Browsing Tag

balangir news

ପ୍ରଭାକର ରଥଙ୍କ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଟିକ୍ରାପଡା ସ୍ଥିତ ଦଧିବାମନ ମନ୍ଦିର ଠାରେ ବାଧିତ ଜନବନ୍ଧୁ ପ୍ରଭାକର ରଥଙ୍କ ଏକ ଶହ ପାଂଚତମ ଜୟନ୍ତୀ ପାଳନ ପାଇଁ ଡ. ପ୍ରେମଚାନ୍ଦ ମହାନ୍ତିଙ୍କ ସଭାପତିତ୍ୱରେ ଏକ ସଭା ଅନୁଷ୍ଠିତ ହୋଇଯାଇଛି । ପ୍ରତିବର୍ଷ ପରି ଜାନୁୟାରୀ ଏକ ତାରିଖରେ ଜୟନ୍ତୀ ପାଳନ ସହିତ…
Read More...

ଜାମଗାଁ ହାଇସ୍କୁଲରେ କ୍ରୀଡା ପ୍ରତିଯୋଗିତା ୨୦୨୫-୨୬

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଜାମଗାଁ ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ କୁମାର ସାହୁଙ୍କ ସଭାପତିତ୍ୱରେ ବାର୍ଷିକ ଉତ୍ସବ ୨୦୨୫-୨୬ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ପୁଇଁନ୍ତଲା ବ୍ଲକ ଚେୟାରମେନ ସରୋଜ କୁମାର ପଧାନ, ସମ୍ମାନିତ…
Read More...

ପି.ପି ଏକାଡେମୀ ୧୯୮୯ ମ୍ୟାଟ୍ରିକ ବ୍ୟାଚ୍‌ର ବନ୍ଧୁ ମିଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ କଦଳୀମୁଣ୍ଡା ନର୍ସରୀ ଠାରେ ୧୯୮୯ ପତିତପାବନ ଏକାଡେମୀ ମ୍ୟାଟ୍ରିକ ବ୍ୟାଚ୍‌ ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲା ତଥା ଜିଲ୍ଲା ବାହାରର ପ୍ରାୟ ୮୦ଜଣ ପୂରାତନ ଛାତ୍ର ଯୋଗଦେଇ ପୁରୁଣା ସ୍ମୃତିକୁ ମନେପକାଇବା ସହ…
Read More...

ବଲାଙ୍ଗିର ବଚପନ ଓ ଏକାଡେ଼ମୀକ ହାଇଟ୍ସ ପବ୍ଲିକ ସ୍କୁଲର ବିଜ୍ଞାନ ମେଳା

ବଲାଙ୍ଗିର : ଆଜି ଓ ଗତକାଲି ଦୁଇ ଦିନ ଧରି ବଚପନ୍ ନଗର, ବିଷ୍ଣୁମୁଣ୍ଡା ଠାରେ ବଚପନ୍ ଓ ଏକାଡେ଼ମୀକ ହାଇଟ୍ସ ପବ୍ଲିକ ସ୍କୁଲର ମିଳିତ ଭାବରେ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି ମେଳାରେ ଉକ୍ତ ଦୁଇ ସ୍କୁଲର ପ୍ରାୟ ୨୨୦ ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଯାଇଛି । ଏଥିରେ ବିଚାରକ ରୂପେ…
Read More...

ବିକଳ୍ପ ବିଚାର ଧାରାରେ ମାହେଶ୍ୱରୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସହରର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ମାହେଶ୍ୱରୀ ପକ୍ଷରୁ ଏକ ସାଧାରଣ ବୈଠକ ବେବି ବବଲ୍ସ ପ୍ଲେ ସ୍କୁଲ, ଖୁଜେନପାଲି ଠାରେ ଆୟୋଜିତ ହୋଇଥିଲା । ଏହି ବୈଠକରେ ସମାଜର ବର୍ତ୍ତମାନ ସମସ୍ୟା, ସାମାଜିକ କାର୍ଯ୍ୟର ଆବଶ୍ୟକତା, ସଂଗଠନର ଶକ୍ତି ବୃଦ୍ଧି ଓ…
Read More...

୫୪ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦ୍‌ଯାପିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୂଲ୍ୟରେ ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ଠାରେ ୫୪ ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି । ସଂସଦର କାର୍ଯ୍ୟକାରୀ ସଭାପତି ଡ. ଶ୍ରୀକର ମିଶ୍ର ଓ ସାଧାରଣ ସଂପାଦକ ହରି ନାରାୟଣ ପୁଜାରୀଙ୍କ…
Read More...

ଆଜି ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଶୁଲିଆ ଯାତ୍ରା : ରକ୍ତରେ ଲାଲେ ଲାଲ୍‌ ଶୁଲିଆ ପୀଠ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା ଓ ସାନଖଳାରେ ପାରମ୍ପରିକ ରୀତିନୀତି ଅନୁସାରେ ଆଜି ଆୟୋଜିତ ହୋଇଛି ଶୁଲିଆ ଯାତ୍ରା । ଗତ ବିଳମ୍ବିତ ରାତିରେ ନିଶିପୂଜା ହୋଇଥିଲା । ମଙ୍ଗଳବାର…
Read More...

ପି.ପି ଏକାଡେମୀ ୧୯୮୯ ମେଟ୍ରିକ ବ୍ୟାଚର ବନ୍ଧୁ ମିଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ କଦଳୀମୁଣ୍ଡା ନର୍ସରୀ ଠାରେ ୧୯୮୯ ପତିତପାବନ ଏକାଡେମୀ ମେଟ୍ରିକ ବ୍ୟାଚ୍ ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ଜିଲ୍ଲା ତଥା ଜିଲ୍ଲା ବାହାରର ପ୍ରାୟ ୮ଠଜଣ ପୁରାତନ ଛାତ୍ର ଯୋଗଦେଇ ପୁରୁଣା ସ୍ମୃତିକୁ ମନେପକାଇବା ସହ ଆଗାମୀ…
Read More...

ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ଗଣିତ ଦିବସ ପାଳିତ

"ଗଣିତ ଭୟ କରିବାର ବିଷୟ ନୁହେଁ, ଏହା ଆନନ୍ଦର ବିଷୟ" ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଗାନ୍ଧୀନଗର ପଡା ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଜାତୀୟ ଗଣିତ ଦିବସ ପାଳିତ ହୋଇଯାଇଛି । ଭାରତର ମହାନ ଗଣିତଜ୍ଞ ଶ୍ରୀନିବାସ ରାମାନୁଜନଙ୍କ ଜନ୍ମ ଜୟନ୍ତୀ ଅବସରରେ ଆୟୋଜିତ…
Read More...

ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ଗଣିତ ଦିବସ ପାଳିତ

"ଗଣିତ ଭୟ କରିବାର ବିଷୟ ନୁହେଁ, ଏହା ଆନନ୍ଦର ବିଷୟ" ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଗାନ୍ଧୀନଗର ପଡା ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଜାତୀୟ ଗଣିତ ଦିବସ ପାଳିତ ହୋଇଯାଇଛି । ଭାରତର ମହାନ ଗଣିତଜ୍ଞ ଶ୍ରୀନିବାସ ରାମାନୁଜନଙ୍କ ଜନ୍ମ ଜୟନ୍ତୀ ଅବସରରେ ଆୟୋଜିତ…
Read More...