Browsing Tag

balangir news

ଉଡାର ପଂଚାୟତର ଶିରାବାହାଲରେ ସମସ୍ୟା ଶୁଣିଲେ ନରସିଂହ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ଦେଓଗାଁ ବ୍ଲକ ଅନ୍ତର୍ଗତ ଶିରାବାହାଲ ଗସ୍ତ କରି ସେଠାରେ ଥିବା ବିଭିନ୍ନ ସମସ୍ୟାକୁ ନେଇ ଲୋକଙ୍କ ସହିତ ଆଲୋଚନା କରିଥିଲେ । ବିଶେଷ କରି ଚାଷ ଅମଳ ପରେ ଧାନ ସବୁ ଆଜି ପର୍ଯ୍ୟନ୍ତ ମଣ୍ଡିମାନଙ୍କରେ ପଡି ରହିଥିବାରୁ…
Read More...

ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚର ବାର୍ଷିକ ଅଧିବେଶନ

ବଲାଙ୍ଗିର, (ଦେବାଶଷ ମିଶ୍ର) : ସ୍ଥାନୀୟ କଦଲିମୁଣ୍ଡା ନର୍ସରୀ ପରିସରରେ ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚର ବାର୍ଷିକ ଅଧିବେଶନ ମୁଖ୍ୟ ଉପଦେଷ୍ଟା ନାରାୟଣ ପାଢୀଙ୍କ ନେତୃତ୍ୱରେ ତଥା ସଂଗଠନ ସଂପାଦକ ବିନୟ କୁମାର ମିଶ୍ରଙ୍କ ପ୍ରଚେଷ୍ଟାରେ ଓ ସଭାପତି ପ୍ରଭାକର ମିଶ୍ରଙ୍କ ଦିଗଦର୍ଶନରେ…
Read More...

ଶିଶୁ ବିକାଶ କେନ୍ଦ୍ରର ଶୋକ ପ୍ରକାଶ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ଶିଶୁ ବିକାଶ କେନ୍ଦ୍ରର ଅନ୍ୟତମ ପ୍ରତିଷ୍ଠାତା ସୁଧିର ରଂଜନ ମିଶ୍ରଙ୍କ ବିୟୋଗରେ ସ୍ଥାନୀୟ ତେଲିଗୋଠ ପଡା ସ୍ଥିତ ଐତିହାସିକ ପୂର୍ଣ୍ଣଚନ୍ଦ୍ର ରଥ ଲାଇବ୍ରେରୀ ସଭା କକ୍ଷରେ ଶିଶୁ ବିକାଶ କେନ୍ଦ୍ରର ସଭାପତି ମଦନ ମୋହନ…
Read More...

ଆଇନ ସଚେତନତା କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟ ଆଇନ ସେବା ପ୍ରାଧିକରଣର ନିର୍ଦ୍ଦେଶ କ୍ରମେ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଭାରପ୍ରାପ୍ତ ଅଧ୍ୟକ୍ଷ ମଳୟ ରଂଜନ ଦାସଙ୍କ ଅନୁମତି କ୍ରମେ ବଲାଙ୍ଗିର ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆଜି ପଞ୍ଚାୟତ ସମିତି ମହାବିଦ୍ୟାଳୟ ବଙ୍ଗୋମୁଣ୍ଡା,…
Read More...

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ନରସିଂହଙ୍କ ଭେଟ : ଜାନକୀ ବଲ୍ଲଭଙ୍କ ସ୍ମୃତିରକ୍ଷା ପାଇଁ କଲେ ଆଲୋଚନା

ଲୋୟର ସୁକତେଲ ଡେମ ନିକଟରେ ଏକ ଷ୍ଟାଡିୟମ ଓ ପାର୍କ ପାଇଁ ଦେଲେ ପ୍ରସ୍ତାବ ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ରାଜ୍ୟ ତଥା ଜିଲ୍ଲାର କିଛି ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ ଓଡିଶାର ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ…
Read More...

