Browsing Tag

balangir news

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆଭାସୀ ମାଧ୍ୟମରେ ବଲାଙ୍ଗିର ଜିଲ୍ଲାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଭାସୀ ମାଧ୍ୟମରେ ବଲାଙ୍ଗିର ଜିଲ୍ଲାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ସେଥିମଧ୍ୟରୁ ସିଂଖମନ ଠାରୁ ଭୂତିଆରବାହାଲ, ବଲାଙ୍ଗିରଠାରୁ ଅର୍ଜୁନପୁର, ପଥରଚେପା-ଭଇଁଷା, ବଲାଙ୍ଗିର-ଚନ୍ଦନଭାଟି ରାସ୍ତାର ଉନ୍ନତିକରଣ,…
Read More...

କଣ୍ଟାବାଞ୍ଜିରେ ମାଟିର ମହୋତ୍ସବ ଉଦଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜିରେ ମାଟିର ମହୋତ୍ସବ ୩ ଦିନ ଧରି ଚାଲିଥିବା କଣ୍ଟାବାଞ୍ଜି ମାଟିର ମହୋତ୍ସବ ଉଦଯାପିତ ହୋଇଯାଇଛି । କଣ୍ଟାବାଞ୍ଜି ମାଟିର ମହୋତ୍ସବ କମିଟିର ସଭାପତି ବ୍ରଜଶ୍ୟାମ ଗୁରୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି…
Read More...

ସେଞ୍ଚୁରିଅନ ବିଶ୍ୱବିଦ୍ୟାଳୟ ପରିସରରେ ନର୍ସିଂ ଛାତ୍ରଛାତ୍ରୀଙ୍କର ଶପଥ ଗ୍ରହଣ ସମାରୋହ ହ୍ୟୁମାନ ଆଇକ୍ୟୁ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସେଞ୍ଚୁରିଅନ ବିଶ୍ଵବିଦ୍ୟାଳୟ ପରିସରରେ ଅନୁଷ୍ଠାନର ନର୍ସିଂ ବିଭାଗର ଛାତ୍ରଛାତ୍ରୀ ମାନଙ୍କର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମଟିର ମୂଳ ସ୍ଲୋଗାନ ଥିଲା, CARING WITH COMPASSION AND HEALING WITH DEDICATION. ଉତ୍ସବଟି…
Read More...

ବଲାଙ୍ଗିର ବିକାଶ ଭେଲି ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ତା-୧୦/୦୧/୨୦୨୬ ରିଖରେ ବିକାଶ ଭେଲି ବିଦ୍ୟାଳୟର ବାର୍ଷିକ ଉତ୍ସବ ମହା ଆଡମ୍ବରରେ ପାଳିତ ହୋଇଯାଇଛି । ଏହି ଉତ୍ସବରେ ପ୍ରମୋଦ କୁମାର ମିଶ୍ର, ବରିଷ୍ଠ ଆଇନଜୀବି ଓ ସମାଜସେବୀ ମୁଖ୍ୟଅତିଥି ଭାବରେ ଓ ସାମ୍ବାଦିକ ମନରଞ୍ଜନ ଯୋଶୀ ମୁଖ୍ୟବକ୍ତା ଭାବରେ ଯୋଗଦେଇ…
Read More...

ଝୋଟି ଏବଂ ଉଚ୍ଚ ବିଦ୍ୟାଳୟ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ଭୁତିଆରବାହାଲ ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟର ୧୨୫ତମ ଜନ୍ମ ଜୟନ୍ତୀ ମହୋତ୍ସବ ଚଳିତ ଜାନୁଆରୀ ମାସରେ ଶେଷ ସପ୍ତାହରେ ଆୟୋଜିତ ହେଉଛି । ଏହି ଅବସରରେ ପ୍ରସ୍ତାବିତ ୨୫ଟି କାର୍ଯ୍ୟକ୍ରମ ମଧ୍ୟରୁ ୧୯ ଏବଂ ୨୦ତମ…
Read More...

