାଳନା ସମିତି ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାିଙ୍ଗିର ଜିଲ୍ଲା ଅନ୍ତର୍ଗତ ପୁଇଁନ୍ତଲା ବ୍ଲକର ପ୍ରାଥମିକ ଠାରୁ ଆରମ୍ଭ କରି ମାଧ୍ୟମିକ ବିଦ୍ୟାଳୟ ପର୍ଯ୍ୟନ୍ତ ପ୍ରତ୍ୟେକ ବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷ- ୨୦୨୫-୨୬ର ପ୍ରଥମ ଅଭିଭାବକ ଶିକ୍ଷକ ଶିକ୍ଷୟିତ୍ରୀ ତଥା ବିଦ୍ୟାଳୟ ପରିଚାଳନା ସମିତି ବୈଠକ
Read More...

ବୋଟଲିଂ ପ୍ଲାଣ୍ଟ ସ୍ଥିତ ଓଭୋ ଫାର୍ମର ଅଣ୍ଡା ପ୍ରକ୍ରିୟାକରଣ ପ୍ଲାଣ୍ଟର ଉଦ୍‌ଘାଟନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବଲାଙ୍ଗିର ଗସ୍ତରେ ଆସି ସ୍ଥାନୀୟ ବୋଟଲିଂ ପ୍ଲାଣ୍ଟ ସ୍ଥିତ ଓଭୋ ଫାର୍ମର ଅଣ୍ଡା ପ୍ରକ୍ରିୟାକରଣ ପ୍ଲାଣ୍ଟର ଶୁଭ ଉଦଘାଟନ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଉଦଘାଟନୀ
Read More...

ମନହିରା ପଞ୍ଚାୟତର ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ କଲେ ନରସିଂହ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସଦର ବ୍ଲକ ସ୍ଥିତ ମନହୀରା ପଞ୍ଚାୟତର ମନହୀରା ଓ ବଘାପାଲି ଗାଁରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଗୁଡିକର ଉଦ୍‌ଘାଟନ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ରଙ୍କ କରକମଳରେ ଅନୁଷ୍ଠିତ ହୋଇଯାଇଛି । ମନହୀରା ସରପଞ୍ଚ ରମ୍ଭା ରଣାଙ୍କ ପୌରହିତ୍ୟରେ
Read More...

ସୀତାଙ୍କୁ ହରଣ, ଜଟାୟୁ ମରଣ ରାବଣ ଭୂମିକାରେ ଜିବନ୍ତ ଅଭିନୟ କଲେ ଡା. ରୁଦ୍ର ନାରାୟଣ ପଟେଲ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜଗନ୍ନାଥପଡାରେ ସର୍ବପୁରାତାନ ରାମଜୀ ନାଟକ ସଂସଦ ଦ୍ୱାରା ଆୟୋଜିତ ରାମଲୀଳା ନାଟକ ଅୟୋଜିତ ହୋଇଥିବା ବେଳେ ଗତ ୮ ଏପ୍ରିଲ ୧୮ ତାରିଖ ଶୁକ୍ରବାର ଦିନ ସୀତାଙ୍କୁ ହରଣ, ଜଟାୟୁ ମରଣ ଦର୍ଶକକୁ ବେଶ ମନ ଛୁଇଁଥିଲା । ମାୟା ମିରିଗ କୁଟିରରେ ଜଟି ରାବଣ ଭିକ୍ଷା
Read More...