Browsing Tag

balangir news

ଚମ୍ପିୟାନ ଲିଗ୍‌ର ପ୍ରଥମ ଦିବସର ଦ୍ୱିତୀୟ ମ୍ୟାଚ୍‌ ଅନୁଷ୍ଠିତ : ତୁଷାର ରୟାଲ କିଙ୍ଗ ବିଜୟୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ଠାରେ ଚାଲିଥିବା ଚମ୍ପିୟାନ ଲିଗ୍‌ର ପ୍ରଥମ ଦିବସର ଦ୍ୱିତୀୟ ମ୍ୟାଚ୍‌ ଅନୁଷ୍ଠିତ ହୋଇଯାଇଥିବା ବେଳେ ଅନୁଷ୍ଠିତ ଦ୍ୱିତୀୟ ମ୍ୟାଚ୍‌ରେ ନାରୟଣ ସ୍କୁଲର ପ୍ରିନ୍ସିପାଲ ତଥା ଜିଲ୍ଲାର ନା କରା ପୂର୍ବତନ ଖେଳାଳୀ ମୁଖ୍ୟ ଅତିଥି ଭାବରେ
Read More...

କୁଟାସିଂହା ସରସ୍ଵତୀ ଶିଶୁ ମନ୍ଦିରର ବାର୍ଷିକ ଉତ୍ସବ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗତକାଲି ଆଗଲପୁର ବ୍ଲକ ଅନ୍ତର୍ଗତ କୁଟାସିଂହା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ନବମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟ ଅଧିବେଶନରେ ମୁଖ୍ୟଅତିଥି ଭାବେ କନକବର୍ଦ୍ଧନ ସିଂଦେଓ ରାଜ୍ୟ ଉପ ମୁଖ୍ୟମନ୍ତ୍ରୀ, ସମ୍ମାନିତ
Read More...

ଶ୍ରୀରାମ ନବମୀ ଓ ଶ୍ରୀରାମ ଭଜନ ପ୍ରତିଯୋଗିତା

ବଲାଙ୍ଗିର, (କେପିଏନ୍‌ଏସ୍‌) : ମାଲପଡା ରାମସ୍ୱାମୀ ମନ୍ଦିର ଠାରେ ଶ୍ରୀରାମ ନବମୀ ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି । ପୂଜା ପୂର୍ବରୁ ସକାଳୁ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା । ପରେ ଶ୍ରୀରାମ ନବମୀ ପୂଜାରେ କର୍ତ୍ତା ଭାବରେ ହରିବନ୍ଧୁ ବଗର୍ତ୍ତୀ ଓ ତାଙ୍କର ପତ୍ନୀ ବାସନ୍ତୀ
Read More...

ବିଲେଇସର୍ଡାରେ ଶିକ୍ଷା ସଚେତନତା ରଥକୁ ସ୍ୱାଗତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟ ସରକାରଙ୍କ ଯୋଜନା ଅନୁଯାୟୀ ସମଗ୍ର ଶିକ୍ଷା ଅଭିଯାନ ତରଫରୁ ସରକାରୀ ଶିକ୍ଷାନୁଷ୍ଠାନ ପ୍ରତି ପିଲାମାନଙ୍କୁ ଆକୃଷ୍ଟ କରିବା ସହ ଯେପରି ପ୍ରତୋକ ପିଲା ବିଦ୍ୟାଳୟକୁ ପାଠ ପଢିବାକୁ ଯିବେ ସେ ନେଇ ଅଭିଭାବକ ମାନଙ୍କୁ ସଚେତନ କରିବାର ଲକ୍ଷ୍ୟ ନେଇ ଶିକ୍ଷା
Read More...

ଶ୍ରୀନୃସିଂହ ମନ୍ଦିରରେ ସାମୁହିକ ବ୍ରତୋପନୟନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସବୁ ବର୍ଷ ପରି ଏ ବର୍ଷ ମଧ୍ୟ ଶ୍ରୀନୃସିଂହ ମନ୍ଦିର ମଠାଧିଶ ପୂଜ୍ୟ ମହନ୍ତ ଶ୍ରୀ ବ୍ରଜମୋହନ ଶରଣଦେବ ଓ ଗୁରୁଭାଇ ଓ ଭଉଣୀ ସେବା ସଂଘ ଟ୍ରଷ୍ଟ ଆନୁକୂଲ୍ୟରେ ଗରିବ ବ୍ରାହ୍ମଣ ବାଳକମାନଙ୍କୁ ନିଶୁଳ୍କ ସାମୁହିକ ବ୍ରତୋପନୟନ ଶ୍ରୀନୃସିଂହ ମନ୍ଦିର ପରିସରରେ
Read More...

