Browsing Tag

balangir news

ବିନୋବା ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡାର ଉଦ୍‌ଯାପନି ଦିବସ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବିନୋବା ଉଚ୍ଚ ବିଦ୍ୟାଳୟ ଛତାମଖନା ଠାରେ ବାର୍ଷିକ କ୍ରୀଡା ସମାରୋହ ଦୁଇଦିନ ବ୍ୟାପି ଅନୁଷ୍ଠିତ ହୋଇଥିଲା । ଏହି କ୍ରୀଡା ମହୋତ୍ସବରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ । ଏହି ଉଦ୍‌ଯାପନି ସଭାରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟର ପୂର୍ବତନ…
Read More...

ଦେଓଗାଁରେ ଲୋକଙ୍କ ସମସ୍ୟା ଶୁଣିଲେ ନରସିଂହ

ବ୍ଲକ ଦୁର୍ନିତୀକୁ ନେଇ ଲୋକେ କଲେ ଅଭିଯୋଗ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଦେଓଗାଁ ବ୍ଲକକୁ ଯାଇ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ଲୋକଙ୍କ ଠାରୁ ସେମାନଙ୍କ ଅଭାବ ଅସୁବିଧା ତଥା ସ୍ଥାନୀୟ ସମସ୍ୟା ଉପରେ ଅଭିଯୋଗ ଶୁଣିଥିଲେ । ବିଶେଷ କରି ଗତ ଦୁଇ ବର୍ଷ ହେଲା ବ୍ଲକ ପରିଚାଳନାରେ…
Read More...

କ୍ରିକେଟ ପ୍ରଶିକ୍ଷଣ / ଚୟନ ଶିବିର

(୧୬ ଓ ୧୯ ବର୍ଷରୁ କମ୍‌ ଓ ସିନିୟର ବର୍ଗ ) ବଲାଙ୍ଗିର, (ଦେବାଶିଷ ମିଶ୍ର) : ଏତଦ୍ୱାରା ୧୬ ଓ ୧୯ ବର୍ଷରୁ କମ୍‌ ଓ ସିନିୟର ବିଭାଗ କ୍ରିକେଟରେ ଯେଉଁ ଖେଳାଳିମାନେ ଗତ ଭିଜନ ୨୪-୨୫ କ୍ରିକେଟ ପ୍ରତିଯୋଗିତାରେ କୌଣସି କାରଣ ବଶତଃ ଯୋଗ ଦେଇ ପାରି ନ ଥିଲେ ସେମାନେ ଆସନ୍ତା ତା.୧୬.୦୧.୨୬…
Read More...

ଫେବୃୟାରୀ ୨୨ ତାରିଖରେ ବଲାଙ୍ଗିର ନାଗରିକ କମିଟିର ନିର୍ବାଚନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ନାଗରିକ କମିଟିର ସାଧାରଣ ପରିଷଦ ବୈଠକ ଡ. ଶ୍ରୀକର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ପୂର୍ବରୁ ବସିଥିବା କାର୍ଯ୍ୟକାରୀ କମିଟିରେ ନିଆଯାଇଥିବା ନିଷ୍ପତ୍ତି ଏଠାରେ ଅନୁମୋଦିତ ହୋଇଥିଲା । ପ୍ରକାଶ ଥାଉ କି ଏ ବର୍ଷ ୫୪ଜଣ ନୂତନ ସଦସ୍ୟତା…
Read More...

ସିଏମ୍‌ ଟ୍ରଫି – ୨୦୨୬ : ଭଲିବଲ, ଖୋଖୋ, କବାଡି ଓ ଫୁଟବଲ ଖେଳାଳି ଚୟନ

କ୍ରୀଡା ସଂସଦର ଟୁର୍ଣ୍ଣାମେଣ୍ଟ ଓ ଟ୍ରାନ୍ସଫର କମିଟି ବୈଠକ ଆୟୋଜିତ ବଲାଙ୍ଗିର, (ଦେବାଶିଷ ମିଶ୍ର) : ପ୍ରତିଭା ଅନ୍ୱେଷଣ ଲକ୍ଷରେ ଉଭୟ ବାଳକ, ବାଳିକା ଫୁଟବଲ ୧୫ ବର୍ଷ ବୟସ, ଖୋଖୋ ଓ ଭଲିବଲ ୧୪ ବର୍ଷ ବର୍ଗ ଓ କବାଡି ୧୬ ବର୍ଷ ବର୍ଗଙ୍କୁ ନେଇ ପ୍ରତିଯୋଗିତା ମାଧ୍ୟମରେ ଜିଲ୍ଲା ସ୍ତରୀୟ…
Read More...

