ବକଟୀ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରକୁ କାୟାକଳ୍ପରେ ପ୍ରଥମ ପୁରସ୍କାର
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ଆଗଲପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧୀନରେ ଆସୁଥିବା ବକଟୀ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ସ୍ୱାସ୍ଥ୍ୟ ଉପକେନ୍ଦ୍ର ଲଗାତର ଦ୍ୱିତୀୟ ବର୍ଷ ପାଇଁ ସମଗ୍ର ଜିଲ୍ଲାରେ ପ୍ରଥମ ସ୍ଥାନ ହାସଲ କରିବାର ଗୌରବ ଅର୍ଜନ କରିଛି । ଜାତୀୟ ସ୍ୱାସ୍ଥ୍ୟ ମିଶନ!-->…
Read More...
Read More...