ରାଜ୍ୟସ୍ତରୀୟ କୋଶଲି ନାଟବାଦୀ ମାର୍ଚ୍ଚ ୧୮ରୁ ଆରମ୍ଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ସଦାଇପାଲି ସାଇଟ୍‌ କଲେଜ ରାଧାକୃଷ୍ଣ ରଙ୍ଗମଞ୍ଚରେ ଆସନ୍ତା ମାର୍ଚ୍ଚ ୧୮ ରୁ ୨୧ ପର୍ଯ୍ୟନ୍ତ ରାଜ୍ୟସ୍ତରୀୟ ମହାକୋଶଲ କୋଶଲୀ ନାଟ୍‌ବାଦୀ-ନାଟ୍‌ଯାତ୍‌ରା ଅନୁଷ୍ଠିତ ହେବ । ଏଥିପାଇଁ ଆଜି ସାଇଟ୍‌ କଲେଜ ସଂପାଦକ ନାରାୟଣ ପ୍ରସାଦ ମିଶ୍ରଙ୍କ…
Read More...

ଜିଲ୍ଲା ଲେଖକ ମହାସଭା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦକୁ ପୁନର୍ଜୀବିତ ତଥା ପୁନର୍ଗଠନ ପାଇଁ ସ୍ଥାନୀୟ କଲ୍ୟାଣ ମଣ୍ଡପ, ସୁଦ୍‌ପଡ଼ା, ବଲାଙ୍ଗିର ଠାରେ ଜିଲ୍ଲା ଲେଖକ ମହାସଭାର ବୈଠକ ଅନୁଷ୍ଠିତ ହୋଇଯାଇଛି । କବି ସୁଶାନ୍ତ ବାଗ ଓ ମଧୁସୂଦନ ଦାସଙ୍କ ଆବାହକତ୍ୱରେ ଅନୁଷ୍ଠିତ ମହାସଭାରେ…
Read More...

ଉଦଯାପିତ ହେଲା ବଲାଙ୍ଗିର ଫ୍ରେଣ୍ଡ ବ୍ଲକର ତୃତୀୟ ପୁଟବଲ ପ୍ରତିଯୋଗିତା

୪-୦ ଗୋଲରେ ଝାରସୁଗୁଡାକୁ ହରାଇ ବରଗଡ ଚମ୍ପିୟାନ ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ପୃଥ୍ୱୀରାଜ ହାଇସ୍କୁଲ ଖେଳ ପଡିଆ ଠାରେ ବଲାଙ୍ଗିର ଫ୍ରେଣ୍ଡ କ୍ଲବ ପକ୍ଷରୁ ତୃତୀୟ ରାଜ୍ୟ ସ୍ତରୀୟ ଫୁଟବଲ ପ୍ରତୀଯୋଗିତା ଉଦ୍‌ଯାପିତ ହୋଇଯାଇଛି । ଏହି ଅବସରରେ କ୍ଲବର ସଭାପତି ଲୋଟସ ସଡଙ୍ଗୀଙ୍କ…
Read More...

ମାସିକ ରଚନା ସନ୍ଧ୍ୟା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜିକାଲି ସକ୍ରୀୟ ରାଜନୀତିରେ ଆମ ବୁଦ୍ଧିଜୀବୀ ଓ ସାଧାରଣ ନାଗରିକଙ୍କର ଅନାଗ୍ରହ ଯୋଗୁଁ ଗୋଟିଏ ନିର୍ଦ୍ଦିଷ୍ଟ ଗୋଷ୍ଠୀର ଲୋକେ ବଂଶାନୁକ୍ରମିକ ଭାବରେ ରାଜନୀତିକୁ ଏକ ଲାଭଦାୟକ ବେଉସା ଭାବରେ ଗ୍ରହଣ କରିନେଇଛନ୍ତି । ତେଣୁ ରାଜନୀତିରେ ଆଉ ନୀତି ନାହିଁ, ଆଦର୍ଶ…
Read More...

ବଲାଙ୍ଗିର ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ସାମାଜିକ ସାଂସ୍କୃତିକ ସଂଘର ବାର୍ଷିକ ଅଧିବେଶନ ଓ ନୂତନ କର୍ମକର୍ତ୍ତାଙ୍କ…

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଛତାମଖନା ନିକଟସ୍ଥ ଲାଦେରବାହାଲ ଫାର୍ମ ହାଉସ ପରିସରରେ ବଲାଙ୍ଗିର ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ସାମାଜିକ ସାଂସ୍କୃତିକ ସଂଘର ବାର୍ଷିକ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି । ସଂଘ ସଭାପତି ରତନ କୁମାର ମହାରଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସାଧାରଣ ସଭାରେ…
Read More...