Browsing Tag

balangir news

ଆମ ପୋଷକ ଆମ ପରିଚୟ ଦିବସ ଦିବସ ପାଳନ ଅବସରରେ ପାରମ୍ପପରିକ ବସ୍ତ୍ରର ଖୁବ୍ ଚାହିଦା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶ କ୍ରମେ ରାଜ୍ୟରେ ଅପ୍ରେଲ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ ହୋଯାଇଛି । ବଲାଙ୍ଗିର ଜିଲ୍ଲାରେ 'ଆମ ପୋଷକ ଆମ ପରିଚୟ' ଦିବସ ପାଳନ ଅବସରରେ ପାରମ୍ପପରିକ ବସ୍ତ୍ରର ଖୁବ୍ ଚାହିଦା ରହିଥିଲା
Read More...

ଓପିସି ଡାକ୍ତରି ପରୀକ୍ଷାରୁ ବାଦ ପଡିବେ ଭୀମ ଭୋଇ ମେଡିକାଲ ଛାତ୍ରଛାତ୍ରୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଚଳିତ ବର୍ଷ ଲୋକସେବା ଆୟୋଗଙ୍କ ଦ୍ୱାରା ଡାକ୍ତରି ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଉକ୍ତ ପଦବୀ ପାଇଁ ଫର୍ମ ପୂରଣର ଅବଧି ଗତ ମାର୍ଚ୍ଚ ମାସ ୨୫ରୁ ଆରମ୍ଭ ହୋଇଥିବା ବେଳେ ଆସନ୍ତା ଅପ୍ରିଲ ୨୪ ତାରିଖରେ ବନ୍ଦ ହୋଇଯିବା ନେଇ ସୂଚନା ରହିଛି । ତେବେ ଏଭଳି
Read More...

ଓଡ଼ିଆ ପକ୍ଷର ଚତୁର୍ଥ ଦିବସ : ଓଡ଼ିଆରେ ନାମ ଫଳକ ଅଭିଯାନ

ଓଡ଼ିଆ ଭାଷାରେ ନାମଫଳକ ଲେଖିବା ପାଇଁ ଜିଲ୍ଲା ଏବଂ ବ୍ଲକ ସ୍ତରରେ ଆୟୋଜିତ ହେଲା ସଚେତନତା ପଦଯାତ୍ରା ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡ଼ିଆ ଆମ ଭାଷା, ଆମ ରାଜ୍ୟ ଭାଷା ଭିତ୍ତିକ ରାଜ୍ୟ, ଓଡ଼ିଆ ଭାଷାକୁ ନେଇ ସଚେତନତା ଅଭାବ ଓ ନିଜ ଭାଷା ପ୍ରତି ଆଗ୍ରହ ନଥିବାରୁ ଆଜି ବି ଅଧିକାଂଶ ଦୋକାନ
Read More...

୧୯ ବର୍ଷରୁ କମ୍‌ ଫୁଟବଲ ଖେଳାଳୀ ଚୟନ ଚୁଡାନ୍ତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଶା ଫୁଟବଲ ସଂଘ (ଫାଓ) ତରଫରୁ ଆସନ୍ତା ମାସରେ ଆନ୍ତଃ ଜିଲ୍ଲା ୧୯ ବର୍ଷରୁ କମ୍‌ ଫୁଟବଲ ଚମ୍ପିୟନସିପର ଆୟୋଜନ ହେବ । ଏହି ଟୁର୍ଣ୍ଣାମେଣ୍ଟରେ ବଲାଙ୍ଗିର ଜିଲ୍ଲା ଅଂଶ ଗ୍ରହଣ କରିବା ପାଇଁ ନିଷ୍ପତ୍ତି ହୋଇଛି । ଜିଲ୍ଲା କ୍ରୀଡା ସଂସଦର ଏହି ନିଷ୍ପତ୍ତି
Read More...