ପଞ୍ଚମ ଦିନରେ ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପିଆର୍‌ ହାଇସ୍କୁଲ ଖେଳ ପଡିଆ ଠାରେ ବଲାଙ୍ଗିର ଫ୍ରେଣ୍ଡସ୍‌ କ୍ଲବ ପକ୍ଷରୁ ରାଜ୍ୟସ୍ତରୀୟ ଫୁଟବଲ ପ୍ରତିଯୋଗିତା ପଞ୍ଚମ ଦିନରେ ପହଁଚିଛି । ଆଜିର ଏହି ପ୍ରତିଯୋଗିତାରେ କ୍ଲବର ସଭାପତି ଲୋଟସ ଷଢଙ୍ଗୀଙ୍କ ସଭାପତିତ୍ୱରେ ମୁଖ୍ୟ-ଅତିଥି ଭାବରେ ରାଜ୍ୟ ସଭା ସାଂସଦ…
Read More...

ବନାଗ୍ନି ନିରାକରଣ ଓ ପ୍ରତିରୋଧ ପାଇଁ ପ୍ରସ୍ତୁତି ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବନାଗ୍ନି ନିରାକରଣ ପାଇଁ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଗୌରୱ ଶିୱାଜି ଇସଲୱାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ବଲାଙ୍ଗିର ବନଖଣ୍ଡର ଖଣ୍ଡୀୟ ବନାଧିକାରୀ, ଅଜିତ ବିଶି, ଜଙ୍ଗଲରେ ଅଗ୍ନି ନିବାରଣ ଏବଂ ନିୟନ୍ତ୍ରଣ ନିମନ୍ତେ ବିଭାଗ…
Read More...

ପାଟଣେଶ୍ୱରୀ ୧୫୦ ବର୍ଷ ପୂର୍ତ୍ତିରେ ଶୁଭସ୍ତମ୍ଭ ସ୍ଥାପନ

ଫେବୃୟାରୀ ୧ ରୁ ୪ ପର୍ଯ୍ୟନ୍ତ ଝଲସିବ ପାଟଣେଶ୍ୱରୀ ମନ୍ଦିର ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଇଷ୍ଟଦେବୀ ମା' ପାଟଣେଶ୍ୱରୀ ମନ୍ଦିର ୧୫୦ ବର୍ଷ ପୂର୍ତ୍ତି ଅବସରରେ ଦେବାଳୟ ଐତିହ୍ୟ ଟ୍ରଷ୍ଟ ପକ୍ଷରୁ ମହୋତ୍ସବ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଜୋରଶୋରରେ ଚାଲିଥିବା ବେଳେ ଆସନ୍ତା…
Read More...

ଚତୁର୍ଥ ଦିନରେ ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପିଆର୍‌ ହାଇସ୍କୁଲ ଖେଳ ପଡିଆ ଠାରେ ବଲାଙ୍ଗିର ଫ୍ରେଣ୍ଡସ୍‌ କ୍ଲବ ପକ୍ଷରୁ ରାଜ୍ୟ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଚତୁର୍ଥ ଦିନରେ ପହଁଚିଛି । ଆଜିର ଏହି ପ୍ରତିଯୋଗିତାରେ କ୍ଲବର ସଭାପତି ଲୋଟସ ଷଢଙ୍ଗୀଙ୍କ ସଭାପତିତ୍ୱରେ ମୁଖ୍ୟ-ଅତିଥି ଭାବରେ ଅତିରିକ୍ତ…
Read More...

୧୨୫ତମ ଜୟନ୍ତୀ ମହୋତ୍ସବ ଅବସରରେ ରକ୍ତଦାନ ଶିବିର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ଭୁତିଆରବାହାଲ ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟର ୧୨୫ତମ ଜନ୍ମ ଜୟନ୍ତୀ ମହୋତ୍ସବ ଆୟୋଜିତ ହୋଇଯାଇଛି । ଏହି ଅବସରରେ ପ୍ରସ୍ତାବିତ ୨୫ଟି କାର୍ଯ୍ୟକ୍ରମ ମଧ୍ୟରୁ ୧୬ତମ କାର୍ଯ୍ୟକ୍ରମ ଭାବେ ରକ୍ତଦାନ ଶିବିର ବିଦ୍ୟାଳୟ…
Read More...