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟରେ ୧୧୮ଟି ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ଆଭାଷୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କରିଛନ୍ତି । ଏହି କ୍ରମେ ଆଜି ଲୋଇସିଂହା ବ୍ଲକର ଝାରମୁଣ୍ଡା ଅଞ୍ଚଳ ନୋଡାଲ ଉଚ୍ଚ ବିଦ୍ୟାଳୟ ପରିସରଠାରେ ଗୋଦାବରୀଶ…
Read More...

ବିଦ୍ୟାଳୟ ପରିସରରେ ରକ୍ତଦାନ ଶିବିର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ଭୁତିଆରବାହାଲ ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟର ୧୨୫ତମ ଜନ୍ମ ଜୟନ୍ତୀ ମହୋତ୍ସବ ଆସନ୍ତା ଜାନୁଆରୀ ମାସରେ ଆୟୋଜିତ ହେଉଛି । ଏହି ଅବସରରେ ପ୍ରସ୍ତାବିତ ୨୫ଟି କାର୍ଯ୍ୟକ୍ରମ ମଧ୍ୟରୁ ୧୬ତମ କାର୍ଯ୍ୟକ୍ରମ ଭାବେ ରକ୍ତଦାନ…
Read More...

ଆସୁଛି ନୂଆ ଚଳଚ୍ଚିତ୍ର ସଂଘର୍ଷ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଏ କେ ଫିଲ୍ମସ୍‌ ବଲାଙ୍ଗିର ବ୍ୟାନରେ ପ୍ରସ୍ତୁତ ନୂଆ ଚଳଚ୍ଚିତ୍ର ସଂଘର୍ଷର ସଟିଂ ଫେବୃୟାରୀ ମାସରେ ଆରମ୍ଭ ହେବ ବୋଲି ପ୍ରଯୋଜନା ସଂସ୍ଥା ପକ୍ଷରୁ ଜଣାଯାଇଛି । ଏହି ଚଳଚ୍ଚିତ୍ରର କାହାଣୀ,ଚିତ୍ରନାଟ୍ୟ ସହିତ ପ୍ରଯୋଜନା ଓ ନିର୍ଦ୍ଦେଶନା ଦାୟିତ୍ୱରେ ଅଛନ୍ତି…
Read More...

କଦମପଡା ଶିଶୁ ମନ୍ଦିରରେ କବିତା ଆଲୋଚନା ଚକ୍ର : କବିତା ପାଠୋତ୍ସବ ଓ ପୁସ୍ତକ ଉନ୍ମୋଚନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର କଦମପଡାର ସରସ୍ୱତୀ ଶିଶୁ ବିଦ୍ୟା ଜ୍ଞାନ ମନ୍ଦିରରେ ଡ. ଭବାନୀ ଶଙ୍କର ପଟେଲଙ୍କ ସଭାପତିତ୍ୱରେ ପାଳନ କରାଯାଇଛି । ମୁଖ୍ୟ ଅତିଥି ରୂପେ କେନ୍ଦ୍ରୀୟ ସାହିତ୍ୟ ଏକାଡେମୀ ଦ୍ୱାରା ପୁରସ୍କୃତ ଶିଶୁ ସାହିତ୍ୟ ଲେଖକ ଡ.ରମେଶ ପତ୍ରୀ ସମ୍ମାନୀତ ଅତିଥି…
Read More...

ବଲାଙ୍ଗିର ଶାନ୍ତିପଡ଼ାର ଯୁବକ ମୁଟୁ ନିଖୋଜ୍‌

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଶାନ୍ତିପଡ଼ାର ଜଣେ ଯୁବକ ନିଖୋଜ୍‌ ଥିବା ନେଇ ତାଙ୍କ ପରିବାର ଲୋକେ ସୂଚନା ଦେଇଛନ୍ତି । ନିଖୋଜ୍‌ ଯୁବକ ଜଣକ ହେଲେ ପ୍ରବୀଣ ମହାଲିଙ୍ଗ ଓରଫ୍‌ ମୁଟୁ (୫୨) । ପରିବାର ବର୍ଗଙ୍କ ସୂଚନା ଅନୁସାରେ ଗତ ସଂଧ୍ୟା ସମୟରୁ ମୁଟୁ ନିଖୋଜ୍‌ ହୋଇଯାଇଛନ୍ତି ।…
Read More...