ବଲାଙ୍ଗିର କୁଲୁଥିପାଲିରେ ଜଗନ୍ନାଥ ମନ୍ଦିର ସହ ମାଉସୀ ମନ୍ଦିର ପ୍ରତିଷ୍ଠା ଉତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କୁଲୁଥିପାଲି ଗ୍ରାମରେ ବଡ଼ ଧୁମଧାମରେ ବାବା ଜଗନ୍ନାଥଙ୍କ ମନ୍ଦିର ଓ ମାଉସୀ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମନ୍ଦିର ପ୍ରତିଷ୍ଠା ଉପଲକ୍ଷେ କଂସ ଦରବାର ମଧ୍ୟ ଅନୁଷ୍ଠିତ ହୋଇଯାଇଛି ।
Read More...

ବଲାଙ୍ଗିର ଜିଲ୍ଲା ଆୟୁଷ ଡାକ୍ତର ସଂଘ ତରଫରୁ ଡ଼ା ଲଳିତ କୁମାର ସାହୁଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆୟୁଷ ଡାକ୍ତର ସଂଘ ତରଫରୁ ଡ଼ା ଲଳିତ କୁମାର ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ସୂଚନା ଯୋଗ୍ୟ ଯେ, ନିକଟରେ ଗୁଆହାଟି ଠାରେ ଆୟୋଜିତ ହୋଇଥିବା ହସ୍ପିଟାଲ କ୍ଵାଲିଟ କେୟାର ସଂକ୍ରାନ୍ତିୟ ଜାତୀୟସ୍ତରର ନେସନାଲ ଏସେସର୍ ପରୀକ୍ଷାରେ
Read More...

ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ତା ୦୪.୦୪.୨୦୨୫ ରିଖ ଦିବା ୧୧ ଘଟିକା ଠାରୁ ଆରମ୍ଭ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତା ତା ୦୭.୦୪.୨୦୨୫ ରିଖ ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ତା ୦୪.୦୪.୨୦୨୫ ରିଖ ଦିବା ୧୧ ଘଟିକା ଠାରୁ ଆରମ୍ଭ ହେବ । ଏଥି ନିମନ୍ତେ, ଆଗ୍ରହୀ ଜନସାଧାରଣ ଓଡ଼ିଶା ସରକାରଙ୍କ ଜନ ଶୁଣାଣି ପୋର୍ଟାଲ
Read More...

ଯୁବକବି କୃଷ୍ଣେନ୍ଦୁ ହୋତାଙ୍କୁ “ବ୍ରଜବଲ୍ଲଭ ସ୍ମୃତି ସମ୍ମାନ”

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ "କଳାଶ୍ରୀ ଆର୍ଟ ଏକାଡେମୀ" ଆନୁକୁଲ୍ୟରେ, ପ୍ରତିବର୍ଷ ଭଳି ଅଷ୍ଟାଦଶ ସର୍ବ ଭାରତୀୟ ଯୋଗିନୀ ମହୋତ୍ସବ "ଝରିଏଲ୍" ୨୦୨୫ ଅନୁଷ୍ଠିତ ହୋଇଯାଇଛି । ସାହିତ୍ୟ, କଳା ସଂସ୍କୃତି ଓ ସାହିତ୍ୟ ତଥା ସେବା ତଥା
Read More...

ବଲାଙ୍ଗିର ଗସ୍ତରେ ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗସ୍ତରେ ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲ ଆଜି ବଲାଙ୍ଗିର ଗସ୍ତରେ ଆସିଛନ୍ତି ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲ । ବଲାଙ୍ଗିର ପଥରଚେପା ସ୍ଥିତ ବିଜେପି କାର୍ଯ୍ୟାଳୟ ଠାରେ ବିଜେପିର ସାଙ୍ଗଠନିକ ବୈଠକରେ ଯୋଗଦେଇ ବିଜେପି
Read More...

ମଲମୁଣ୍ଡା ପ୍ରାଥମିକ ବିଦ୍ୟାଳୟରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁନ୍ତଲା ବ୍ଳକ ଅନ୍ତର୍ଗତ ମଲମୁଣ୍ଡା ପ୍ରାଥମିକ ବିଦ୍ୟାଳୟରେ ଖଡିଛୁଆଁ ଓ ପ୍ରବେଶ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ତଥା ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ପଟେଲ ସଂଯୋଜନା କରିଥିବା ବେଳେ
Read More...