ଦେଓଗାଁ ଚିନିକଳ ପୁନଃ କାର୍ଯ୍ୟକ୍ଷମ ଦାବୀରେ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରାଓ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲାର ଚିନିକଳ ପୁନଃ କାର୍ଯ୍ୟକ୍ଷମ ଦାବୀରେ ଦେଓଗାଁ ଚିନିକଳ ସଂଘର୍ଷ ସମିତିର ଡାକରାରେ ବିଭିନ୍ନ ଚାଷୀ ସଂଗଠନ, ବୁଦ୍ଧିଜୀବୀ ତଥା ଶ୍ରମିକ ସଂଗଠନମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକଜୁଟ ହୋଇ ଏକ ବିକ୍ଷୋଭ ସଭାରେରେ ସାମିଲ ହୋଇଥିଲେ
Read More...

ଓଡ଼ିଆ ପକ୍ଷ ପାଳନର ସପ୍ତମ ଦିବସରେ “ବର୍ଣ୍ଣବୋଧ ବଣ୍ଟନ ଓ ବର୍ଣ୍ଣବୋଧ ଉତ୍ସବ” ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡ଼ିଆ ପକ୍ଷ ପାଳନର ସପ୍ତମ ଦିବସରେ ଓଡ଼ିଆ ଭାଷା ଓ ସଂସ୍କୃତିରେ ସଚେତନତା ଏବଂ ଶିକ୍ଷାକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ଆଜି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ‘ବର୍ଣ୍ଣବୋଧ ବଣ୍ଟନ- ବର୍ଣ୍ଣବୋଧ ଉତ୍ସବ’ ଉତ୍ସାହର ସହିତ ପାଳିତ ହୋଇଛି । ଏହି କାର୍ଯ୍ୟକ୍ରମରେ
Read More...

ପବିତ୍ର ଶ୍ରୀରାମ ନବମୀ ଅବସରରେ ‘ବିଶାଳ ବାଇକ ରାଲି’ରେ ସାମିଲ ହେଲେ ମନ୍ତ୍ରୀ ମୁକେଶ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପବିତ୍ର ଶ୍ରୀରାମ ନବମୀ ଅବସରରେ ହୋଇଥିବା ଏକ ବିଶାଳ ବାଇକ ରାଲି'ରେ ସାମିଲ ହେବା ସହ ସରଗାଡରୁ ବାହାରି ତଲିଉଡ଼ାର ପର୍ଯ୍ୟନ୍ତ ନଗର ପରିକ୍ରମା କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଜୟ ଶ୍ରୀରାମ ନାରାରେ ପ୍ରକମ୍ପିତ ହୋଇଥିଲା ସମଗ୍ର ପରିବେଶ ।
Read More...

ବାଇକ ରାଲିରେ ସ୍ୱାସ୍ଥ୍ୟ ମନ୍ତ୍ରୀ

ବଲାଙ୍ଗିର : ବଲାଙ୍ଗିର ଲୋଇସିଂହା ବ୍ଲକରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବାଇକ ରାଲି । ଆଜି ପବିତ୍ର ରାମନବମୀ ସବୁଠି ଶ୍ରୀ ରାମଙ୍କ ଭବ୍ୟ ପୂଜାର୍ଚ୍ଚନା ସହ ବିଭିନ୍ନ କାର୍ଯ୍ୟକ୍ରମ କରାଯାଇଛି । ଏହି ଉପଲକ୍ଷେ ଲୋଇସିଂହା ସରଗାଡ଼ ସହ ବିଭିନ୍ନ ଗ୍ରାମରେ ମଧ୍ୟ ରାମନବମୀ ପୂଜାର୍ଚ୍ଚନା କରଯାଇଛି ।
Read More...

ବାନ୍ଧନଘୋର ଶ୍ରୀରାମ ମନ୍ଦିରରେ ଶ୍ରୀରାମ ନବମୀ ଉତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପବିତ୍ର ଶ୍ରୀରାମ ନବମୀ ଅବସରରେ ସଦର ବ୍ଲକ ଅନ୍ତର୍ଗତ ବାନ୍ଧନଘୋର ଶ୍ରୀରାମ ମନ୍ଦିରରେ ବିରାଜିତ ପ୍ରଭୁ ଶ୍ରୀରାମଙ୍କ ଷଷ୍ଠ ଶ୍ରୀରାମ ନବମୀ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଶ୍ରୀରାମ ମନ୍ଦିର ପରିଚାଳନା କମିଟି ଟ୍ରଷ୍ଟ ତରଫରୁ ଆୟୋଜିତ ଏହି
Read More...