ପିଏମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ମହିମୁଣ୍ଡାରେ ପ୍ରାଥମିକ ଚିକିତ୍ସା ତାଲିମ ଶିବିର
ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ପିଏମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ, ମହିମୁଣ୍ଡା ତରଫରୁ ପ୍ରାଥମିକ ଚିକିତ୍ସା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ସୁନିଲ କୁମାର ଭୋଇ କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିଲେ ।!-->…
Read More...
Read More...